-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ର କାର୍ଯ୍ୟକାରୀ କମିଟି ବୈଠକ

22-Sep-2022



ବଲାଙ୍ଗିର (ପ୍ରେରଣା ଖବର) ଆଜି ବଲାଙ୍ଗୀର ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ର କାଯ୍ୟକାରୀ କମିଟି ବୈଟକ ଗାନ୍ଧୀ ଷ୍ଟାଡ଼ିଉମ ଠାରେ ଅନୁଷ୍ଠିତ ହୋଇଥିଲା  l ମଞ୍ଚ ର ସଭାପତି ପ୍ରଭାକର ମିଶ୍ର ସଭାପତିତ୍ବ କରିଥିଲେ l ମନରଞ୍ଜନ ମିଶ୍ର  ସାଧରଣ ସମ୍ପାଦକ ପୁର୍ବ ସଭା ର ବିବରଣୀ ପଠନ କରିଥିଲେ  ଯାହାକୁ ସଭା ରେ ଅନୁମୋଦନ କରାଗଲା କରତାଳି ମାଧ୍ୟ୍ୟମରେ l ଏଜେଣ୍ଡା ଅନୁଯାଇ ଆଲୋଚନା ହେଲା l ପ୍ରଥମେ  ଆସନ୍ତା ତା 01/10/2022 ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ବିସ୍ତୃତ ଆଲୋଚନା ହେଲା l ପ୍ରତି ସଦସ୍ୟ  ଟ 100/- ଚା ନ୍ଦା ଦେବା ପାଇଁ ସ୍ଥିର ହେଲା l  ନିମନ୍ତ୍ରିତ ଅଥିତି ଭାବେ ଯେକୌନିସି ନିର୍ବାଚିତ ପ୍ରତିନିଧି ଙ୍କୁ ଡାକିବା କୁ ସ୍ଥିର ହେଲା l ସ୍ଥାନ ଓ ସମୟ  ସ୍ଥିର କରିବାକୁ  ସଭାପତି ଓ କର୍ମକତା ଙ୍କ ଉପରେ ନ୍ୟସ୍ତ କରାଗଲା l ଏ ବିଷୟ ପରେ ସମସ୍ତ ଙ୍କୁ ଅବଗତ କରାଯିବ l  ଯେଉଁ ସଭ୍ୟ ମାନେ ଦୀର୍ଘ ଦିନରୁ ବାର୍ଷିକ ଚାନ୍ଦା ଦେଉନାହାଂତି ସେମାଙ୍କୁ ସଭ୍ୟ ରୁ ବାଦ ଦେବାପାଇଁ ଆଲୋଚନା ହେଲା l ପ୍ରଥମେ  ତାଙ୍କୁ ଆଉଥରେ ଅନୁରୋଧ କରିବାପାଇଁ ସ୍ଥିର ହେଲା ଯଦି ସେମାନେ ସେହି ସମୟ ଭିତରେ ଚାନ୍ଦା ନଦିଅନ୍ତି l ସଭ୍ୟ ପଦ ବାତିଲ କରାଯିବl ପାଇଁ ସ୍ଥିର ହେଲା l ବିସ୍ତୃତ ଆଲୋଚନା ଓ ପର୍ଯ୍ୟାଲୋଚନ ପରେ ସୁନୀଲ ଚନ୍ଦ୍ର ବିଶ୍ୱାଳ  ଅତିରିକ୍ତ ସାଧାରଣ ସମ୍ପାଦକ ଧନ୍ୟବାଦ ଅର୍ପଣ କରିଥିଲେ  l ଓ ତତ ପରେ  ସଭାପତି ସଭା ସାଙ୍ଗ କଲେ  l  ଉକ୍ତ ସଭା ରେ ଶ୍ରୀ ପ୍ରଫୁଲ୍ଲ ସାହୁ ଉପସଭାପତି, ସୁଧାଂଶୁ  ଦର୍ଜୀ ମୁଖ୍ୟ ପରାମର୍ଶ ଦାତା, ପଦ୍ମଚରଣ ଆଚାର୍ଯ୍ୟ, ପରାମର୍ଶ ଦାତା, ବିରଞ୍ଚି ହୋତା, ଉପସଭାପତି,ଚୁଡେନ୍ଦ୍ର କୁମାର ବେହେରା, ଯୁଗ୍ମ ସମ୍ପାଦକ ପୂର୍ଣ୍ଣଚନ୍ଦ୍ରମେହେର, ଚିତ୍ତରଞ୍ଜନ ପଟେଲ, ଗୋପାଳକୃଷ୍ଣ ମିଶ୍ର, ସୁରେନ୍ଦ୍ର ନେଗୀ, କପିଳେଶ୍ଵର ଖମାରୀ, ପ୍ରମୋଦକୁମାର ମିଶ୍ର, ହରେକୃଷ୍ଣ ମେହେର ଇତ୍ୟାଦି ଉପସ୍ଥିତ ଥିଲେ ଓ ଆଲୋଚନା ରେ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026

You Might Also Like