-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

କୁନି ବୈଜ୍ଞାନିକ ସମ୍ବର୍ଦ୍ଧିତ: ଛାତ୍ରଛାତ୍ରୀ ମନରେ ଉତ୍ସାହ ଲହରି

19-Sep-2022



କଣ୍ଟାମାଲ :-ବୌଦ୍ଧ ଜିଲା କଣ୍ଟାମାଲ ବ୍ଲକ ଖଟଖଟିଆ ଶ୍ରୀ ଜଗନ୍ନାଥ ଉଛବିଦ୍ୟାପୀଠ ର ଛାତ୍ରୀ ସ୍ୱରୁପା ପଲିଆ ଙ୍କ ପ୍ରୋଜେକ୍ଟ ମଲ୍ଟି ଏଜ ହାଇଟେକ ବେସିନ ଜାତୀୟ ସ୍ତରକୁ ମନୋନୀତ ହୋଇ ଦିଲ୍ଲୀ ବିଜ୍ଞାନ ଭବନରେ ପ୍ରଦର୍ଶିତ ହେଲାପରେ ଛାତ୍ରୀ ସ୍ୱରୂପାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଉକ୍ତ ସମ୍ବର୍ଦ୍ଧନା ସଭା  ସୋମବାର ଶ୍ରୀଜଗନ୍ନାଥ ଉଚ୍ଚ ବିଦ୍ୟାପୀଠ ଖଟଖଟିଆ ପରିସର ରେ ସ୍ୱତନ୍ତ୍ର ନିମନ୍ତ୍ରିତ ଅତିଥି ଭାବେ ପଶ୍ଚିମ ଓଡିଶା ବିକାଶ ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଅଜିତ କୁମାର ମିଶ୍ର ଯୋଗଦେଇ ଥିବାବେଳେ ମୁଖ୍ୟଅତିଥିଭାବେ ଜିଲାପାଳ ସତ୍ୟରଞ୍ଜନ ସାହୁ ଓ ସମ୍ମାନିତ ଅତିଥିଭାବେ ବୌଦ୍ଧ ପିଡ଼ି ଡିଆରଡିଏ ଅଶ୍ୱିନୀ କୁମାର ମେହେର,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର ,ଜିଲା ବିଜ୍ଞାନ ସମୀକ୍ଷକ ଦେବେନ୍ଦ୍ର ଦେହୁରୀ ,ଗାଇଡ଼ ଶିକ୍ଷକ ସମୀର କୁମାର ପ୍ରଧାନ,ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜାଜ୍ଞସେନି ଖେତୀ ପ୍ରମୁଖ ଉପସ୍ଥିତ ଥିବାବେଳେ ଶିକ୍ଷକ ରଂଜୁ ଅମାତ ସ୍ୱାଗତ ଅଭିଭାଷଣ ଓ ଅତିଥି ପରିଚୟ ପ୍ରଦାନ

କରିଥିଲେ । ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ପଶ୍ଚିମ ଓଡିଶା ବିକାଶ ପରିଷଦ ଶ୍ରୀ ମିଶ୍ର ଗ୍ରାମାଞ୍ଚଳର ଏଭଳି ପ୍ରତିଭା ସମ୍ପନ୍ନ ଛାତ୍ରଛାତ୍ରୀ ଉତ୍ସାହିତ କରିବା ଅତି ଜରୁରୀ ବୋଲି କହିଥିବା ବେଳେ ଜିଲାପାଳ ରେଡ଼କ୍ରସ ରୁ ସୁଶ୍ରୀ ପଲିଆଙ୍କୁ ୫୦୦୦ ଟଙ୍କା ଓ ବ୍ୟକ୍ତିଗତ ୨୫୦୦ଟଙ୍କା ପ୍ରଦାନ କରିବାକୁ ଘୋଷଣା କରିଥିଲେ । ସମସ୍ତ ଛାତ୍ରଛାତ୍ରୀ ବେଶ ଉତ୍ସାହିତ ଥିବା ଦେଖି ଜିଲାପାଳ ଖୁସି ଅନୁଭବ କରିଥିଲେ ଏକ,ଏକ ବିଜ୍ଞାନ ପ୍ରକଳ୍ପ ସମସ୍ତ ଛାତ୍ରଛାତ୍ରୀ କରିବାକୁ ପରାମର୍ଶ ଦେଇଥିଲେ ।ଶେଷରେ ବିଦ୍ୟାଳୟର  ଶିକ୍ଷକ ନରେନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ପଞ୍ଚାନନ ପ୍ରଧାନ,ଅଜୟ ସାହୁ,ବିଶ୍ଵଜିତ ବାରିକ, ସୁରେନ୍ଦ୍ର କମ୍ପ, ପ୍ରମୁଖ ଉପସ୍ଥିତ ଥିବାବେଳେ ଉଭୟ ବିଦ୍ୟାଳୟର ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like