-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

ଡୋକାରିଚଞ୍ଚରା ରେ ସର୍ଵ ଭାରତୀୟ ଏନ ସି ସି ଟ୍ରେକିଂ କ୍ୟାମ୍ପ ଅନୁଷ୍ଠିତ ।

25-Sep-2022



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା)
- କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଆୟୋଜନ ରେ ସର୍ଵ ଭାରତୀୟ ଟ୍ରାଇବଲ ଏନସିସି ଟ୍ରେକିଂ କ୍ୟାମ୍ପ କଳାହାଣ୍ଡି ଜିଲ୍ଲାର ଅନ୍ୟତମ  ପର୍ଯ୍ୟଟନ ସ୍ଥଳି କୋକସରା ବ୍ଲକ ଗୁଡାହାଣ୍ଡି ଡୋକାରିଚଞ୍ଚରା ଠାରେ ଟ୍ରାଇବଲ ଏନସିସି ଟ୍ରେକିଂ କ୍ୟାମ୍ପ ଅନୁଷ୍ଠିତ ହୋଇଯାଇଛି। କୋକସରା ଡିଗ୍ରୀ ମହାବିଦ୍ୟାଳୟ ଏହି କାର୍ଯ୍ୟକ୍ରମ ର ଆୟୋଜନ ଓ ପରିଚାଳନା କରିଥିବା ବେଳେ କାର୍ଯ୍ୟକ୍ରମ ରେ ଯୋଗଦେବାକୁ ଆସିଥିବା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର  ଡ଼.ସଞ୍ଚୟ ଶତପଥୀ,ନାଭାଲ,ଏନସିସି  ଅଧିକାରୀ,ଅତିଥି ଓ କ୍ୟାଡେଟ ମାନଙ୍କୁ  ଡିଗ୍ରୀ ମହାବିଦ୍ୟାଳୟ ର କର୍ମକର୍ତ୍ତା ଓ ଡୋକାରିଚଞ୍ଚରା ଉନ୍ନୟନ କମିଟି ପକ୍ଷରୁ କଳାହାଣ୍ଡି ର ଲୋକନୃତ୍ୟ ଘୁମୁରା ଓ ଲୋକବାଦ୍ୟ ର ତାଲେ ତାଳେ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା ଦିଆଯାଇଛି। କଳାହାଣ୍ଡି ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ଡ଼. ସଞ୍ଜୟ କୁମାର ଶତପଥୀ ଙ୍କ ପୃଷ୍ଠପୋଷକତା ରେ ସର୍ବ ଭାରତୀୟ ସ୍ତର ରେ ୧୪ ରାଜ୍ୟର ୫୧୦ ଜଣ ଏନସିସି କ୍ୟାଡେଟ  ପ୍ରକୃତି କୋଳ ରେ ଥିବା ପର୍ଯ୍ୟଟନ ସ୍ଥଳି ରେ ପର୍ବତାରୋହଣ ର ପ୍ରଶିକ୍ଷଣ ର ଅନୁଭୂତି ନେଇଛନ୍ତି। ଆୟୋଜିତ କାର୍ଯ୍ୟକ୍ରମ ୧୪ ରାଜ୍ୟ ରୁ ଯୋଗ ଦେଇଥିବା ପ୍ରଶିକ୍ଷକ ଛାତ୍ରଛାତ୍ରୀ ମାନେ ବନ୍ଦେ ମାତାରାମ କୁ ସମ୍ମାନ ଜଣାଇ ଶିବିର ଆରମ୍ଭ କରିଥିଲେ। ପ୍ରଥମେ କ୍ୟାଡେଟ ମାନେ ଆନ୍ତର୍ଜାତିକ ପର୍ବାତାରୋହି ଯୋଗବ୍ୟାସ ଭୋଇଙ୍କ ତତ୍ୱାବଧାନ ରେ ଗୁଡାହାଣ୍ଡି ପର୍ବତ ଶିଖରରେ ଟ୍ରେକିଂ ର ପ୍ରଶିକ୍ଷଣ ନେବାପରେ ଡୋକାରୀଦର ରେ ୨୦୦ ଫୁଟ ତଳକୁ ଟ୍ରେକିଂ କରି ଯୋଗବ୍ୟାସ ଓ ତାଙ୍କ ଟିମ ର ସଦସ୍ୟ ଓଲ୍ଲେଇଥିଲେ। ଟ୍ରେକିଂ କ୍ୟାମ୍ପ ରେ ଓଡ଼ିଶା ଆନ୍ଦ୍ରପ୍ରଦେଶ ତେଲେଙ୍ଗାନା ପଶ୍ଚିମବଙ୍ଗ ମଧ୍ୟପ୍ରଦେଶ ଛତିଶଗଡ଼ ଓ ଉତ୍ତରପୂର୍ବାଞ୍ଚଳ ନିର୍ଦେଶଳୟ ର ୫୧୦ ଜଣ କ୍ୟାଡେଟ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ନାଭାଲ କମାଣ୍ଡିଙ୍ଗ ଅଧିକାରୀ ଭବାନୀପାଟଣା ସୁନିଲ ବେହେରା କଳାହାଣ୍ଡି ଲୋକସମ୍ପର୍କ ଓ ସୁଚନା ଅଧିକାରୀ ମନୋଜ ବେହେରା, ଉପଖଣ୍ଡ ପୋଲିସ ଅଧିକାରୀ ଧିରଜ କୁମାର ଚୋପଦାର, ଡିଗ୍ରୀ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଗୁଣାକାର ପଣ୍ଡା, ଏନସିସି କ୍ୟାପଟେନ ଅଶ୍ୱିନୀ କୁମାର ପଟ୍ଟନାୟକ, ଅଧ୍ୟାପକ ସୁବ୍ରତ କୁମାର ବେହେରା,ଅଇରି ନାସନ ଚିନ୍ଦା,ପୁଷ୍ପରାଜ ମେହେର, ଲଡୁଗା କଲେଜ ଅଧ୍ୟକ୍ଷ ଡ଼. ନିହାରକାନ୍ତ ପଣ୍ଡା, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ, ଶିକ୍ଷାବିଦ ସୁଧୀର କୁମାର ପଣ୍ଡା,ଏନ ସି ସି କୋଡ଼ି ନେଟର ଚିତ୍ରସେନ ଖୁଣ୍ଟିଆ, ବରିଷ୍ଠ ବିଜେଡି ନେତା ପ୍ରଦୀପ ମୁଣ୍ଡ ପ୍ରମୁଖ ଉପସ୍ଥିତ ରହି ପ୍ରାକୃତିକ ସୌନ୍ଦର୍ଯ୍ୟ ରେ ଭରପୁର ପର୍ଯ୍ୟଟନ ସ୍ଥଳି ଡୋକାରିଚଞ୍ଚରା ରେ ସର୍ଵ ଭାରତୀୟ ଟ୍ରାଇବଲ ଏନସିସି ଟ୍ରେକିଂ କ୍ୟାମ୍ପ ଆୟୋଜକ କଳାହାଣ୍ଡି ବିଶ୍ୱ ବିଦ୍ୟାଳୟ ର କୁଳପତି ଓ କର୍ତ୍ତୃପକ୍ଷ ଙ୍କୁ ଧନ୍ୟବାଦ ଦେବାସହ ଆଗାମୀ ଦିନ ରେ ଏହିଭଳି କ୍ୟାମ୍ପ ଆୟୋଜନ ଦ୍ୱାରା ପର୍ଯ୍ୟଟନ ସ୍ଥଳି ର  ପ୍ରଚାର ପ୍ରସାର ହେବା ସହ ପର୍ଯ୍ୟଟକ ଙ୍କ ଦୃଷ୍ଟିଗୋଚର ଓ ଅଞ୍ଚଳ ର ବିକାଶ ହେବ ବୋଳି ମତ ରଖିଥିଲେ। ପ୍ରଥମ ଥର ପାଇଁ ସର୍ଵ ଭାରତୀୟ ଟ୍ରେକିଂ କ୍ୟାମ୍ପ ଡୋକାରିଚଞ୍ଚରା ରେ ଆୟୋଜିତ ହୋଇଥିବା କାରଣରୁ  ବହୁ ସଂଖ୍ୟକ ଦର୍ଶକ ଙ୍କ ଉପସ୍ଥିତି ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like