-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||     

HOME   ଜିଲ୍ଲା

ପ୍ରତିଶ୍ରୁତି ପରେ କର୍ତଙ୍ଗ ଗ୍ରାମବାସୀଙ୍କ ଧାରଣା ପ୍ରତ୍ୟାହୃତ

20-Sep-2022



ବିନିକା(ହିମାଂଶୁ ଶେଖର ପୁଟେଲ): ଥରେ ନୁହେଁ କି ଦୁଇଥର ନୁହେଁ ଲିଖିତ ମୌଖିକ ଭାବରେ ୩ ଥର ହେଲା କର୍ତ୍ତଙ୍ଗ ଗ୍ରାମବାସୀ ସ୍ଥାନୀୟ ପ୍ରଶାସନ ଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ଠାରେ ଦାବି କରି ଆସୁଥିଲେ ମଧ୍ୟ ସମସ୍ୟା ସମାଧାନ ନହେବାରୁ ପୁନର୍ବାର ଦାବି ପୂରଣ ନେଇ ସ୍ଥାନୀୟ ବିନିକା ତହସିଲ କାର୍ଯ୍ୟାଳୟ ସମ୍ଭୁଖରେ ଗ୍ରାମବାସୀ ଧାରଣାରେ ବସି ରହିଥିଲେ । ସୂଚନାଯୋଗ୍ୟ ଯେ ସେମାନଙ୍କ କହିବା ଅନୁଯାୟୀ ଗ୍ରାମର ଗୋଚର ଓ ଜଙ୍ଗଲ ଜମିକୁ ସ୍ଥାନୀୟ ରାଜସ୍ବ ଅଧିକାରୀ,ଫରେଷ୍ଟର କେତେକ ଲୋକଙ୍କ ସହାୟତାରେ ଚାଷ କରି ବିପୁଳ ମାତ୍ରାରେ ଟଙ୍କା ଆଦାୟ କରି ଆସୁଛନ୍ତି ।ଯାହାକି ଗ୍ରାମର ଗାଈଗୋରୁ ଚରାଇବା ଓ ଖାଦ୍ୟ ଅନ୍ବେଷଣରେ ଗୋପାଳକ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି ।ଜବରଦଖଲ ହୋଇଥିବା ଜମିର ତଦନ୍ତ ପୂର୍ବକ ଏଥିରେ ସଂପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରାଯାଉଥିଲେ ମଧ୍ୟ ପ୍ରଶାସନ ସେମାନଙ୍କ ପ୍ରତି ଘଣ୍ଟ ଘୋଡାଉ ଥିବାରୁ କର୍ତ୍ତଙ୍ଗ ଗ୍ରାମବାସୀ ତହସିଲ କାର୍ଯ୍ୟାଳୟକୁ ଆସି ଧାରଣା ଆରମ୍ଭ କରି ସମସ୍ୟା ସମାଧାନ ନହେବା ପର୍ଯ୍ୟନ୍ତ ଏହି ଧାରଣା ଜାରି ରହିବ ବୋଲି ଅଡି ରହିଥିଲେ ।ଖବର ପାଇ ଅତିରିକ୍ତ ତହସିଲଦାର ଚାନ୍ଦିନୀ ମେହେର ଘଟଣାସ୍ଥଳରେ ପହଂଚି ଧାରଣାରତ ଗ୍ରାମବାସୀଙ୍କ ସହ ଆଲୋଚନା କରି ୧୫ଦିନ ମଧ୍ୟରେ ତଦନ୍ତ କରାଯିବ ଏବଂ ଦୋଷୀ ମାନଙ୍କ ଉପରେ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026

You Might Also Like