-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଗାଁ ମୁହାଁ ହେଲେ ଅରୁଣ: ନବ ନିର୍ବାଚିତ ଜନ ପ୍ରତିନିଧି ଛାନିଆ

21-Sep-2022



ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା)::ଗାଁ ମୁହାଁ ହେଲେ ନୟାଗଡ଼ ବିଧାୟକ ଡ଼ ଅରୁଣ କୁମାର ସାହୁ । ତ୍ରିସ୍ତରୀୟ ନିର୍ବାଚନ ପୂର୍ବରୁ ଯେଉଁ ଭଳି ଭାବେ ଗାଁ ଗାଁ ଯାଇ ଜନସାଧାରଣଙ୍କ ନିକଟତର ହୋଇଥିଲେ ଏବଂ ଆଲୋଚନା କରିଥିଲେ । ଏପରି ଗସ୍ତ ବଜାୟ ରହିବ ଓ ଉନ୍ନୟନ କାର୍ଯ୍ୟ ମାଧ୍ୟମରେ ଗାଁ ଗାଁରେ ବିକାଶ ଫୁଆରା ଫିଟିବାର ଯେଉଁ କଥା ଦେଇଥିଲେ, ସେହି କଥାକୁ ସତ୍ୟରେ ପରିଣତ କରିଛନ୍ତି ଡ଼ ସାହୁ । ଗାଁର ବିକାଶ ପାଇଁ ଆଜି ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନରେ ନିର୍ବାଚିତ ହୋଇଥିବା ଜନପ୍ରତିନିଧି ମାନଙ୍କୁ ନେଇ ବିଭିନ୍ନ ଗାଁ ମୁହାଁ ହୋଇଥିଲେ । ଗାଁକୁ ଯାଇ ଘରକୁ ଘର ବୁଲି ଗାଁର ସୁବିଧା ଓ ଅସୁବିଧା ମହିଳାମାନଙ୍କ ଠାରୁ ପଚାରି ବୁଝିଥିଲେ।ଇତି ମଧ୍ୟରେ ନିର୍ବାଚିତ ହୋଇଥିବା ଜନପ୍ରତିନିଧି ମାନଙ୍କୁ ଡାକି ବିଭିନ୍ନ ସମୟରେ କେତେ ଲୋକଙ୍କ ନିକଟତର ହୋଇଛ ଏହାର ସମୀକ୍ଷା ଡ଼ ସାହୁ କରିଥିଲେ । 

ଯେଉଁ ଜନପ୍ରତିନିଧି ଜନତାଙ୍କ ସହିତ ଯେତେ ନିକଟତର ହେବ ଜନତା ସେମାନଙ୍କୁ ସବୁଦିନ ମନେରଖିବେ ବୋଲି ଅରୁଣ ପରାମର୍ଶ ଦେଇଥିଲେ । ଆଜି ନୟାଗଡ଼ ବ୍ଲକର କେସ୍ତପଡ଼ା, ତେନ୍ତୁଳିଆପଲ୍ଲୀ, ନନ୍ଦପୁର, ସାମନ୍ତରାପୁର, ନାଗପୁର, ନରସିଂହପ୍ରସାଦ, ଗୁପ୍ତପଲ୍ଲୀ, ବ୍ରଜବଲ୍ଲଭପୁର ଓ ନୂଆଘଡୁଆଳ ଗ୍ରାମ ଦାଣ୍ଡରେ ନୟାଗଡ଼ ବିଧାୟକ ପହଞ୍ଚି ଜନତାଙ୍କ ସମସ୍ୟା ବୁଝିଛନ୍ତି । ସାଧାରଣ ଜନତା ସେମାନଙ୍କର ଆପତ୍ତି ଅଭିଯୋଗ କହିବା ସହିତ ଜନପ୍ରତିନିଧି ମାନଙ୍କର କାର୍ଯ୍ୟଦକ୍ଷତା ମଧ୍ୟ ପ୍ରକାଶ କରିଛନ୍ତି । ଯାହାକୁ ନେଇ ଜନପ୍ରତିନିଧି ମାନଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି । ବିଧାୟକଙ୍କ ଗାଁ ମୁହାଁ କାର୍ଯ୍ୟକ୍ରମରେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ଜିଲ୍ଲାପରିଷଦ ସରୋଜ କୁମାର ରଣସିଂ, କ୍ଷୀରୋଦ କୁମାର ମହାପାତ୍ର, ସୁବାସ ଚନ୍ଦ୍ର କଅଁର ଓ ପ୍ରତ୍ୟେକ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ସଭ୍ୟା ଓ ସ୍ଥାନୀୟ ନେତୃବୃନ୍ଦ ଯୋଗଦେଇଥିଲେ । ପ୍ରତ୍ୟେକ ଗାଁର ସାଧାରଣ ଜନତା ସେମାନଙ୍କର ବିକାଶ ମୁଳକ କାର୍ଯ୍ୟଠାରୁ ସମସ୍ତ ତଥ୍ୟ ଡ଼ ସାହୁଙ୍କ ସମ୍ମୁଖରେ ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like