-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ହରି ଫାଉଣ୍ଡସନ ପକ୍ଷରୁ ନୂଆଖାଇ ଭେଟଘାଟ, ନାଚ ଗୀତରେ  ଝୁମିଲେ ଦର୍ଶକ।

26-Sep-2022



ରେଢାଖୋଲ, ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ଏନ‌ଏସି ସ୍ଥିତ କଲ୍ୟାଣ ମଣ୍ଡପ ଠାରେ  ହରି ଫାଉଣ୍ଡସନ ଓ ରେଢ଼ାଖୋଲ ଜନ କଲ୍ୟାଣ ସମିତିର ମିଳିତ ଆନୁକୁଲ୍ୟରେ କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି । ସଂସ୍କୃତି ପରମ୍ପରା ଲୋକ ନୃତ୍ୟକୁ ନେଇ ଅନୁଷ୍ଠିତ ସାଂସ୍କୃତିକ ପର୍ବକୁ ରେଢ଼ାଖୋଲ ପୋଲିସ ଉପଖଣ୍ଡ ଆରକ୍ଷୀ ଅଧିକାରୀ ପ୍ରଶାନ୍ତ କୁମାର ମେହେର , ଏନ‌ଏସି ଅଧ୍ୟକ୍ଷ ଶିବରାମ ସାହୁ ଓ ଉପାଧ୍ୟକ୍ଷା ଅନୁସୂୟା ପ୍ରଧାନ ଉଦଘାଟିତ କରିଥିଲେ।

କାର୍ଯ୍ୟକ୍ରମରେ ରେଢ଼ାଖୋଲ ସହର ସମେତ ବିଭିନ୍ନ ଅଞ୍ଚଳର ଶିକ୍ଷା ଅନୁଷ୍ଠାନ , ନୃତ୍ୟ ଅନୁଷ୍ଠାନ, ସାଂସ୍କୃତିକ ଦଳ ରଙ୍ଗାରଙ୍ଗ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ । ଏଥିରେ ଦର୍ଶକ ବିଭୋର ହୋଇଥିଲେ। ହରି ଫାଉଣ୍ଡେସନର ସଭାପତି ତଥା

ବରିଷ୍ଠ ବିଜେପି ନେତା ଗୋବିନ୍ଦ ଅଗ୍ରୱାଲଙ୍କ ତତ୍ବାବଧାନରେ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।  ଏହି ଅବସରରେ କରୋନା ମହାମାରୀ ସମୟରେ ଦେବଦୂତ  ସାଜିଥିବା ରେଢ଼ାଖୋଲ ଅଞ୍ଚଳରେ ହରି ଫାଉଣ୍ଡେସନ ଓ ରେଢ଼ାଖୋଲ ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ କରୋନା ରୋଗୀଙ୍କୁ ଅକ୍ସିଜେନ ଯୋଗାଇ ଦିଆ ଯାଇଥିଲା ତାର ପରିଚାଳନା ଦାୟିତ୍ଵ ନେଇ ରୋଗୀଙ୍କୁ ଅକ୍ସିଜେନ ପହଞ୍ଚାଇ ମୂଲ୍ୟବାନ ଜୀବନ ବଞ୍ଚାଇଥିବା ସାମ୍ବାଦିକ ଅନିଲ କୁମାର ପୃଷ୍ଟିଙ୍କୁ ଉପଢୌକନ ଓ ପ୍ରଶଂସା ପତ୍ର ଦେଇ ସମ୍ମାନିତ କରାଯାଇଥିଲା । ସେହିପରି ରେଢ଼ାଖୋଲ ଏନ‌ଏସିର ସଫେଇ କର୍ମଚାରୀ ନବୀନ ମୁଖୀ , ଅରବିନ୍ଦ ବେହେରା , ବାସନ୍ତୀ ବେହେରା ,ଆରିୟନ ଫାଉଣ୍ଡେସନ ରଞ୍ଜନା ବିକାଶ ମଞ୍ଚକୁ ସମ୍ମାନିତ କରାଯାଇଥିଲା । ଏହି ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମକୁ ଶିକ୍ଷକ ଜୟନ୍ତ ମାହାର ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମରେ ବରିଷ୍ଠ ବିଜେପି ନେତା ପ୍ରତାପ ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ଶରତ କୁମାର ପ୍ରଧାନ, କାଉନସିଲର ରଶ୍ମିରଞ୍ଜନ ଭଞ, କୁମୁଦ ନାଗ, ଅମରେଶ ନାଏକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଜନ କଲ୍ୟାଣ ସମିତିର  ଲବ ଷଣ୍ଢ , ପ୍ରଶାନ୍ତ ପଧାନ, ଲଲିତ ନାଏକ , ଭରତ ନାଗ , ପ୍ରମୋଦ ନାଗ , ପ୍ରକାଶ ମୁଖୀଙ୍କ ସମେତ ସମିତିର ସଦସ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like