-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ମାଁ ରାଣୀସରେନ ଫୁଟବଲ ଟୁର୍ଣ୍ଣାମେଣ୍ଟ -ଜାମଖୁଣ୍ଟା ଦଳ ଚମ୍ପିୟାନ

20-Sep-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) - ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଜାମଖୁଣ୍ଟା ପଞ୍ଚାୟତ ଘର୍ଲା ଗ୍ରାମ ସ୍ଥିତ ନର୍ସରୀ ଫୁଟବଲ ପଡ଼ିଆରେ ଆୟୋଜିତ ମାଁ ରାଣୀ ସରେନ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି। ଗତ ୯ ତାରିଖରେ ଆରମ୍ଭ ହୋଇ ଚାଲିଥିବା ଟୁର୍ଣ୍ଣାମେଣ୍ଟରେ ୮ଟି ଦଳ ଭାଗ ନେଇଥିବା ବେଳେ ଫାଇନାଲ ମ୍ୟାଚ ଖଡ଼ିଆଳ ଓ ଜାମଖୁଣ୍ଟା ମଧ୍ୟରେ ଅନୁଷ୍ଠିତ ହୋଇଥିଲା  ଏଥିରେ ଜାମଖୁଣ୍ଟା ଦଳ ୩-୦ ଗୋଲରେ ଚମ୍ପିୟାନ  ହୋଇଥିଲା । ଆୟୋଜିତ ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା,ସମ୍ମାନିତ ଅତିଥି ଭାବରେ ସମାଜସେବୀ ସନ୍ତୋଷ ନାୟକ, ପ୍ରଦୀପ ଜାଲ ,ସତ୍ୟ ଝାଙ୍କର, ଧନେଶ୍ୱର ବେହେରା,ମିନିକେତନ ତ୍ରିପାଠୀ, ମାଧବ ଝାଙ୍କର, ଜ୍ୟୋତ୍ସ୍ନା ତାଣ୍ଡି ଆଦି ଯୋଗଦେଇ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ।ଏପରି ଭାବରେ ଗ୍ରାମାଞ୍ଚଳରେ ଖେଳ ପ୍ରତିଯୋଗିତା ସବୁ ଅନୁଷ୍ଠିତ ହେଲେ ଖେଳାଳି ମାନଙ୍କ ବିକାଶ ହେବ ଓ ଭବିଷ୍ୟତରେ ସେମାନେ ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ସ୍ଥାନ ପାଇ ପାରିବେ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଦୁଷ୍ମନ୍ତ ସାହୁ ଓ ସାଥି ଖେଳ ପରିଚାଳନା କରିଥିବା ବେଳେ ପ୍ରେମ ଚନ୍ଦ୍ର ତାଣ୍ଡି ଓ ଵୈବସୁତ ମଙ୍ଗରାଜ ଧାରା ବିବରଣୀ ପ୍ରଦାନ କରିଥିଲେ।ଆୟୋଜକ କମିଟିର ସଭାପତି ମଧୁସୂଦନ ଝାଙ୍କର,ଉପସଭାପତି ବିଘ୍ନରାଜ ମାଝୀ, ସମ୍ପାଦକ ରାଜାରାମ ତାଣ୍ଡି, କୋଷାଧ୍ୟକ୍ଷ-ଲକ୍ଷେଶ୍ୱର ମାଝୀ ଓ କମିଟି ର ସମସ୍ତ  ସଦସ୍ୟ ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like