-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପାଇଁ ୫୦ ଏକର ଜମି ଲୋୟର ସୁକତେଲ ପ୍ରକଳ୍ପ ପାଇଁ ୬୩୪ କୋଟି ପାର୍ବତି ଗିରି ଉଠା ଜଳ ସେଚନ ଯୋଜନାକୁ ୪୬୪ କୋଟି: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମନ୍ତ୍ରୀ ଟୁକୁନୀ

23-Sep-2022



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) - ମାନ୍ୟବର ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲାର ଉନ୍ନତି ପାଇଁ ସଦା ସର୍ବଦା ପ୍ରୟାସ କରି ଆସିଛନ୍ତି । ସେହି କ୍ରମରେ ଗୁରବାର ଦିନ ଜିଲ୍ଲାର ବିଭିନ୍ନ ପ୍ରକଳ୍ପକୁ କ୍ୟାବିନେଟରେ ମଞ୍ଜୁରି ମିଳିଛି । ଯାହା ଅଗାମୀ ଦିନରେ ଜିଲ୍ଲାର ବିକାଶରେ ଗୁରୁତ୍ୱ ପୁର୍ଣ୍ଣ ଭୂମୀକା ନିର୍ବାହ କରିବ ବୋଲି ଆଜି ସ୍ଥାନୀୟ ସାମ୍ବାଦିକ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବାଣୀଜ୍ୟ, ପରିବହନ ଓ ଜଳସେଚନ ମନ୍ତ୍ରୀ ଟୁକୁନୀ ସାହୁ ସାମ୍ବାଦିକମାନଙ୍କୁ କହିଛନ୍ତି । ସେ ତାଙ୍କ ପ୍ରତିକ୍ରିୟାରେ ଆହୁରି କହିଛନ୍ତି ଯେ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଭିତ୍ତିଭୂମୀର ବିକାଶ ପାଇଁ ରାଜ୍ୟ ସରକାର ୫୦ ଏକର ୪୩୭ ଡିସମିଲ ଜମି ବିନା ମୁଲ୍ୟରେ ଲିଜ ସୁତ୍ରରେ ଯୋଗଇଦେବା ନିଷ୍ପତ୍ତି ନେଇଛନ୍ତି । ବଲାଙ୍ଗିରର ଜୀବନ ରେଖା କୁହାଯାଉଥିବା ଲୋୟର ସୁକତେଲ ପ୍ରକଳ୍ପ ରେ ଭୁତଳ ପାଇପ ଦ୍ୱାରା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ୬୩୪ କୋଟି ୧୪ଲକ୍ଷ ଟଙ୍କା ତଥା ପ୍ରକଳ୍ପର ପାଞ୍ଚ ବର୍ଷ ପର୍ଯ୍ୟନ୍ତ ରକ୍ଷଣାବେକ୍ଷଣ ପାଇଁ ଆହୁରି ୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପକୁ ଶିଘ୍ର ସମାପ୍ତ କରିବା ପାଇଁ ୩୦ ମାସ ସମୟ ଦିଆଯାଇଛି । ସେହିପରି ପାର୍ବତିଗିରି ବୃହତ ଉଠା ଜଳ ସେଚନ ପ୍ରକଳ୍ପ  ପାଇଁ ୪୬୪କୋଟି ୪୦ ଲକ୍ଷ ଟଙ୍କା ଅନୁମୋଦନ କରିଛନ୍ତି । ଯାହା ୩୬ ମାସ ମଧ୍ୟରେ ସଂପୁର୍ଣ୍ଣ କରିବାର ଲକ୍ଷ ରଖାଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ ଏହି ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି  ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଭିତ୍ତିଭୂମୀର ବିକାଶ କରିବା ସହ ଜିଲ୍ଲାରେ ଶିକ୍ଷାବ୍ୟବସ୍ଥାକୁ ଆହୁରି ସୁଦୃଢ କରିବ । ଲୋୟର ସୁକତେଲ ପ୍ରକଳ୍ପ ବଲାଙ୍ଗିର ଓ ଲୋଇସିଂହା ନିର୍ବାଚନ ମଣ୍ଡଳିର ସମେତ ସୋନପୁର ଜିଲ୍ଲାର ତରଭା ଅଂଚଳର ପ୍ରାୟ ୧୩ହଜାର ହେକ୍ଟର ଚାଷଜମି ଜଳସେଚିତ ହୋଇ ପାରିବ । ସେହିପରି ପାର୍ବତିଗିରି ଉଠା ଜଳସେଚନ ଯୋଜନା ଦ୍ୱାରା କଳାହାଣ୍ଡ, ବଲାଙ୍ଗିର, ବରଗଡ ଏବଂ ସୋନପୁର ଜିଲ୍ଲାର ଲକ୍ଷ ଲକ୍ଷ ଚାଷୀ ଲାଭାନ୍ୱିତ ହେବେ ।  ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଅଂଚଳର ବିକାଶ ପାଇଁ ଐତିହାସିକ ନିଷ୍ପତ୍ତି ସାବିତ ହେବ । ମୁଖ୍ୟମନ୍ତ୍ରୀଙ୍କ  ଏହି ଲୋକାଭିମୁଖୀ ନିଷ୍ପତ୍ତି ପାଇଁ ମୁଁ ଅଂଚଳବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି ବୋଲି ମନ୍ତ୍ରୀ ଟୁକୁନୀ କହିଛନ୍ତି । ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ   ବିଜେଡି ଉପ ମୁଖ୍ୟ ସଚେତକ ତଥା ପାଟଣାଗଡ ବିଧାୟକ ସରୋଜ ମେହେର, ପୁର୍ବତ୍ନ କଣ୍ଟାବାଞ୍ଜି ବିଧାୟକ ଆୟୁବ ଖାଁ, ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା, ବରିଷ୍ଠ ସଭ୍ୟ ଲକ୍ଷ୍ମଣ ମେହେର, ଯୁବ ନେତା ଲୋଟସ ଷଢଙ୍ଗି ପ୍ରମୂଖ ମଞ୍ଚାସିନ ଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like