-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||     

HOME   ଜିଲ୍ଲା

ବୌଦ୍ଧ ଠାରେ ସ୍ୱଛତା ସଚେତନତା କାର୍ଯ୍ୟକ୍ରମ

22-Sep-2022



ବୌଦ୍ଧ (ପ୍ରେରଣା ଖବର)ଆଜି 22 ତାରିଖ ସକାଳ 11 ଘଣ୍ଟା ରେ ବୌଦ୍ଧ ଗଡ଼ ସମ୍ପଦ କେନ୍ଦ୍ର ଠାରେ ଯୋଗେନ୍ଦ୍ରଦେବ ହାଇସ୍କୁଲ ବାଳିକା ଊଚ୍ଚ ବିଦ୍ୟାଳୟ, ଓ ଖଲିଆ ବଗିଚା ସ୍କୁଲ ର ଛାତ୍ର ଛାତ୍ରୀ ମାନ ଙ୍କୁ ନେଇ ଏକ  ଗର୍ବେଜ ଫ୍ରି ଓଡିଶା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏଥିରେ  120 ରୁ ଊର୍ଧ୍ୱ ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ l ଏଥିରେ ଓଦା ଅଳିଆ, ଶୁଖା ଅଳିଆ, ମୋ ଖତ, ବିପଦ୍ଜନକ ବର୍ଯ୍ୟ ବସ୍ତୁ, ଇଲୋକ୍ଟ୍ରୋନିକ୍ସ ବର୍ଯ୍ୟ ବସ୍ତୁ, ଘର ଭାଂବିବା ବେଳେ ବାହାରିଥିବା ଭଙ୍ଗା ଇଟା  ବାଲି ଗୋଡି ଇତ୍ୟାଦି ଅବ୍ୟବହୃତ ଜିନିଷ ଉପରେ ସଚେତନତା କରିବା ସହ ମହିଳା ସ୍ୱୟଂ ସହାୟିକା ଗୋଷ୍ଠି ଦ୍ୱାରା କିପରି ସମ୍ପଦ କେନ୍ଦ୍ର ଠାରେ  ଏହା ପରିଚାଳିତ ହେଉଛି ସେ ବିଷୟ ରେ ପୁଙ୍ଖାନୁପୁଙ୍ଖ ଛାତ୍ର ଛାତ୍ରୀ ଙ୍କୁ ବୁଝାଇ ସଚେତନତା କରାଇଥିଲେ l ଏହି କାର୍ଯ୍ୟକ୍ରମ ରେ ଏନ ଏ ସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଇଂ ମନୋରଞ୍ଜନ ପଣ୍ଡା, ସାନିଟେସନ ଏକ୍ସପର୍ଟ ସୁନୀଲ କୁମାର ପ୍ରଧାନ, ସ୍ୱଚ୍ଛ ସୁପରଭାଇଜର ଅର୍ଚନା ନାୟକ ଙ୍କ ସମେତ ସ୍ୱଚ୍ଛ ସାଥି, ସ୍ଵଛ କର୍ମୀ, ଓ ବିଦ୍ୟାଳୟ ର ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ l ସିଂଘିଲ ୟୁଜ ପ୍ଲାଷ୍ଟିକ ଓ ଘରୁ ବାହାରୁଥିବା ସିଜିପି ୱେଷ୍ଟେଜ ଜିନିଷ ର ସଦ ବ୍ୟବହାର ଉପରେ ସ୍ୱଚ୍ଛ ସାଥି ଓ ଉପସ୍ଥିତ ଛାତ୍ର ଛାତ୍ରୀ ଙ୍କୁ ଅତିଥି ମମାନେ ପରାମର୍ଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026

You Might Also Like