-+91-9937148622 |
prerana_bgr@rediffmail.com |
Tuesday 23rd June 2026 |
R.N.I. Regd No. ODIODI/2010/46693
Breaking News
20-Sep-2022
ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ଲୋଇସିଂହା ଆଦିବାସୀ ଭବନ ଠାରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜିଙ୍କ ୭୨ ତମ ଜନ୍ମଦିନ ଉପଲକ୍ଷେ ଲୋଇସିଂହା ବିଧାନ ସଭା ନିର୍ବାଚନ ମଣ୍ଡଳୀ ବିଜେପି ଦଳ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଲୋଇସିଂହା ବିଧାୟକ ଡ଼ ମୁକେଶ ମହାଲିଙ୍ଗ ଯୋଗ ଦେଇଥିବା ବେଳେ ଲୋଇସିଂହା, ଆଗଲପୁର ଓ ପୁଇଁତଳା ବ୍ଳକର ଶତାଧିକ ବିଜେପି କର୍ମୀ ଓ ରକ୍ତଦାତା ଉପସ୍ଥିତ ଥିଲେ l