-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ନେସନାଲ ଲେଭେଲ ପ୍ରଦର୍ଶନୀ ପ୍ରକଳ୍ପ ପ୍ରତିଯୋଗିତାରେ ପଦ୍ମପୁରର ଛାତ୍ରୀ କଲ୍ୟାଣୀ ବରଗଡ ଜିଲ୍ଲାପାଇଁ ଗର୍ବଓ ଗୈାରବ

20-Sep-2022



ବରଗଡ- ଦିଲ୍ଲୀ ପ୍ରଗତି ମୈଦାନ ବିଜ୍ଞାନ ଭବନ ଠାରେ ଆୟୋଜିତ ନେସନାଲ ଲେଭେଲ ପ୍ରଦର୍ଶନୀ ପ୍ରକଳ୍ପ ପ୍ରତିଯୋଗିତାରେ ବରଗଡ଼ ଜିଲ୍ଲା ରାଜବୋଡାସମ୍ବର ବ୍ଳକ ଅନ୍ତର୍ଗତ ସତିଭଟା  ଦେଉଳି ହାଇସ୍କୁଲର ଛାତ୍ରୀ କଲ୍ୟାଣୀ ସାହୁ କୃତିତ୍ବ ଅର୍ଜନ କରି ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି। ତେବେ   ଗତ ୧୩ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଇନସ୍ପାଏର୍ ଆୱାଡ଼ ପ୍ରକଳ୍ପ ପ୍ରତିଯୋଗିତାରେ ଓଡ଼ିଶାର ଦୁଇଟି ପ୍ରକଳ୍ପ ମନୋନୀତ ହୋଇଥିବା ସୂଚନା ମିଳିଥିବାବେଳେ,  ଓଡିଶା ରୁ ୬୬ପ୍ରକଳ୍ପ ଏହି ପ୍ରତିଯୋଗିତାରେ  ସାମିଲ ହୋଇଥିଲା । ପଦ୍ମପୁର ଛାତ୍ରୀଙ୍କ ଏହି କୃତିତ୍ବ ପାଇଁ ବରଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ମିତ୍ରଭାନୁ କଛପ ବରଗଡ଼ ଜିଲ୍ଲାର କୃତୀ ପ୍ରତିଯୋଗୀ କଲ୍ୟାଣୀ ସାହୁଙ୍କ ସମେତ ବରଗଡ଼ ଜିଲ୍ଲାର ସମସ୍ତ ୯ ଜଣ ପ୍ରତିଯୋଗୀଙ୍କୁ  ଶୁଭେଚ୍ଛା ଜଣାଇଥିବାବେଳେ,  ରାଜ୍ୟ ପ୍ରତିଯୋଗୀ  ଟିମ ର ନେତୃତ୍ୱ ନେଇଥିବା  ଡି ଇ ଓ ଯାଜପୁର ରଞ୍ଜନ କୁମାର ଗିରି ,ଏଡିଇଓ ଟେମ ଲାଲ ଦୁବେ,ଏସିଷ୍ଟାଣ୍ଟ ଡ଼ାଇରେକ୍ଟର ଜୟା ବାନାର୍ଜୀ ଓ ବରଗଡ଼ ଶିକ୍ଷା ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଡ଼ଃ ମନୋଜ କୁମାର ସାହୁଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି  । 

ରୋଗୀ ଓ ବୟସ୍କଙ୍କ ପାଇଁ ହାଇଟେକ୍  ବେଡ ପ୍ରକଳ୍ପ ପ୍ରସ୍ତୁତ କରି  କଲ୍ୟାଣୀ   ଜାତୀୟସ୍ତରରେ ପୁରସ୍କୃତ  ହୋଇଛନ୍ତି ।  କଲ୍ୟାଣୀଙ୍କ  ବାପା  ଦିଲେଶ୍ୱର ସାହୁ ଜଣେ ଚାଷୀ ଓ ମା  ଗୋଲାପୀ ସାହୁ  ଗୃହିଣୀ । ଏହି ପ୍ରକଳ୍ପ  ସ୍ୱର୍ଗତ ଶିକ୍ଷକ  ଧନଂଜୟ ସାହୁ  ପରିକଳ୍ପନା କରିଥିଲେ । ସତୀଭଟା ହାଇସ୍କୁଲର ଜଣେ ଛାତ୍ରୀ ଜାତୀୟ ସ୍ତରରେ ପୁରସ୍କୃତ ହୋଇ ଆନ୍ତର୍ଜାତୀୟ ସ୍ତରକୁ ମନୋନୀତ ହେବା ବରଗଡ  ଜିଲା ପାଇଁ  ଗର୍ବ ଓ ଗୈାରବର ବିଷୟ । ଆସନ୍ତା ସେପ୍ଟମ୍ବର ମାସରେ ଆନ୍ତର୍ଜାତୀୟ ସେମିନାର୍ ପାଇଁ ଜାପାନ ଗସ୍ତ କରିବେ କଲ୍ୟାଣୀ ସାହୁ ବୋଲି ଜଣାପଡିଛି ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like