-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ରାଜନୀତି

ପ୍ରଧାନମନ୍ତ୍ରୀ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ- କୃଷି ଆଇନ୍‌, କରୋନା ଭାଇରସ ଓ ଲୋକାଲ ପାଇଁ ଭୋକାଲ ସହିତ ଅନ୍ୟାନ୍ୟ ପ୍ରସଙ୍ଗରେ ଦେଶବାସୀଙ୍କୁ ସମ୍ବୋଧନ

29-Nov-2020



ଦିଲ୍ଲୀ, (ପ୍ରେରଣା ଖବର) ଆଜି ପ୍ରଧାନମନ୍ତ୍ରୀ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମରେ କୃଷି ଆଇନ୍‌, କରୋନା ଭାଇରସ ଓ ଲୋକାଲ ପାଇଁ ଭୋକାଲ ସହିତ ଅନ୍ୟାନ୍ୟ ପ୍ରସଙ୍ଗରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି।
କୃଷି ଆଇନ୍‌କୁ ନେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ନୂଆ ଆଇନ୍‌ ପାଇଁ କୃଷକଙ୍କୁ ନୂଆ ଅଧିକାର ସହିତ ନୂଆ ଅବସର ବି ମିଳିଛି। ଫଳରେ କୃଷକଙ୍କ ସମସ୍ୟା କମିଛି। ଏଥିସହିତ କରୋନା ସମ୍ପର୍କରେ ଢିଲା ନ ହୋଇ ସତର୍କତା ରଖିବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି।

ନୂଆ କୃଷି ଆଇନ୍‌କୁ ନେଇ କୃଷକ ଆନ୍ଦୋଳନ ଜାରି ରହିଥିବା ବେଳେ ପ୍ରଧାନମନ୍ତ୍ରୀ କହିଛନ୍ତି, ବର୍ଷ ବର୍ଷ ଧରି କୃଷକମାନେ ଯେଉଁ ଦାବି କରିଆସୁଥିଲେ ଯାହାକୁ କେହି ପୂରା କରୁ ନଥିଲେ, ତାହା ପୂରା ହୋଇଛି। ନୂଆ କୃଷି ଆଇନ ଅନୁସାରେ, ଫସଲ କିଣିବାର ୩ ଦିନ ମଧ୍ୟରେ ପେମେଣ୍ଟ କରିବାକୁ ପଡ଼ିବ। ଯଦି ପେମେଣ୍ଟ ହୋଇନାହିଁ ତେବେ କୃଷକ ଅଭିଯୋଗ କରିପାରିବେ। ଆଉ ଗୋଟିଏ ମାସ ଭିତରେ ଉକ୍ତ ଅଞ୍ଚଳର ଏସ୍‌ଡିଏମ୍‌ କୃଷକଙ୍କ ସମସ୍ୟାର ସମାଧାନ କରିବେ ବୋଲି ମୋଦି କହିଛନ୍ତି।*ସେହିଭଳି ଲୋକାଲ ପାଇଁ ଭୋକାଲ ହେବା ବିଷୟରେ ମୋଦି କହିଛନ୍ତି ଯେ ଏହି ଅଭିଯାନ ସହିତ ଦେଶ ଆଗକୁ ବଢ଼ୁଛି। ଅରବିନ୍ଦଙ୍କ ସ୍ୱଦେଶୀ ଦର୍ଶନ ଏ ଦିଗରେ ଆମକୁ ପଥ ପ୍ରଦର୍ଶନ କରିଛି। ସେ ସବୁବେଳେ ସ୍ୱଦେଶୀ ଜିନିଷର ବ୍ୟବହାର ସମ୍ପର୍କରେ ଗୁରୁତ୍ୱ ଦେଉଥିଲେ। ଏଥିସହିତ ଗୁରୁ ନାନକଙ୍କ କଥା ସ୍ମରଣ କରି କରୋନା ସମୟରେ ଶିକ୍ଷ ଭାଇଭଉଣୀମାନେ ଲୋକଙ୍କୁ ସାହାଯ୍ୟ କରିଥିବା କଥାକୁ ପ୍ରଶଂସା କରିଛନ୍ତି ମୋଦି ସେହିପରି କାନାଡାରୁ ଦେବୀ ଅର୍ଣ୍ଣପୂର୍ଣ୍ଣାଙ୍କ ଏକ ପୁରୁଣା ପ୍ରତିମୂର୍ତ୍ତୀ ଆସିବା ନେଇ ମଧ୍ୟ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ। ଏହି ପ୍ରତିମାକୁ ପାଖାପାଖି ୧୦୦ ବର୍ଷ ପୂର୍ବେ ୧୯୧୩ ମସିହାରେ ବାରାଣସୀର ଏକ ମନ୍ଦିରରୁ ଚୋରି କରି ବାହାରକୁ ପଠାଇଯାଇଥିଲା। ଯାହା ପୁଣିଥରେ ଭାରକୁ ଫେରୁଛି ବୋଲି ମୋଦି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like