-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||     

HOME   ରାଜ୍ୟ

ଗଜ ଲଷ୍ମୀ ପୂଜା ପାଇଁ ଚଳଚଞ୍ଚଳ ମୁର୍ଷୁଣ୍ଢୀ: ମୁରାସୁର ଦରବାର ପାଇଁ କଳାକାର ବରଣ

24-Sep-2022



ବୀରମହାରାଜପୁର(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ଠାରେ ଆସନ୍ତା ୯ ରୁ  ୧୯ ତାରିଖ ଯାଏ ହେବାକୁଥିବା ୪୦ତମ ଗଜଲକ୍ଷ୍ମୀ ପୂଜା ଅବସରରେ 'ମୁରାସୁର ଦରବାର' କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ବିନିକା ବ୍ଲକ ଅନ୍ତର୍ଡାର କଳାକାର ଗୋପାଳ ଚନ୍ଦ୍ର ପଣ୍ଡା ଏଥିରେ ମୁରାସୁର ଭୂମିକାରେ ଅଭିନୟ କରିବେ ବୋଲି ଜଣାଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ‌ଆୟୋଜକ କମିଟି ପକ୍ଷରୁ ‌ମୁରାସୁର ବରଣ ଅନୁଷ୍ଠିତ ହୋଇଯାଇଛି।‌ ପୂଜା କମିଟି ସଭାପତି ଲବ କୁମାର ସାହୁ, ଉପଦେଷ୍ଟା ରାଜଗୋପାଳ ପାଣିଗ୍ରାହୀ , କୁଶ କୁମାର ସାହୁ , ଉପ ସଭାପତି ଧନଞ୍ଜୟ ସାହୁ, ସମ୍ପାଦକ ତ୍ରୟଞ୍ଜିବୀ ମିଶ୍ର, କୋଷାଧ୍ୟକ୍ଷ ସତ୍ୟମୋହନ ବେଦପାଣ, ମୋନଜ ନାଏକ, ସହ ସମ୍ପାଦକ ବିଦ୍ୟାଧର ଖୁର୍ଡିଆ, ପଦ୍ମନାଭ ପ୍ରଧାନ,‌ସନ୍ତୋଷ ସମର୍ଥ, ଆଦିତ୍ୟ ପ୍ରସାଦ ସାହୁ, ସୁନିଲ ପ୍ରଧାନ, ସତ୍ୟବ୍ରତ ଦ୍ଵାରୀ, ଲୋକନାଥ ସାହୁ,

ଗୋପୀନାଥ ସାହୁ, ଶ୍ୟାମ ନନ୍ଦ,ବଲରାମ ପଧାନ ପ୍ରମୁଖ ସଦସ୍ୟ ମାନେ କଳାକାର ଶ୍ରୀ ପଣ୍ଡାଙ୍କୁ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରିବା ସହ ଉକ୍ତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ ସକାଶେ ଆମନ୍ତ୍ରଣ ଜଣେଇଥିଲେ । ଏଥିରେ ପୂଜା ଅବସରରେ ପ୍ରତ୍ୟେକ  ଦିନ ରାମାୟଣ ପାରାୟଣ ସାଙ୍ଗକୁ ମୀନା ବଜାର, ସମ୍ବଲପୁରୀ ଶିଳ୍ପୀ ଅର୍କେଷ୍ଟ୍ରା, ଅପେରା, ମହିଳା ଦଣ୍ଡ ନୃତ୍ୟ, କୃଷ୍ଣଗୁରୁ, ଆଦି କାର୍ଯ୍ୟକ୍ରମ ଆୟୋଜିତ ଆୟୋଜନ ହୋଇଥିବା ଜଣାଯାଇଛି। ଏଥିସହ ୧୯ ତାରିଖ ଭଷାଣୀ ଉତ୍ସବ ଅବସରରେ ଦୁଲଦୁଲି, ଘଣ୍ଟବାଦ୍ୟ, ସମ୍ବଲପୁରୀ ମେଲଡୀ କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି।


News Comment




Photo in News

Advertisment
Lastest News
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026

You Might Also Like