-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||     

HOME   ଜିଲ୍ଲା

ସ୍ଵଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

22-Sep-2022



 ବୌଦ୍ଧ(ହୃଦାନନ୍ଦ ମେହେର) -ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍ ଅନ୍ତର୍ଗତ ଦପଲା   ରାଜୀବ ଭବନ ଠାରେ  ପଞ୍ଚାୟତ କାର୍ଯ ନିର୍ବାହୀ ଅଧିକାରୀ ଶ୍ରୀକାନ୍ତ ପ୍ରଧାନ ଙ୍କ ଅଧ୍ୟକ୍ଷତା ରେ  ସ୍ଵଚ୍ଛତା ହିଁ ସେବା କାର୍ଯକ୍ରମ ଅନୁଷ୍ଠିତ ହୋଇ ଯାଇଛି, ଏହି କାର୍ଯକ୍ରମ ରେ  ସମ୍ମାନିତ ଅତିଥି ଭାବରେ ଅଙ୍ଗନ୍ ୱାଡି ସୁପର ଭାଇଜର ଜାନକୀ ଭୋଇ, ମହିଳା ସ୍ବାସ୍ଥ୍ୟ କର୍ମୀ ମମତା ଦିଗାଲ , ଜୀ ଆର ଏସ ସୁଜିତ୍ କୁମାର ପ୍ରଧାନ,ମାଷ୍ଟର ଟ୍ରେନର ରଞ୍ଜନ କୁମାର ପାତ୍ର,ଯୋଗ ଦେଇ ସ୍ଵଚ୍ଛତା ହିଁ ସେବା କାର୍ଯକ୍ରମ ର ବିଭିନ୍ନ ଦିଗ ଉପରେ ବକ୍ତବ୍ୟ ରଖିଥିଲେ,

ମାଷ୍ଟର ଟ୍ରେନର ପୂର୍ଣ୍ଣ ଚରଣ ସାହୁ ସଭାକୁ ପରିଚାଳନା କରିଥିଲେ ,ପଞ୍ଚାୟତ ର ସମସ୍ତ ଆଶା ଦିଦି  ଅଙ୍ଗନୱାଡ଼ି ଦିଦି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମା ମାନେ ଯୋଗ ଦେଇଥିଲେ,ଶେଷରେ ମାଷ୍ଟର ଟ୍ରେନର ବିକାଶ ସିଂ ଧନ୍ୟବାଦ  ଅର୍ପଣ କରିଥିଲେ,ଆଗାମୀ ଦିନରେ ଦପଲା ପଞ୍ଚାୟତ କୁ ସ୍ୱଚ୍ଛ ଓ ସୁନ୍ଦର କରିବା କୁ ସ୍ୱୟଂ ସହାୟିକା ଗୋଷ୍ଠୀ ର ଏମ୍ ବି କେ ଶିତୟା ମଲ୍ଲିକ ପ୍ରସ୍ତାବ ଦେଇଥିଲେ । ସେହିପରି ବୌଦ୍ଧ ବ୍ଲକ ଅନ୍ତର୍ଗତ ବାଘିଆପଡ଼ା ଗ୍ରାମ ପଞ୍ଚାୟତ ର ସାପ୍ତାହିକ ହାଟପଦା ଠାରେ ସ୍ୱଚ୍ଛତା ହିଁ ସେବା ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ

ହୋଇଯାଇଛି। ଏହି ସଫେଇ କାର୍ଯ୍ୟକ୍ରମରେ ବାଘିଆପଡା ଗ୍ରାମ ପଞ୍ଚାୟତ ର ସରପଞ୍ଚ ଅନୁଜା ଦୀପ ଓ ସମିତି ସଭ୍ୟା ମୀନା ପାଣିଗିରି ସମସ୍ତ ୱାର୍ଡ ସଭ୍ୟ ସଭ୍ୟା ଏବଂ ଅଙ୍ଗନୱାଡ଼ି କର୍ମୀ, ଆଶା ଦିଦି crp ଏବଂ grs ରଶ୍ମିତା ପଟ୍ଟନାୟକ ସାମିଲ ହୋଇଥିଲେ। ଉକ୍ତ ସ୍ୱଚ୍ଛତା ହିଁ ସେବା ସଫେଇ କାର୍ଯ୍ୟକ୍ରମ ରେ ବୌଦ୍ଧ ବ୍ଲକ ବି. ଡି. ଓ ଅବିନାସ ପାଣ୍ଡିଆ ଯୋଗଦାନ କରି ସଫେଇ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026

You Might Also Like