-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଏକ୍ସନ କମିଟି ର ଲୋକ ସମ୍ପର୍କ ଅଭିଯାନ ର ପ୍ରଥମ ବୈଠକ ଅନୁଷ୍ଠିତ

22-Sep-2022



ଗତକାଲି ସନ୍ଧ୍ୟା ୭ ଘଣ୍ଟା ସମୟରେ ପେଲେସ ଲାଇନ ସ୍ତିତ ରାଧାକୃଷ୍ଣ ମନ୍ଦିରରେ ବଲାଙ୍ଗୀର ଏକ୍ସନ କମିଟି ର ଲୋକ ସମ୍ପର୍କ ଅଭିଯାନ ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି।
  ବଲାଙ୍ଗୀର ସହର ର ବିଭିନ୍ନ ପଡ଼ା ରେ ବରିଷ୍ଠ ନାଗରିକ ତଥା ଯୁବକ ମାନଙ୍କୁ, କମିଟି ର ଆଭିମୁଖ୍ୟ ସମ୍ପର୍କରେ ଅବଗତ

କରେଇବା ସଂଗେ ସଂଗେ ଆଗାମୀ ଦିନ ରେ ଏକତ୍ରିତ ହୋଇ ବଲାଙ୍ଗୀର ର ବିଭିନ୍ନ ସମସ୍ୟା କୁ ସମାଧାନ କରିବା ପାଇଁ ସରକାର ଏବଂ ଜିଲ୍ଲା ପ୍ରଶାସନ କୁ ବାଧ୍ୟ କରିବା,ଲୋକ ସମ୍ପର୍କ ଅଭିଯାନ ର ମୁଳ ଲକ୍ଷ।ଏକ୍ସନ କମିଟି ର ଆବାହକ ଶ୍ରୀ ଗୋପାଳଜୀ ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତାରେ ହୋଇଥବା ଆଜିର ବୈଠକରେ ବଲାଙ୍ଗୀର ସହର ର ଶତାଧିକ ସଂଖ୍ୟା ରେ ବରିଷ୍ଠ ବୁଦ୍ଧିଜୀବୀ ଯୋଗ

ଦେଇ,ସହର ର ବିଭିନ୍ନ ସମସ୍ୟା, ବିଶେଷ କରି ଲୋଏର ଶୁକତେଲ ଜଳସେଚନ ପ୍ରକଳ୍ପ, ବାଇପାସ ରାସ୍ତା ନିର୍ମାଣ ଏବଂ ଖୋର୍ଦ୍ଧା ବଲାଙ୍ଗୀର ରେଳପ୍ରକଳ୍ପ ର ସମ୍ପୂର୍ଣ୍ଣ ହେବାର ଅହେତୁକ ବିଳମ୍ବ ନେଇ ଚିନ୍ତା ବ୍ୟକ୍ତ କରିଥିଲେ। ଏହି ସବୁ ସମସ୍ୟା ନେଇ ଆଗାମୀ ଦିନ ରେ ବିଭିନ୍ନ ପ୍ରକାର ଆନ୍ଦୋଳନାତ୍ମକ ପଦକ୍ଷେପ ନେବାକୁ ଆଜି ର ବୈଠକରେ ସ୍ଥିର ହୋଇଥିଲା।ଆଜିର ସଭା କୁ କମିଟି ର ଉପସଭାପତି ମୁନା ପଟ୍ଟନାୟକ ପରିଚାଳନା କରିଥିଲେ। ସନ୍ତୋଷ ସାହୁ, ବିନୋଦ କୁମାର କାଲସାଏ, ଭବାନୀ ଶତପଥୀ, ପ୍ରଶାନ୍ତ ନାୟକ, ସୁନିଲ ମିଶ୍ର, ପ୍ରମୋଦ ସାହୁ,ରିଲୁ ରଥ,ରବି ଖମାରୀ, ପ୍ରିତମ ଠାକୁର, ସୁନିଲ ମିଶ୍ର,ନିହାରିକା ମିଶ୍ର,ପ୍ରମିଲା ମିଶ୍ର । ବରିଷ୍ଠ ବୁଦ୍ଧିଜୀବି ସମ୍ଭୁ ମିଶ୍ର,ବିକ୍ରମାନନ୍ଦ ବହିଦାର,ସୁଧିର ଚାନ୍ଦ, ପ୍ରମୋଦ ତ୍ରିପାଠୀ,ରାମ ଶତପଥୀ, ଚାଇନା ମହାନ୍ତି,ରାଜ କିଶୋର ଦାସ, ଅଶୋକ ପାଢ଼ୀ,ଲାଲମନ ଗଡତ୍ୟା, ବିରଞ୍ଚି ମିଶ୍ର, ସରୋଜ ବେଦବାକ, ବସନ୍ତ ଆଚାର୍ଯ୍ୟ ଏବଂ ଅନ୍ୟମାନେ ବୈଠକ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like