-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||     

HOME   ଜିଲ୍ଲା

ଯୁକ୍ତ୨ ଓ ଯୁକ୍ତ୩ରେ ସିଟ ସଂଖ୍ୟା ବଢାଇବାକୁ ଛାତ୍ର କଂଗ୍ରେସର ଦାବିପତ୍ର

21-Sep-2022



ବଲାଙ୍ଗୀର-ପୁର୍ବାପେକ୍ଷା ବଲାଙ୍ଗିର ଜିଲ୍ଲାରେ ପାସ ହାର ବଢିଥିଲେ ସୁଦ୍ଧା ସିଟ ସଂଖ୍ୟା ବଢିପାରୁ ନାହିଁ । ଫଳରେ ଦଶମ ଓ ଦ୍ୱାଦଶ ଶ୍ରେଣିରେ ଉଚ୍ଚ ମାର୍କ ରଖି ମଧ୍ୟ ଛାତ୍ରଛାତ୍ରୀମାନେ ଯୁକ୍ତ୨ ଓ ଯୁକ୍ତ୩ ପଢିବା ପାଇଁ ସିଟ ପାଉ ନାହାନ୍ତି । ଯାହାକୁ ନେଇ ଛାତ୍ରଛାତ୍ରୀ ତଥା ଅଭିଭାବକ ମହଲରେ ତିବ୍ର ଅସନ୍ତୋଷ ପ୍ରକାଶ ପାଉଛି । ଏହି ବିଷୟକୁ ନେଇ ଛାତ୍ର କଂଗ୍ରେସ ପକ୍ଷରୁ କ୍ଷୋଭ ପ୍ରକାଶ କରାଯିବା ସହ ଜିଲ୍ଲାରେ ଯୁକ୍ତ୨ ଓ ଯୁକ୍ତ୩ ରେ ସିଟ ସଂଖ୍ୟ

ବଢାଇବା ଦାବୀ ନେଇ ବିଭାଗୀୟ ମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଅଙ୍କିତ ସାହୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଯାଇ  ଜିଲ୍ଲାପାଳଙ୍କ ଅନୁପସ୍ଥିତିରେ ଉପ ଜିଲ୍ଲାପାଳ ଗୁରେଶ୍ୱର ଭୋଇଙ୍କୁ ଏହି ଦାବୀପତ୍ର ପ୍ରଦାନ କରିଥିଲେ । ଏହି ଅବସରରେ ଜିଲ୍ଲା ଛାତ୍ର କଂଗ୍ରେସ ଉପସଭାପତି ନିରଞ୍ଜନ ମିଶ୍ର, ଟୁଲ ସେନ, ନିତିଶ ପ୍ରଧାନ, ସୁଜିତ କମ୍ଭାର, ଅଂଚଳ ପଣ୍ଡା, ସୁମନ୍ତ ବିଭାର,ଶଙ୍କର ବିଶି, ଚିନ୍ମୟ ବେହେରା, ଚନ୍ଦନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026

You Might Also Like