-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||     

HOME   ଜିଲ୍ଲା

ଶିବମ ବସ ଛାତରୁ ଖସିପଡ଼ି ଡ୍ରାଇଭର ମୃତ

29-Nov-2020



ରେଢ଼ାଖୋଲ, (ଅନୀଲ କୁମାର ପୃଷ୍ଟି) - ଆଜି ସକାଳେ ସମ୍ବଲପୁର ରୁ ବ‌ଉଦ ଅଭିମୁଖେ ଆସୁଥିବା ଶିବମ ନାମକ ଏକ ଘୋର‌ଇ ବସ ଧନୁପାଲି ଛକଠାରେ ଛିଡ଼ାହୋଇ ବସର ଉପରେ କିଛି ଲଗେଜ ଲୋଡ କରି ବାନ୍ଧୁଥିବା ବେଳେ ଅସାବଧାନତା ଯୋଗୁଁ ହଠାତ୍ ବସର ଡ୍ରାଇଭର ନବୀନ କୁମାର ପ୍ରଧାନଙ୍କ ଗୋଡ଼ ଖସିଯିବାରୁ ତଳେ ପଡି ଯାଇଥିଲେ । ସଂଗେ ସଂଗେ ତାଙ୍କୁ ସମ୍ବଲପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ , ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଆଜି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ମୃତ ଡ୍ରାଇଭର ନବୀନ କୁମାର ପ୍ରଧାନଙ୍କ ଘର ରେଢ଼ାଖୋଲ ବ୍ଳକ ଲୁହାପଙ୍କ ପଞ୍ଚାୟତ ମ‌ଉଲାଭଣଜା ଗ୍ରାମରେ ବୋଲି ଜଣାପଡିଛି । ପଞ୍ଚଖଣ୍ଡା ଘରୋଇ ବସ୍ ମାଲିକ ସଂଘ ରେଢ଼ାଖୋଲ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026

You Might Also Like