-+91-9937148622 |
prerana_bgr@rediffmail.com |
Sunday 20th September 2026 |
R.N.I. Regd No. ODIODI/2010/46693
Breaking News
26-Sep-2022
କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପଂଚାୟତ ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ବ୍ଲକ ଅଧକ୍ଷ୍ୟା କୁନି ସାହୁ,ଭାରପ୍ରାପ୍ତ ବିଡ଼ିଓ ଶିଧେଶ୍ୱର ମେହେର,ଜିପିଇଓ ଯୁଗଳ କିଶୋର ନାଏକ,ଜିଲ୍ଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ,ସରପଞ୍ଚ ପ୍ରମୋଦ ସୁନା, ସମିତି ସଭ୍ୟା ଚନ୍ଦ୍ରମା ରଣା ,କିରାଣୀ ପ୍ରଦୀପ କୁମାର ମାଝୀ, ପଞ୍ଚାୟତ କାର୍ୟ୍ଯ ନିର୍ବାହୀ ଅଧିକାରୀ ରମେଶ ମହଲା ଙ୍କ ସମେତ ବ୍ଲକ ର ଅନ୍ୟାନ୍ୟ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ।ଏଥିରେ ମୋଟ ୫୬୪ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ରାସନ କାର୍ଡ,ଆବାସ ଯୋଜନା,ଭତ୍ତା ଭଳି ଅନେକ ଅଭିଯୋଗ ହୋଇଥିଲା।