-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ରେ ଗଠିତ ହେଲା ବିଜୁ ଛାତ୍ର ଜନତା ଦଳର କ୍ଯାମ୍ପସ କମିଟୀ

25-Sep-2022



ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ନିର୍ଦ୍ଦେଶ ଅନୁସାରେ ବିଜୁ ଛାତ୍ର ଜନତା ଦଳର ରାଜ୍ଯ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ଙ୍କ ଆହ୍ୱାନ କ୍ରମେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ନୂତନ ଭାବରେ କ୍ଯାମ୍ପସ କମିଟୀ ଗଠିତ ହୋଇଛି । ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ କ୍ରିଡା ସଂସ୍କୃତି ତଥା ସାମାଜିକ କାର୍ଯ୍ଯରେ ଅଧିକ କ୍ରିୟାଶୀଳ ତଥା ବିଶ୍ବବିଦ୍ୟାଳୟର ଉନ୍ନତି ଓ ପ୍ରଗତିପାଇଁ ଏହି କମିଟୀ କାର୍ଯ୍ଯକରିବ । ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନେତୃତ୍ବ ନେବା ପାଇଁ ଅନୂକଲ୍ପା ଯୋଶୀ ଙ୍କୁ କ୍ଯାମ୍ପସ କମିଟୀ ର ଆବାହକ ଭାବରେ ମନୋନୀତ କରାଯାଇଛି । ସହଆବାହକ ଭାବରେ ଅଙ୍କିତ ହୋତା ଓ ସାକିବ୍ ଖାନ ମନୋନୀତ ହୋଇଛନ୍ତି । ସାଂସ୍କୃତିକ ପ୍ରତିନିଧି ଭାବରେ ପ୍ରୀୟଙ୍କା ନନ୍ଦ , ଗୁଞ୍ଜ ମିଶ୍ର , ଆଶିଷ କୁମାର ମହାକୁର ଓ ରଜତ ସାହୁ ମନୋନୀତ ହୋଇଛନ୍ତି । କ୍ରୀଡା ପ୍ରତିନିଧି ଭାବରେ ଭାବନା ରାଣୀ ବେହେରା , ତନ୍ମୟ ତାଣ୍ଡି , ହରିଶଙ୍କର ତାଣ୍ଡି , ସାୟଲ ପଟ୍ଟନାୟକ ମନୋନୀତ ହୋଇଛନ୍ତି । ସାମାଜିକ କାର୍ଯ୍ଯ ପ୍ରତିନିଧୀ ଭାବରେ କିରଣ ସାଏ , ସ୍ମିତାରାଣୀ ଦାସ , ଦେବାଶିଷ ଭୋଇ , ନିଖିଳ କୁମାର ରଣା ମନୋନୀତ ହୋଇଛନ୍ତି । ହେଲ୍ପଡେକ୍ସ ପ୍ରତିନିଧି ଭାବରେ ସସ୍ମିତା ପଟ୍ଟନାୟକ , ଅରୁଣା ପାତ୍ର , ଅବିନାଶ ଗେଞ୍ଜ , ଅନ୍ନଦା  ପ୍ରସାଦ ରଣା ମନୋନୀତ ହୋଇଛନ୍ତି । ଡେ ସ୍କୋଲାର ସୋସାଇଟିର ପ୍ରତିନିଧି ଭାବରେ ଗୌତମ ଅଗ୍ରୱାଲ , ଦିବ୍ଯାନୀ ମେହେଟା , ପ୍ରୀୟଙ୍କା ପାଣିଗ୍ରାହୀ ଓ ଜ୍ଯୋତିରଞ୍ଜନ ଦନ୍ତା ମନୋନୀତ ହୋଇଛନ୍ତି । ସାମାଜିକ ଗଣମାଧ୍ୟମ ପ୍ରତିନିଧି ଭାବରେ ଆଶିଷ ଗଡତିୟା , ସୁମନ୍ତ କୁମାର ଭୋଇ , ସୁଭସ୍ମିତା ଗୁରୁ ଓ ନିରଞ୍ଜନ ମେହେର ମନୋନୀତ ହୋଇଛନ୍ତି । ହୋଷ୍ଟେଲ କନଭେନର ଭାବରେ ଦିବ୍ଯ ରଞ୍ଜନ ପ୍ରଧାନ ମନୋନୀତ ହୋଇଛନ୍ତି  । ଆଜି ବିଶ୍ବବିଦ୍ୟାଳୟର ସମ୍ମୁଖରେ ନବନିଯୁକ୍ତ ପ୍ରତିନିଧି ମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏଥିରେ ବିଜୁ ଛାତ୍ର ଜନତା ଦଳର ସଭାପତି ସୁମନ କୁମାର ନନ୍ଦ, ରୂପେଶ ଝାଙ୍କର ଓ ଆଦିତ୍ଯ ବିଶ୍ବାଲ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ