-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା - ଠେମରା ରାସ୍ତାରେ ଆଣ୍ଠୁଏ ଖାଳ, ବିଭାଗର ଦୃଷ୍ଟି ନାହିଁ , ଦୁର୍ଘଟଣା ରୋକିବା ପାଇଁ ଲୋକେ ରାସ୍ତା ମଝିରେ ଗଛ ଲଗାଇଲେ

25-Sep-2022



ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ପଲ୍ଲିଶ୍ରୀ ନୋଡାଲ ହାଇସ୍କୁଲ ଠାରୁ ଅଳଣ୍ଡା ଦେଇ ଠେମରା ଯାଇଥିବା ମୁଖ୍ଯମନ୍ତ୍ରୀ ଗ୍ରାମ ସଡକ ଯୋଜନା ରେ ହୋଇଥିବା ରାସ୍ତା ଗୋଟିଏ ବର୍ଷ ନ ପୁରୁଣୁ ରାସ୍ତା ମଝିରେ ଆଣ୍ଠୁଏ ଖାଳ। ପ୍ରଥମେ ପ୍ରଥମେ ଖାଳରେ ମାଟି , ପଥରଗୁଣ୍ଡ ଦେଇ ଖାଳ ମରାମତି ବି କରିଥିଲେ ସ୍ଥାନିୟ ଲୋକେ ହେଲେ ବାରମ୍ବାର ସେହି ସ୍ଥାନରେ ହିଁ ଖାଳ ହୋଇ ଯାଉଥିବାରୁ ଓ ଖାଳ ଠିକ ରାସ୍ତା ମଝିରେ ହୋଇଥିବାରୁ ରାସ୍ତାରେ ଯାତାୟାତ କରୁଥିବା ବହୁ ଲୋକ ଦୁର୍ଘଟଣାର ଶିକାର ହେଉଥିବା ବେଳେ ସ୍ଥାନିୟ ଲୋକେ ଦୁର୍ଘଟଣାକୁ ଏଡାଇବା ପାଇଁ ରାସ୍ତା ମଝିରେ ଗଛ ଲଗାଇ ଆସନ୍ନ ଦୁର୍ଘଟଣାକୁ ରୋକିବା ପାଇଁ ଅଭିନବ ଉପାୟ କରିଛନ୍ତି । ପ୍ରକାଶ ଥାଉକି ଗ୍ରାମ୍ୟ ଉନ୍ନୟନ ସଂସ୍ଥା ତରଫରୁ ଚଳିତ

ପଞ୍ଚାୟତ ନିର୍ବାଚନ ସମୟରେ ତରବରିଆ ଭାବରେ କାମ କରାଯାଇଥିଲା । ଯାହା ଫଳରେ ସିନ୍ଧେକେଲା ଅଞ୍ଚଳରେ ହୋଇଥିବା ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ଯ ର ତଦାରଖ ଠିକ ଭାବରେ ହୋଇନଥିବାରୁ ରାସ୍ତା ଦୁଇ ପାର୍ଶ୍ବ ମଧ୍ଯ ଏବେ ଖାଳଖମାରରେ ଭର୍ତ୍ତି ହୋଇ ସାରିଲାଣି। ତେବେ ମଧ୍ଯ ବିଭାଗିୟ ଅଧିକାରୀ ମାନଙ୍କ ଖାମଖିଆଲି ମନୋଭାବ ଯୋଗୁଁ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି। ଏବଂ ଏ ଉପରେ ଜିଲ୍ଲା ପ୍ରଶାସନ ଦୃଷ୍ଟିଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାପାଇଁ ସାଧାରଣରେ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like