-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||     

HOME   ଜିଲ୍ଲା

ପ୍ରେରଣା ନ୍ୟୁଜ ପୋର୍ଟାଲ ତଥା  ପ୍ରେରଣା ୟୁଟୁବ ଚେନାଲ  ର ଦ୍ଵିତୀୟ ପ୍ରତିଷ୍ଠା ଦିବସ ଅକ୍ଟୋବର 2 ରେ

26-Sep-2022



ଆସନ୍ତା ଅକ୍ଟୋବର ୨  ତାରିଖ  ପବିତ୍ର ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଜୟନ୍ତୀ ଅବସରରେ ପ୍ରେରଣା ନ୍ୟୁଜ ପୋର୍ଟାଲ ତଥା  ପ୍ରେରଣା ୟୁଟୁବ ଚେନାଲ  ର ଦ୍ଵିତୀୟ ପ୍ରତିଷ୍ଠା ଦିବସ ପାଳନ ହେବାକୁ ଯାଉଛି l ଏଥି ପାଇଁ ଗତ ଦୁଇ ଦିନ ଧରି ସାପ୍ତାହିକ ପ୍ରେରଣା ତରଫରୁ ସ୍କୁଲସ୍ତରୀୟ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଟିତ ହୋଇଯାଇଛି l ୨୪ ତାରିଖ ଦିନ ସ୍ଥାନୀୟ ପି. ପି ଏକାଡେମୀ ଠାରେ ହାଇସ୍କୁଲ ସ୍ତରୀୟ ଓଡ଼ିଆ ପ୍ରବନ୍ଧ ଲିଖନ ଓ ଚିତ୍ରକଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ବେଳେ  ୨୫ ତାରିଖ ଦିନ ମନ୍ତ୍ରmante ପବ୍ଲିକ୍ ସ୍କୁଲ୍ ଠାରେ ମଧ୍ୟ ସ୍କୁଲ ଛାତ୍ର ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ବର୍ଗର ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏହି ସମସ୍ତ ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ସ୍କୁଲର ଶତାଧିକ ଛାତ୍ରଛାତ୍ରୀ  ଅଂଶଗ୍ରହଣ କରିଥିଲେ l ଚିତ୍ରକଳା ପ୍ରତିଯୋଗିତାରେ ବିଚାରକ ଭାବେ ଚିତ୍ରଶିଳ୍ପୀ ଦିଲୀପ ସିଂହଦେଓ, ସତ୍ୟ ନାରାୟଣ ସିଂହଦେଓ ଓ ମଦନ ଜୁଏଡ ଯୋଗ ଦେଇ କୃତୀ ପ୍ରତିଯୋଗୀ ଙ୍କ ନାମ ଘୋଷଣା କରିଥିଲେ l  ପ୍ରତିଯୋଗୀତା ଗୁଡିକୁ ସଫଳ ଭାବରେ ଆୟୋଜନ କରିବାରେ montessori ପବ୍ଲିକ ସ୍କୁଲର ନିର୍ଦେଶକ ରବିଚନ୍ଦ୍ର ଉଦଗାତା, ପି ପି ଏକାଡେମୀ ର ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢୀ, ମନୋହରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ବିଜୟ ଲଷ୍ମୀ ମିଶ୍ର,  ସାମ୍ବାଦିକ ମହେନ୍ଦ୍ର ଦରଜୀ,  ସୁଶାନ୍ତ ଠାକୁର, ଦେବାଶିଷ ବହିଦାର, କବି ରତ୍ନମୟ ତ୍ରିପାଠୀ ଓ ଅନ୍ୟ ମାନେ ସହଯୋଗ କରିଥିଲେ l ଆସନ୍ତା ଅକ୍ଟୋବର  ୨ ତାରିଖ ରବିବାର ସନ୍ଧ୍ୟା ୬ ଟା ସମୟରେ ବଲାଙ୍ଗିର ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହେବାକୁ ଥିବା ପ୍ରେରଣା ୱେବ୍ ନିଉଜ୍ ଚ୍ୟାନେଲ୍ ର ବାର୍ଷିକୋତ୍ସବ ରେ ଏହି ପ୍ରତିଯୋଗୀ ମାନଙ୍କୁ ଦିବସର ମୁଖ୍ୟ ଅତିଥି ପୁରସ୍କୃତ କରିବେ ବୋଲି ପ୍ରେରଣା ର ସମ୍ପାଦକ ରଘୁ ନନ୍ଦନ ସିଂହ ସୂଚନା ଦେଇଛନ୍ତି
 ଆସନ୍ତା ଅକ୍ଟୋବର  ୨ତାରିଖ ଦିନ ସନ୍ଧ୍ୟା ୬ ଟା ସମୟ ରେ ଅନୁଷ୍ଟିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ସମସ୍ତେ ଯୋଗ ଦେବାକୁ ପ୍ରେରଣା ପରିବାର ପକ୍ଷରୁ ନିବେଦନ କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026

You Might Also Like