-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||     

HOME   ଜିଲ୍ଲା

କିଛି ବର୍ଷ ତଳେ ବାପା ଏବେ ମାଁ ଙ୍କ ମୃତ୍ୟୁ ,ବେସାହାରା ଓ ଅନାଥ ହେଲେ ତିନି ଶିଶୁ

24-Sep-2022



ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଅଳଣ୍ଡା ପଞ୍ଚାୟତ ମୁଖ୍ୟାଳୟରେ ରହୁଥିବା ଏକ ପରିବାର ର ବାପା ମାଁଙ୍କ ମୃତ୍ୟୁ ପରେ ତାଙ୍କ ତିନୋଟି ସନ୍ତାନ ଅନାଥ ଓ ବେସାହାରା ହୋଇ ଯାଇଛନ୍ତି । ଘଟଣାନୁଯାଇ ୧୩ ବର୍ଷ ତଳେ ରତ୍ନମଣୀ ରଣା ଓ ରୁକ୍ମଣୀ ରଣା ବିବାହ ବନ୍ଧନରେ ବାନ୍ଧିହୋଇ ୫ ବର୍ଷ ମଧ୍ଯରେ ତିନୋଟି ସନ୍ତାନ କୁ ନେଇ ବେଶ ଆରାମରେ ହସଖୁସିର ସଂସାର ଚଳାଉଥିଲେ। ତେବେ ପାଖାପାଖି ୭ ବର୍ଷ ତଳେ କୌଣସି ଅଜଣା ରୋଗର ଶିକାର ହୋଇ ରତ୍ନମଣୀ ଙ୍କ ମୃତ୍ଯୁ ହୋଇଥିଲା ଏଥିରେ ଭାଙ୍ଗି ନ ପଡି ସ୍ତ୍ରୀ ରୁକ୍ମଣୀ ତିନୋଟି ସନ୍ତାନ କୁ ନେଇ ଯେମିତି ସେମିତି ପ୍ରତିପୋଷଣ କରି ପରିବାର ଚଳାଇ ନେଉଥିଲେ। କିନ୍ତୁ ଚାରିଦିନ ତଳେ ମଙ୍ଗଳବାର ଦିନ ହାର୍ଟ ଷ୍ଟୋକ ଯୋଗୁଁ ରୁକ୍ମଣୀଙ୍କ ମଧ୍ଯ ମୃତ୍ଯୁ ହୋଇଯାଇଛି। ଏବେ ତିନୋଟି ଶିଶୁ ଦୁଇ ଝିଅ ଓ ଗୋଟିଏ ପୁଅ ବଡଝିଅ ସୁରେଖା ରଣା ୧୨ ବର୍ଷ ସପ୍ତମ ଶ୍ରେଣୀ ମଝିଆ ଝିଅ ରଞ୍ଜିତା ରଣା ୮ ବର୍ଷ ତୃତୀୟ ଶ୍ରେଣୀ ଓ ସାନ ପୁଅ ପ୍ରଧାନୀ ରଣା ୭ ବର୍ଷ ଦ୍ବିତୀୟ ଶ୍ରେଣୀରେ ପାଠ ପଢୁଛନ୍ତି। ଏମାନେ    ବାପା ମାଁଙ୍କୁ ହରାଇ ଅନାଥ ଓ ବେସାହାରା ହୋଇ ଯାଇଛନ୍ତି। ଭାଗ୍ୟକୁ ରତ୍ନମଣୀଙ୍କ ଗୋଟିଏ ଭଉଣୀ ସୌଭାଗ୍ଯ ରଣା ୫୦  ଅଛନ୍ତି ଯାହାଙ୍କ ବିବାହ ବିଚ୍ଛେଦ ହୋଇ ସେ ନିଜ ଭାଇ ଘରେ ରହୁଥିଲେ ହେଲେ ସେ ମଧ୍ଯ ରୋଗୀଣା ସେ ନିଜେ ନିଜକୁ ସମ୍ଭାଳିବା ମୁସ୍କିଲ। ଏମିତିରେ ତିନୋଟି କୁନି କୁନି ଶିଶୁମାନଙ୍କ ଭାଗ୍ଯ ଏବେ ଅନ୍ଧକାର ହୋଇ ପଡିଛି। ସେମାନେ କୋଉଠାକୁ ଯିବେ , କଣ କରିବେ , କାହା ସହ ରହିବେ , କେମିତି ପାଠ ପଢିବେ, କିଏ ଦୁଇଓଳି ଖାଇବାକୁ ଦବ , କଣ କରିବେ କିଛି ବୁଝି ପାରୁନାହାନ୍ତି। ଖବରପାଇ ଅଳଣ୍ଡା ସରପଞ୍ଚଙ୍କ ପ୍ରତିନିଧି ଯୁବରାଜ ବାଗ ପହଞ୍ଚି ତାଙ୍କୁ ସାନ୍ତ୍ବନା ଦେବାସହ ହରିଶ୍ଚନ୍ଦ୍ର ଯୋଜନାରେ ୨ ହଜାର ଟଙ୍କା ଦେବାସହ ଦଶାହ କାର୍ଯ୍ଯରେ ମଧ୍ଯ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେଇ ଆଗକୁ ତିନିଜଣ ଶିଶୁକୁ ତାଙ୍କର ଆଗାମୀ ଭବିଷ୍ୟତ ସୁଦୃଢ କରିବା ପାଇଁ କିପରି ଗୋଟିଏ ଜାଗାରେ ଥଇଥାନ କରାଯିବ ସେ ନେଇ ତାଙ୍କ ନିକଟ ସମ୍ପର୍କିୟ ଓ ପଡୋଶୀଙ୍କ ସହ ଆଲୋଚନା କରିଥିଲେ ଶ୍ରୀ ବାଗ। ପରେ ବଙ୍ଗୋମୁଣ୍ଡା ବ୍ଲକ ବିଡିଓ ରିପୁନାଥ ସୁନାଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ବିଡିଓ ଶ୍ରୀ ସୁନା ଜିଲ୍ଲାରେ ଥିବା ଭଲ ଅନାଥାଶ୍ରମ କୁ ପଠାଇବା ପାଇଁ ପ୍ରତିଶ୍ରୁତି ଦେଇଥିବା ଶ୍ରୀ ବାଗ ସୁଚନା ଦେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026

You Might Also Like