-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ଦୁର୍ଘଟଣା ପ୍ରବଣ ସ୍ଥାନରେ ପୁଣି ଦୁର୍ଘଟଣା

22-Sep-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) ବଲାଙ୍ଗୀର ଜିଲ୍ଲାର ତୁରେକେଲା ବ୍ଳକ ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳ ହୋଇଥିବାରୁ ପ୍ରତିଦିନ ଛୋଟମୋଟ ଦୁର୍ଘଟଣା ଘଟି ବହୁ ଜନଜୀବନର କ୍ଷୟକ୍ଷତି ଘଟୁଛି।ଆଜି ଦିନ ୧୦ଘଣ୍ଟା ସମୟରେ ତୁରେକେଲା କଣ୍ଟାବାଞ୍ଜି ରାସ୍ତାରେ ଥିବା ତାରିଣୀ ମନ୍ଦିର ପାଖରେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇଛି।ଗଇନ୍ଦିମାଲ ଗ୍ରାମର ଡଙ୍କେଶ୍ୱର ରାଉତ ତାଙ୍କ ମାଆ ଶ୍ରୀମତୀ ଉମା ରାଉତଙ୍କୁ ନିଜ ବାଇକରେ ବସେଇ ବେଲପଡା ବ୍ଳକର ବୁଢାଭଟା ଗ୍ରାମରୁ ନିଜ ଗ୍ରାମ ଗଇନ୍ଦିମାଲକୁ ଫେରିବା ସମୟରେ ମନ୍ଦିର ବାଙ୍କ ମୋଡରେ ଭାରସାମ୍ୟ ହରେଇ ପଡିଯାଇଥିଲେ।ଖବରପାଇ ରକ୍ଷକ ବିରଂଚି ନାରାୟଣ ଦାଶ,ପ୍ରେମରାଜ ପାଣିଗ୍ରାହୀ, ରଂଜନ ଆଇଚ ଦୁର୍ଘଟଣା ଘଟିଥିବା ସ୍ଥାନରେ ପହଞ୍ଚି ପ୍ରାଥମିକ ଚିକିତ୍ସା କରିବା ପରେ ଆମ୍ବୁଲାନ୍ସକୁ ଫୋନ କରିଥିଲେ।ଆମ୍ବୁଲାନ୍ସ ଆସିବା ବିଳମ୍ବ ହେବାରୁ ତୁରେକେଲା ଥାନାକୁ ଖବର ଦେବାରୁ ଥାନା ଅଧିକାରୀ ଦୀପକ ଦୁମଦୁମ କିଛି ପୋଲିସକର୍ମୀଙ୍କୁ ଆଣି ଥାନା ଗାଡିରେ ତୁରେକେଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା।ସେଠାରେ ଉପସ୍ଥିତ ଥିବା ଚିକିତ୍ସା ଅଧିକାରୀ ଡାକ୍ତର ସ୍ୱାଗତ ଖମାରୀ, ନର୍ସ ସ୍ମିତାଞ୍ଜଳି ପଣ୍ଡା, ଶାନ୍ତି କୁମରିଆ, ଅଶୋକ ସମରଥ ତୁରନ୍ତ ଚିକିତ୍ସା କରିଥିଲେ।ପ୍ରକାଶ ଥାଉକି ତୁରେକେଲାରେ କିଛି ଦୁର୍ଘଟଣା ସ୍ଥାନ ଅଛି ଯେପରିକି ତାରିଣୀ ମନ୍ଦିର ଛକ,ଝିକିଢୁଡା ଛକ ଓ ମହାବିଦ୍ୟାଳୟ ପାଖରେ ନିୟମିତ ଦୁର୍ଘଟଣା ଘଟୁଛି।ଏହି ବ୍ଳାକସ୍ପଟ ଅଞ୍ଚଳରେ ସ୍ପିଡବ୍ରେକର ଦେବାସହ ବିଭିନ୍ନ ସତର୍କତାମୂଳକ ବୋର୍ଡ ଦେବାକୁ ଜନ ସାଧାରଣରେ ଦାବି ହୋଇଆସୁଥିଲେ ମଧ୍ୟ ଅଦ୍ୟାବଧି କୌଣସି ପଦକ୍ଷେପ ସରକାରଙ୍କ ତରଫରୁ ନିଆ ଯାଉନଥିବାରୁ ଅସନ୍ତୋଷ ବୃଦ୍ଧି ପାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like