-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||     

HOME   ଜିଲ୍ଲା

ମାଛ ଧରିବାକୁ ଯାଇ ଯୁବକ ନିଖୋଜ ଚିନ୍ତା ରେ ପରିବାର ଲୋକେ

26-Sep-2022



ବରଗଡ:-ବରଗଡ ଜିଲ୍ଲା ପାଇକମାଲ ଠାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏମ ଡି ମୁସ୍ତାକ ନାମକ ଜଣେ ୩୫ ବର୍ଷୀୟ ଯୁବକ ଗତ କାଲି ଦିବା ପ୍ରାୟ ୧.୩୦ ମିନିଟ ରେ ଖଆପିଆ ସାରି ନିକଟସ୍ଥ ସାଲେପାଲି ଡ୍ୟାମ କୁ ଗୋଟିଏ ବଂଶୀକଣ୍ଟା ଧରି ମାଛ ଧରିବାକୁ ଯାଇ ଥିବାବେଳେ, ରାତ୍ର ୮ ଟା ଯାଏଁ ନ ଫେରିପାରୁ ତାଙ୍କ ସ୍ତ୍ରୀ ରେଶମା ବାଇ  ମନ ରେ ସନ୍ଦେହ ସୃଷ୍ଟି ଉପୁଜିଲା । ଏ ନେଇ ସାହି ପଡିଶା ରେ ଏବଂ ଥାନା ରେ ଖବର ଦେଇଥିଲେ ଉକ୍ତ ଖବର ପରେ  ସାହି ର ପ୍ରାୟ ୪୦ ରୁ ଉର୍ଦ୍ଧ ଲୋକ ଓ ପାଇକମାଲ ର ଫାୟାର ଟିମ  ଓ ପାଇକମାଲ ଥାନା ଅଧିକାରୀ ବିଶ୍ୱଜିତ ମନବୋଧ ଙ୍କ ମିଳିତ ଉଦ୍ୟମ ରେ ଆଖ ପାଖ ଜଙ୍ଗଲ ଓ ପାଣି ରେ ଅନେକ ସମୟ ଖୋଜା ଖୋଜି କରିବା ସତ୍ୱେ କିଛି ଖବର ମିଳିଲା ନାହିଁ । ସେହି ଡ୍ୟାମ ପାଖରୁ ମୁସ୍ତାକ ର ପ୍ୟାଣ୍ଟ, ସାଟ, ଚପଲ, ମୋବାଇଲ, ଗଞ୍ଜି, ବ୍ୟାଗ ଥୁଆ ହୋଇଥିବା ର ଦେଖିବାକୁ ମିଳିଛି । ମିଳିଥିବା ସୂଚନା ଅନୁସାରେ ମୁସ୍ତାକ ଅନେକ ବର୍ଷ ଧରି ଚେନ୍ନାଇ ରେ ୱାଟର ଗ୍ରୁପ ର ଠିକାଦାର ଭାବରେ କାମ କରି ଆସୁଥିଲା ଏବଂ ତାର ପରିବାର ପାଇକମାଲ କଣ୍ଟା ପଡ଼ା ରେ ବିଗତ ଆଠ ବର୍ଷ ଧରି ରହିଆସୁଥିଲା । ମୁସ୍ତାକ ଗତ ଦୁଇ ମାସ ତଳେ ଚେନ୍ନାଇ

ରୁ କାମ ଛାଡି ପାଇକମାଲ ନିଜ ପରିବାର ସହ ରହୁଥିଲେ ଏବଂ ସବୁଦିନ ପରି କାଲି ମଧ୍ୟ ଡ୍ୟାମ କୁ ମାଛ ଧରିବାକୁ ଯାଇଥିଲା ଏବଂ ସେଠାରୁ ନିଖୋଜ ଅଛନ୍ତି ବୋଳି ମୁସ୍ତାକ ଙ୍କ ସ୍ତ୍ରୀ ରେଶମା ବାଇ ଆମ ପ୍ରତିନିଧି ଙ୍କୁ ସୂଚନା ଦେଇ ଥିଲେ ଏବଂ ଏ ନେଇ ପାଇକମାଳ ଥାନା ରେ  ମଧ୍ୟ ଏକ ନିଖୋଜ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିବାର ସୂଚନା ମିଳିଛି । ଏପରି ହଠାତ ମୁସ୍ତାକ ନିଖୋଜ ହେବାରେ ଅନେକ ପ୍ରଶ୍ନ ସୃଷ୍ଟି କରି ଅଂଚଳ ରେ ଭୟ ସୃଷ୍ଟି କରୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026

You Might Also Like