-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||     

HOME   ଜିଲ୍ଲା

ନୀଳାଦ୍ରି ବିହାର ଯୁବ ଓ ସାଂସ୍କୃତିକ ସଂଘର ନବ ନିଯୁକ୍ତ ଓ.ୟୁ.ଏ.ଟି ର କୁଳପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ

20-Sep-2022



ଭୁବନେଶ୍ୱର- - ରାଜ୍ୟର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ନୀଳାଦ୍ରି ବିହାର ଯୁବ ଓ ସାଂସ୍କୃତିକ ସଂଘ ତରଫରୁ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ର ନବ ନିଯୁକ୍ତ କୁଳପତି ପ୍ରଫେସର ପ୍ରଭାତ କୁମାର ରାଉଳଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରାଯାଇଛି । ସଂଘର ସଭାପତି ଡ. ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ ଓ ସଂପାଦକ ବିଶ୍ୱଜିତ୍ ପଟ୍ଟନାୟକଙ୍କୁ ନେଇ ଏକ ପ୍ରତିନିଧି ଦଳ ଶ୍ରୀଯୁକ୍ତ ରାଉଳଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଉତ୍ତରୀୟ, ପୁଷ୍ପଗୁଚ୍ଛ ଓ ସଂଘର ସ୍ମରଣିକା ପ୍ରଦାନ ସହିତ ସମ୍ବର୍ଦ୍ଧିତ କରି ତାଙ୍କର ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଜ୍ଞାପନ କରିବା ସହ ଏକ ସୁନ୍ଦର ତଥା ଗଠନ ମୂଳକ କାର୍ଯ୍ୟଅବଧି କାମନା କରିଥିଲେ । ଏହି ଅବସରରେ ସଂଘର ଦୀର୍ଘ ୨୮ ବର୍ଷର ଯାତ୍ରାର ସଂକ୍ଷିପ୍ତ ବିବରଣୀ, ସାଂସ୍କୃତିକ ଓ ସମାଜିକ କାର୍ଯ୍ୟକ୍ରମ ବାବଦରେ ଶ୍ରୀ ରାଉଳଙ୍କୁ ଅବଗତ କରାଯିବା ସହ କୃଷି ଉପରେ ଅଧିକ ଗବେଷଣା, ଛାତ୍ର ଛାତ୍ରୀମାନଙ୍କୁ କୃଷି ଭିତ୍ତିକ ଶିକ୍ଷା ପାଇଁ ଅଧିକ ଆକର୍ଷିତ କରିବା ତଥା କୃଷି ଏବଂ ଚାଷ ଉପରେ ଯେମିତି କୃଷକବନ୍ଧୁ ମାନେ ଅଧିକ ଧ୍ୟାନ ଦେଇପାରିବେ ସେହି ଉପରେ କାର୍ଯ୍ୟ କରିବା ପାଇଁ ଅନୁରୋଧ କରାଯାଇଥିଲା । ରାଜ୍ୟରେ ବୈଷୟିକ କାର୍ଯ୍ୟଧାରା ସହ କୃଷିର ଉନ୍ନତିରେ ଏକ ଅତୁଳନୀୟ ଅବଦାନ ଦେଇଆସୁଥିବା ଓଡିଶା କୃଷି ଓ ବୈଷୟିକ ବିଦ୍ୟାଳୟର ଭୂମିକାକୁ ଏହି ଅବସରରେ ଉଚ୍ଚ ପ୍ରଶଂସିତ କରାଯିବା ସହ ଏହାର ଉତ୍ତରତ୍ତୋର ଉନ୍ନତି କାମନା କରାଯାଇଥିଲା । ସମ୍ବର୍ଦ୍ଧନା ତଥା ସୌଜନ୍ୟମୂଳକ ସାକ୍ଷାତ ଉତ୍ତରରେ ଶ୍ରୀ ରାଉଳ ସଂଘର କାର୍ଯ୍ୟକ୍ରମ ତଥା ଏହି ବିଚାରଧାରାକୁ ଉଚ୍ଚ ପ୍ରସଂଶା କରିବା ସହ ସଂଘର ଆହୁରି ଅଧିକ ସଫଳତା କାମନା କରି ଆଲୋଚ୍ୟ ବିଷୟବସ୍ତୁ ଉପରେ ନିଶ୍ଚିତ ରୂପେ ଧ୍ୟାନ ଦିଆଯିବ ବୋଲି ମତବ୍ୟକ୍ତ କରିଥିଲେ । ଶେଷରେ ସଂଘ ତରଫରୁ ଆବଶ୍ୟକ ସ୍ଥଳେ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ କରାଯିବାର ପ୍ରତିଶୃତି ଦିଆଯାଇଥିବା ବେଳେ ବିଶ୍ୱବିଦ୍ୟାଳୟ ତରଫରୁ ମଧ୍ୟ ସଂଘର ସହଯୋଗ କାମନା କରାଯାଇଥିଲା । ସଂଘର ଏହି ଆଭିମୁଖ୍ୟକୁ ଅଞ୍ଚଳର ବୁଦ୍ଧିଜୀବି ମହଲରେ ସ୍ୱାଗତ କରାଯାଇଛି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026

You Might Also Like