-+91-9937148622 |
prerana_bgr@rediffmail.com |
Tuesday 28th April 2026 |
R.N.I. Regd No. ODIODI/2010/46693
Breaking News
26-Sep-2022
ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ) ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଗୁଡଭେଲା ବିଡିଓ ବିନୋଦ କୁମାର ନାଏକ । ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ବାବଦକୁ ୧ ଲକ୍ଷ ୮୦ ହଜାର ଟଙ୍କା ନେଉଥିବା ବେଳେ ତାଙ୍କୁ କାବୁ କରିଛି ଭିଜିଲାନ୍ସ ବିଭାଗ ବୋଲି ଜଣାପଡିଛି । ତେବେ ତାଙ୍କୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ କାବୁ କରିବା ସହ ତାଙ୍କ ସମ୍ପୃକ୍ତି ଥିବା ୩ଟି ସ୍ଥାନରେ ମଧ୍ୟ ଚଢାଉ ଚାଲିଥିବା ପ୍ରାଥମିକ ସୂଚନାରେ କୁହାଯାଇଛି ।