-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଲ୍ପ ଉଦଘାଟିତ

20-Sep-2022



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ନୂତନ ଭାବରେ ନିର୍ମାଣ ହୋଇଥିବା ପ୍ରକଲ୍ପ  ଗୁଡିକ ମଙ୍ଗଲବାର ବିଧାୟକ ପଦ୍ମନାଭ ବେହେରାଙ୍କ ଦ୍ୱାରା ଉଦଘାଟିତ ହୋଇଯାଇଛି । ଆୟୋଜିତ ଉଦଘାଟନୀ ଉତ୍ସବରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗେଇ ଉଲୁଣ୍ଡା ବ୍ଲକ ପରିଶରରେ ନୂତନ ଭାବରେ ନିର୍ମାଣ ହୋଇଥିବା ମିଶନ ଶକ୍ତି ଗୃହ, ଚଡେଇପଙ୍କ ଠାରେ ଅମୃତଧାରା, କ୍ଷେମାଲୋଏ ଠାରେ ଉପସ୍ୱାସ୍ଥ୍ୟ କଲ୍ୟାଣ କେନ୍ଦ୍ର, ବରପଦର ଠାରେ ମିଶନ ଶକ୍ତି ଗୃହ ଓ କମ୍ୟନିଟି ସେଂଟର, ପଂଚମହଲା ଠାରେ କମ୍ୟୁନିଟି ସେଂଟର ଏବଂ କୁମରକେଲି ଠାରେ କନ୍ଧପଡା ଗୋଷ୍ଠି କେନ୍ଦ୍ରକୁ ଫିଟା କାତି ଉଦଘାଟନ କରିଥିଲେ । ଆୟୋଜିତ ହୋଇଥିବା ଉଦଘାଟନୀ ସଭାରେ ବିଧାୟକଙ୍କୁ ଲୋକମାନେ ବିଭିନ୍ନ ସମସ୍ୟା ଉପରେ ଆବଗତ କରାଇବା ସହ ବିଭିନ୍ନ ଦାବି କରିଥିଲେ । ଏହି ସବୁ ସମସ୍ୟାକୁ ହୃଦୟଙ୍ଗମ କରି ଯଥାଶିଘ୍ର ସମସ୍ୟାର ସମାଧାନ କରାଜିବ ବୋଲି ବିଦ୍ୟାକ ପ୍ରତିଶୃତି ଦେଇଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷା ଶାନ୍ତିଲତା ମିଶ୍ର, ବିଡିଓ ହେମସାଗର ଭୋଇ, ଯୋନ ୧ ଜିଲ୍ଲାପରିଷଦ ବିଜୟଲକ୍ଷ୍ମୀ ତରାଇ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଝସକେତନ ବଘାର, ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ଚଡେଇପଙ୍କ ସରପଂଚ ବେବ୍ରତ ପର୍ଡୀଆ, କ୍ଷେମାଲୋଏ ସରପଂଚ ଯଶୋବନ୍ତ ପଣ୍ଡା, ପଂଚମହଲା ସରପଂଚ ଅଶୋକ ପଣ୍ଡା, ମହଦା ସରପଂଚ ଆନନ୍ଦିନୀ ଶତପଥି, ଯୁବନେତା କୃତିବାସ ମିଶ୍ର, ବିହାରୀଲାଲ ମିଶ୍ରଙ୍କ ସମେତ ବହୁ ଦଲୀୟ କର୍ମୀ ଏବଂ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like