-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||     

HOME   ଜିଲ୍ଲା

ସ୍ଵଛ ଭାରତ ମିଶନ ପକ୍ଷରୁ ଗ୍ରାମୀଣ, ସ୍ୱଚ୍ଛତା ଶପଥ ପାଠ

23-Sep-2022



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ଲୋଇସିଂହା ବ୍ଲକ ପରିସରରେ ନୋଡାଲ ସାନିଟେସନ ଆଇସି ସିଦ୍ଧାର୍ଥ ପାଢ଼ୀଙ୍କ ତତ୍ୱାବଧାନରେ ସ୍ଵଛ ଭାରତ ମିଶନ ଗ୍ରାମୀଣ, ସ୍ୱଚ୍ଛତା ଶପଥ ପାଠର ଦ୍ଵିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇଯାଇଛି l ଶପଥ ପାଠରେ ନିଜେ ସଫା ହେବାସହ ନିଜ ଘରର ଚତୁର୍ପାଶ୍ୱକୁ ସଫାରଖିବା, ବାହାରେ ନ କରି ନିଜ ଘର ପାଇଖାନାରେ ମଲତ୍ୟାଗ କରିବା, ଖାଇବା ପୂର୍ବରୁ ଓ ଶୌଚପରେ ସାବୁନରେ ହାତ ଧୋଇବା, ଆବର୍ଜନା ଏଣେତେଣେ ନ ପକାଇ ଆବର୍ଜନା

କୁଣ୍ଡରେ ପକାଇବା, ପ୍ଲାଷ୍ଟିକ ଓ ପଲିଥିନର ବ୍ୟବହାର କମ କରିବା ଭଳି ଶପଥ ପାଠ ହୋଇଥିଲା l ଏହି ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ବିପିଏମ ମଧୁସ୍ମିତା ବିଶ୍ୱାଳ, ବିଆରସି ଛବିଳ କୁମାର ବେହେରା, ମାଷ୍ଟରଟେନର, ଜିପିଓ କିଶୋର ଚନ୍ଦ୍ର ମାନସିଂହ, ଇଓ ପ୍ରେମାନନ୍ଦ ମହାଲିଙ୍ଗ, ଲୋଇସିଂହା ସରପଞ୍ଚ ନବ କିଶୋର ନାଏକ, ବିଏଲଏଫ, ଜିପିଏଲଏଫ, କମ୍ୟୁନିଟି କେଡ଼ର ସହ ବ୍ଲକର ଅନ୍ୟାନ୍ୟ କର୍ମଚାରୀ ମାନେ ସହଯୋଗ କରିଥିଲେ l

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026

You Might Also Like