-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ଜିଲାପାଳ ଓ ଏସପିଙ୍କ ଯୁଗ୍ମ ଜନଶୁଣାଣି

19-Sep-2022



ବୌଦ୍ଧ(ହୃଦାନନ୍ଦ ମେହେର) : ବୌଦ୍ଧ ଜିଲ୍ଲା କଣ୍ଟାମାଳ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ  ସୋମବାରଦିନ  ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର  ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ  ଓ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମିନାଙ୍କ ଉପସ୍ଥିତିରେ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ସମୁଦାୟ ୭୪  ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୬୬  ଗୋଟି ବ୍ୟକ୍ତିଗତ ମାମଲା ଓ ୮ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା । ଅଭିଯୋଗ ଗୁଡିକ ମଧ୍ୟରୁ ୪  ଗୋଟି ଅଭିଯୋଗକୁ ତତ୍କାଳ ଫଇସଲା କରାଯାଇ ସେଥିମଧ୍ୟରୁ ୨ ଗୋଟି ଅଭିଯୋଗ  ସଂପର୍କରେ ଅନୁଧ୍ୟାନ କରାଯାଇ  ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ  ୧୭ ହଜାର ଟଙ୍କାର ସହାୟତା ଓ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୧ ଜଣଙ୍କୁ ୮ ହଜାର ଟଙ୍କାର ସହାୟତା ଯୋଗାଇ ଦିଆଯାଇଥିଲା । ଏହି ଶିବିରରେ ଜିଲ୍ଲାପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ  ଅଶ୍ୱିନୀ କୁମାର ମେହେର,ଉପଜିଲାପାଳ ସନତ କୁମାର ନାଏକ, ବିଡିଓ କଣ୍ଟାମାଳ କଳାକୃଷ୍ଣ ପ୍ରଧାନ, ତହସିଲଦାର ଧନଞ୍ଜୟ ସାହୁ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ କୁମାର ପ୍ରଧାନ,ଜିଲା ସମାଜ ମଙ୍ଗଳ ଅଧିକାରୀ ଏସ.କୁଜୁର, ସହକାରୀ କୃଷି ଅଧିକାରୀ ନିବେଦିତା ପ୍ରଧାନ,ଜଳଛାୟା ମିଶନର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଦିପ୍ତ କୁମାର ମହାନ୍ତି,ଜିଲା ମତ୍ସ୍ୟ ଅଧିକାରୀ

ଲିପସା ପଟ୍ଟନାୟକ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଜାହାରୀ,ସିଡିପିଓ ଜ୍ୟୋତ୍ସ୍ନାରାଣୀ ପାଢି,ଆଇଆଇସି କଣ୍ଟାମାଳ ନଳିନିକାନ୍ତ ଦାଶ, ଟିଆରଓ କୁଲଦୀପ ମହାନ୍ତି , ସହକାରୀ ଜିଲ୍ଲାପାଳ ଚନ୍ଦ୍ରକାନ୍ତ ବେହେରାଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଓ କନିଷ୍ଠ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ । ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ନିର୍ଦ୍ଦେଶ ଦେବାସହିତ  ଯେଉଁ ବିଭାଗୀୟ ଅଧିକାରୀମାନେ ଅଭିଯୋଗ ଶୁଣାଣି ଶିବିରରେ ଅନୁପସ୍ଥିତ ଥିଲେ ସେମାନଙ୍କୁ କୈଫିୟତ ମାଗିବା ପାଇଁ ଜିଲ୍ଲାପାଳ ଶ୍ରୀଯୁକ୍ତ ସାହୁ ନିର୍ଦ୍ଦେଶ ଦେଇଥିଲେ । କଣ୍ଟାମାଳ ବିଡ଼ିଓ ଶ୍ରୀ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏବଂ ପଞ୍ଚାୟତ ସମିତିର ସମସ୍ତ କର୍ମଚାରୀଙ୍କ ସହଯୋଗରେ ଏହି ଶିବିର ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like