-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ଟିକିରିପଡା ଦୁର୍ଗାପୂଜା କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଦେଶାତ୍ମ ବୋଧକର ବାର୍ତ୍ତା ଦେବ ପୂଜା ମଣ୍ଡପ

25-Sep-2022



ସୁବର୍ଣ୍ଣପୁର,  – ଟିକିରିପଡା ଦୁର୍ଗା ପୂଜା କମିଟି ତରଫରୁ କିଛି ନୂଆ କରିବାର ପ୍ରୟାସ କରାଯାଇଛି । ଦୁର୍ଗା ପୂଜାର ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଦୁର୍ଗାପୂଜା କମିଟିର ସଭାପତି ପ୍ରାଣବନ୍ଧୁ ବାରିକ, ସଂପାଦକ ନରସିଂହ ପୃଷ୍ଟି ଏବଂ କୋଷାଧ୍ୟକ୍ଷ ସଞ୍ଜୀବ ମଲ୍ଲିକ ଏକ ସାମ୍ବାଦିକ ସମ୍ମିଳନୀ କରି ପୂଜା ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଭସାଣୀ ସମୟରେ ସାମିଲ ଥିବା ନୃତ୍ୟ ଦଳ ସଂପର୍କରେ ସୂଚନା ଦେଇଛନ୍ତି । ଶନିବାର ରବି ଏବଂ ରାହୁଲଙ୍କ ସ୍ମତିରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଛି । ସେହିପରି ଶନିବାର ସନ୍ଧ୍ୟାରେ ସାମୁହିକ ହନୁମାନ ପାଠ । ଦେଶରେ ଆଜାଦୀ କି ଅମୃତ ମହୋତ୍ସବ ପାଳନ ହେଉଥିବାରୁ ପୂଜା ମଣ୍ଡପକୁ ଇଣ୍ଡିଆ ଗେଟ୍ ଭଳି ସଜ୍ଜିତ କରାଯିବ । ସେହିପରି ଅକ୍ଟୋବର ୬ ତାରିଖରେ ଟି.ସୌରୀ ଓ ଅମ୍ରିତା ନାୟକ ସଂଗୀତ ପରିବେଷଣ କରିବେ । ନବମୀ ରାତିରେ ମାଙ୍କ ଠାରେ ଲାଗି ହେବ ମାଛ ଭୋଗ । ଭସାଣୀରେ ମୁଖ୍ୟ ଆକର୍ଷଣ ସାଜିବ ଲାଇଟ୍ ସୋ । ଏହାସହ ହରିୟାଣାର ନୃତ୍ୟ ଦଳ ମଧ୍ୟ ଭସାଣୀରେ ସାମିଲ ହେବେ । ରାଜ୍ୟ ତଥା ରାଜ୍ୟ ବାହାରର ନୃତ୍ୟ ଦଳ ଭସାଣୀରେ କଳା ପ୍ରଦର୍ଶନ କରିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like