-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ଲୋକକଳା ବିକାଶ କେନ୍ଦ୍ର ତରଫରୁ ମୋନସାମଜିକ କର୍ମଶାଳା

22-Sep-2022



ବୌଦ୍ଧ(ହୃଦାନନ୍ଦ ମେହେର) ଲୋକ କଳା ବିକାଶ କେନ୍ଦ୍ର ,ଓଏସିଆର, ପିକକ୍ ଓଏସପିସିଆର,ଓଏସିପିଶି, ୟୁନିସେଫ୍ ର ମିଳିତ ଉଦ୍ୟମରେ ଆଜି ବୌଦ୍ଧ ର ହୋଟେଲ ଦି କଳିଙ୍ଗ ଠାରେ ଏକ ଶିଶୁ ସେବା ପ୍ରଦାନ କାରୀମାନଙ୍କୁ  ନେଇ ଏକ ମନୋସାମାଜିକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଲୋକକଳା ବିକାଶ କେନ୍ଦ୍ର ର ସମ୍ପାଦିକା ଶ୍ରୀମତୀ ପୁଷ୍ପିତା  ପ୍ରଧାନ ସମସ୍ତଙ୍କୁ ସ୍ଵାଗତ ଜଣେଇବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । ଅତିଥି ଭାବରେ ଶିଶୁ ମଙ୍ଗଳ ସମିତି ର ଅଧକ୍ଷ ଶ୍ରୀଯୁକ୍ତ ସାକ୍ଷୀ ଗୋପାଳ ପ୍ରଧାନ,ସଦସ୍ୟ ଶ୍ରୀଯୁକ୍ତ ସୀତାକାନ୍ତ ସାହୁ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀଯୁକ୍ତ ରାହୁଲ ପ୍ରଧାନ, ବାଲ୍ୟ ବିବାହ ନିରୋଧ ଜିଲ୍ଲା ସଂଯୋଜିକା ଶ୍ରୀମତୀ ପ୍ରଵିଜ୍ଞା ଦାସ,ଯେ ଯେ ବି ରୁ ଶ୍ରୀଯୁକ୍ତ ରାଜୀବ ନାୟକ ଯୋଗଦେଇଥିଲେ।   ସହଜକର୍ତା ଭାବରେ ଓଏସିଆର  ର ଶ୍ରୀମତୀ ଶୀତଲ ପଟ୍ଟନାୟକ, ଚିତ୍ତରଞ୍ଜନ ମହାପାତ୍ର ଉପସ୍ଥିତ ଥିଲେ। 

ପ୍ରତିଭାଗି ଭାବରେ ଚାଇଲ୍ଡ ଲାଇନ୍,ସଖି ,ଶିଶୁ ଯତ୍ନ ଅନୁଷ୍ଠାନ, ଡାକ୍ତରଖାନା ର ବିଭାଗୀୟ ସଦସ୍ୟ,ଅଙ୍ଗନବାଡ଼ି କର୍ମୀ,ଜନପ୍ରତିନିଧି ଅଂଶ ଗ୍ରହଣ କରିଥିଲେ। ଉପସ୍ଥିତ ଅତିଥି ବୃନ୍ଦ ନିଜ ନିଜର ସମ୍ୟକ୍ ଭାବରେ କହିବା ପରେ ଶ୍ରୀମତୀ ଶୀତଲ ପଟ୍ଟନାୟକ କାଳାଂଶ ନେଇଥିଲେ । ଖେଳ ମାଧ୍ୟମରେ ପ୍ରଥମେ ଜଣେ ଶିଶୁର ପ୍ରବୃତ୍ତି ବିଷୟରେ ବୁଝାଇଥିଲେ। ପରେ ମଣିଷର ଉଦାସୀନତା କିପରି ଆସେ,ଉଦାସୀନତା ର କାରଣ କଣ,ତାର ପରବର୍ତ୍ତୀ ଅବସ୍ଥା ବିଷୟରେ ପିପିଟି ମାଧ୍ୟମରେ ବୁଝାଇଥିଲେ। ମାନସିକ ସ୍ଥିତି କଣ,କେମିତି ସେ ଜଣେ ବ୍ୟକ୍ତି ଙ୍କୁ ଅତି ଶୀଘ୍ର ନକରାତ୍ମକ ଦିଗରେ ଗତି କରିଥାଏ ସେ ସମ୍ପର୍କରେ ବୁଝାଇଥିଲେ। ତତ୍ ସହିତ ସମସ୍ୟା ଦେଇ ଗତି କରୁଥିବା ବ୍ୟକ୍ତି ଙ୍କୁ କିଭଳି ବୁଝେଇବା,ନିଜ ର ମତାମତ ତାଙ୍କ

ଉପରେ ନଦେଇ ସେ କହୁଥିବା କଥା କୁ ଶୁଣି ସକାରାତ୍ମକ ଢଙ୍ଗରେ ବ୍ୟବହାର କରିବା ସେ ବିଷୟରେ ମଧ୍ୟ କହିଥିଲେ। ବ୍ୟକ୍ତି ଯେତେବେଳେ ବି ମାନସିକ ଦୁଶ୍ଚିନ୍ତା ଦେଇ ଗତି କରୁଥାଏ ସେ କିଛି ଶୁଣିବା କୁ ଚାହେଁନି,ସେ ଚାହେଁ ତା କୁ ନକରାତ୍ମକ ଢଙ୍ଗରେ ବ୍ୟବହାର ନ କରି ତା କଥା କେହି ଶୁଣନ୍ତୁ ବୋଲି ସେ କହିଥିଲେ। କୌଣସି ବି ବ୍ୟକ୍ତି କୁ ସିଧାସଳଖ ଆମ ଦୋଷାରୋପ ମଧ୍ୟ କରିବା ନାହିଁ ବୋଲି ମତାମତ ଦେଇଥିଲେ ।କାର୍ଯ୍ୟକ୍ରମରେ ଲୋକ କଳା ବିକାଶ କେନ୍ଦ୍ର ର ସମସ୍ତ କର୍ମକର୍ତ୍ତା ସାହାଯ୍ୟ ସହଯୋଗ କରିଥିଲେ। ସଂପୂର୍ଣ୍ଣ ଦିନର ଆଲୋଚନା ସରିଲା ପରେ ଏଲ କେ ବି କେ ର କର୍ମୀ ସୁପ୍ରିୟା ଦେହୁରୀ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like