-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||     

HOME   ଜିଲ୍ଲା

୫୪ ତମ ସାର୍ବଜନୀନ କାଳୀପୂଜା ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

20-Sep-2022



ସୁବର୍ଣ୍ଣପୁର,,ରାମଧୁନ କ୍ଲବ, ମଝିପଡ଼ା, ସୋନପୁର ପକ୍ଷରୁ ହେବାକୁ ଥିବା  ୫୪ତମ ସାର୍ବଜନୀନ କାଳୀପୂଜା ମହୋତ୍ସବ ଉପଲକ୍ଷେ ସୋନପୁର ମଝିପଡ଼ା ରାମଜୀ ମନ୍ଦିର ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକରେ ବିଗତ ବର୍ଷର କାଳୀ ପୂଜାର ଆୟ ଓ ବ୍ୟୟ ଉପରେ ଆଲୋଚନା କରାଯାଇଥିଲା l ଉକ୍ତ ବୈଠକରେ ଚଳିତ ବର୍ଷ ପାଇଁ ସୁରଜ କୁମାର ସାହୁ, ସଭାପତି, ବୁବୁନ ନାଏକ, ଉପ ସଭାପତି, ପୁରେନ୍ଦ୍ର ନାଏକ, ସମ୍ପାଦକ, ରାଜୀବ କୁମାର ସାହୁ ଙ୍କୁ କୋଷାଧ୍ୟକ୍ଷ ଭାବରେ ଦାୟିତ୍ୱ ପ୍ରଦାନ କରାଯାଇଛି l ଉକ୍ତ ବୈଠକ ରେ ଏକ ସାଂସ୍କୃତିକ କମିଟି ଓ ଭୋଗ କମିଟି ଭାବରେ ଦୁଇଟି ନୂତନ କମିଟି ଗଠନ କରାଗଲା l ଚଳିତ ବର୍ଷ ମାଁ କାଳୀ ପୂଜା ମହୋତ୍ସବ ରେ ୭ ଟି ମେଲୋଡି କାର୍ଯ୍ୟକ୍ରମର ଆୟୋଜନ କରାଯିବ l ଏହି ପୂଜା ମହୋତ୍ସବରେ ବିଶେଷ ଆକର୍ଷଣ ଭାବରେ " ମୀନାବଜାର " ( ହାତୀଶାଳ କଲ୍ୟାଣ ମଣ୍ଡପ, ମଝିପଡ଼ା, ସୋନପୁର ତା.୨୪/୧୦/୨୦୨୨ ରୁ ତା.୮/୧୧/୨୦୨୨) ର ଆୟୋଜନ କରାଯିବ l ମାଁ କାଳୀ ଙ୍କ ଭସାଣୀ ତା.୬/୧୧/୨୦୨୨ ରିଖ ଦିନ ଅନୁଷ୍ଠିତ ହେବ l ଯେହେତୁ ସୋନପୁର ସହରରେ ମଝିପଡ଼ା ରାମଧୁନ କ୍ଲବ ପକ୍ଷରୁ ପାଳିତ ହେଉଥିବା କାଳୀ ପୂଜା ମହୋତ୍ସବ ବହୁତ ପୁରୁଣା, ଏଥିପାଇଁ ଚଳିତ ବର୍ଷ କାଳୀପୂଜା କିପରି ଆହୁରି ଆକର୍ଷଣୀୟ ହୋଇପାରିବ ସେଥିପାଇଁ ଚଳିତ ବର୍ଷ ମାଁ କାଳୀଙ୍କ ରୁପା ମୁକୁଟ ଠାରୁ ଆରମ୍ଭ କରି ତୋରଣ, ଆଲୋକ ଓ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ, ପ୍ରତିଦିନ ସନ୍ଧ୍ୟାରେ ଆଳତୀ ଓ ଭକ୍ତ ମାନଙ୍କ ପାଇଁ ପ୍ରସାଦ ସେବନ, ଭସାଣୀ ଯାତ୍ରା ଓ ମୀନାବଜାର ଏହି ସବୁ କାର୍ଯ୍ୟକ୍ରମ ଭକ୍ତ ମାନେ କିପରି ଆସି ଉପଭୋଗ କରିପାରିବେ ସେ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା l ଉକ୍ତ ବୈଠକରେ ରାମଧୁନ କ୍ଲବ ଓ ମଝିପଡ଼ା ର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026

You Might Also Like