-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଦଳିତ ଅଧିକାର ମଂଚ ପକ୍ଷରୁ ସମ୍ବିଧାନ ଦିବସ ପାଳିତ

29-Nov-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର): ବଲାଙ୍ଗିର ଦଳିତ ଅଧିକାର ମଂଚ ପକ୍ଷରୁ ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ୭୧ତମ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସମ୍ବିଧାନର ମହତ୍ତ୍ୱ ଓ ବାବାସାହେବଙ୍କ ଆଦର୍ଶ ଉପରେ ବକ୍ତାମାନେ ନିଜର ବକ୍ତବ୍ୟ ରଖିଥିଲେ । ପ୍ରଥମେ ବାବାସହାବେଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଦେବା ସହ ମହମବତୀ ପ୍ରଜ୍ୱଳନ କରାଯାଇଥିଲା । ଅତିଥି ଭାବେ ଯୋଗଦେଇଥିବା ଦଳିତ ଅଧିକାର ମଂଚର ରାଜ୍ୟ ସଭାପତି କମଲ ଚରଣ ତାଣ୍ଡି ନିଜ ବକ୍ତବ୍ୟରେ ବାବାସାହେବଙ୍କ ଆଦର୍ଶରେ କିପରି ଦଳିତ ଅଧିକାର ମଂଚ ପ୍ରରମ୍ଭରୁ ଦଳିତ, ନଷ୍ପେଷିତ, ପ୍ରତାଡିତ, କୃଷକ, ଶ୍ରମିକ ଓ ଅବହେଳିତ ଲୋକଙ୍କ ବିଭିନ୍ନ ସମସ୍ୟା ଉପରେ କାର୍ଯ୍ୟ କରି ଆସୁଛି ସେ ଉପରେ ଆଲୋକପାତ କରିବା ସହ ଆଗାମୀ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ଦଳିତ ଅଧିକାର ମଂଚ ଏମାନଙ୍କ ସ୍ୱର ଭାବରେ କାର୍ଯ୍ୟ କରିବ ବୋଲି କହିଥିଲେ । ବାବାସାହେବଙ୍କ ସମ୍ବିଧାନକୁ ରଖିବାକୁ ହେଲେ କନଫରେନ୍ସ ହଲରେ ସେମିନାର କରି କେବଳ ଏକ ବିଶିଷ୍ଟ ଗୋଷ୍ଠୀକୁ ବୁଝାଇବା ଯଥେଷ୍ଟ ନୁହେଁ । ବରଂ ଏଥିପାଇଁ ସର୍ବଦା ରାଜରାସ୍ତାକୁ ଓହ୍ଲାଇ ଲଢେଇ କରିବାକୁ ହେବ ବୋଲି ଅନ୍ୟତମ ବକ୍ତାମାନେ ମତ ରଖିଥିଲେ ।

ଦଳିତ ଅଧିକାର ମଂଚର ବଲାଙ୍ଗିରର କାର୍ଯ୍ୟକାରୀ ସଭାପତି ଖଗେଶ୍ୱର ନାଗ ବଲାଙ୍ଗିର ଜିଲାର ଦଳିତମାନଙ୍କ ସମସ୍ୟା ନେଇ ଦଳିତ ଅଧିକାର ମଂଚ ପକ୍ଷରୁ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ଓ ଏହାର ଭୂମିକା ବିଷୟରେ ଆଲୋକପାତ କରିଥିଲେ । ଆଜିର କାର୍ଯ୍ୟକ୍ରମରେ କୋରାପୁଟ ମାଇନିଂ ବିଭାଗର ଅଧିକାରୀ ଅର୍ଜୁନ ମୁଗରୀ, ବିଇଓ ନେପାଳ ନାଗ, ଆଇନଜୀବୀ ଦିନେଶ ନାଗ, ପ୍ରଧାନ ଶିକ୍ଷକ ବାଳକୃଷ୍ଣ ମହାନନ୍ଦ, ବ୍ୟାଙ୍କ ମେନେଜର ଆର୍ତ୍ତତ୍ରାଣ ବାଗ ସହ ବହୁ ମାନଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ନିଜର ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ସମସ୍ତ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ଦଳିତ ଅଧିକାର ମଂଚ ନୂଆପଡା ଜିଲାର କାର୍ଯ୍ୟକର୍ତ୍ତା ଓ ବଲାଙ୍ଗିର ଜିଲାର କାର୍ଯ୍ୟକର୍ତ୍ତା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026

You Might Also Like