-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ହାଟପଦା ପଡା ରେ ଅଣସଂକ୍ରମଣ ରୋଗ ଚିହ୍ନଟ ଓ ସ୍ୱାସ୍ଥ୍ୟ ଶିବିର

27-Sep-2022



ବଲାଙ୍ଗିର (ପ୍ରେରଣା ଖବର) : ଗତକାଲି ରେ ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ୟୁ ପି ଏଚ୍ ସି  ସ୍ବାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡ଼ା ତରଫରୁ ଏକ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ହାଟପଦା ପଡ଼ା ର କମ୍ୟୁନିଟି ହଲ ଠାରେ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ କାଉନ ସିଲର ଓ ମହିଳା ଆରୋଗ୍ୟ ସମିତି ର ସମସ୍ତ ସଦସ୍ୟ ମାନେ ମିଶି ସମସ୍ତ କର୍ମଚାରୀଙ୍କୁ ସ୍ଵାଗତ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ର ମୂଳ ଉଦ୍ଦେଶ୍ୟ ଅଣସଂକ୍ରମକ ରୋଗ ର ଚିହ୍ନଟ ସହ , ମାଗଣା ରକ୍ତ ପରୀକ୍ଷା, ମାଗଣା ଔଷଧ, ଜୀବନ ଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ।ଏହି ସ୍ବାସ୍ଥ୍ୟ ଶିବିର ରେ ୨୦୦ ରୁ ଉର୍ଦ୍ଧ ସଂଖ୍ୟକ ରୋଗୀ ଚିକିତ୍ସା ଲାଭ କରିଥିଲେ ।ଉକ୍ତ ସ୍ବାସ୍ଥ୍ୟ ଶିବିର ର ନିରୀକ୍ଷଣ (ଡି ପି ଏଚ୍ ଓ ) ଜିଲ୍ଲା ପ୍ରାଥମିକ ସ୍ୱାସ୍ଥ୍ୟ ଅଧିକାରୀ ଦିବ୍ୟ କିଶୋର ପତି କରିଥିଲେ। (ଏ ପି ଏମ୍ ) ସରକାରୀ ପ୍ରୋଗ୍ରାମ ଅଧିକାରୀ ରାମାନୁଜ ପଣ୍ଡା, ୟୁ ଡି ଏମ୍  ଅନିଲ ମହାକୁର , ସ୍ୱାସ୍ଥ୍ୟ ନିରୀକ୍ଷକ ଦେବେଶ ରାଉତ ଯୋଗଦାନ ଦେଇ ସମସ୍ତଙ୍କୁ ଉତ୍ସାହିତ କରିବା ସହ ଏହି ଶିବିର

ର ତଦାରଖ କରିଥିଲେ । ଏହି ସ୍ବାସ୍ଥ୍ୟ ଶିବିର ରେ ଡାକ୍ତର ନନ୍ଦ କିଶୋର ପାଢି ଓ ଡାକ୍ତର ଶ୍ରେୟାସ ପାଣିଗ୍ରାହୀ (ମୁଖ ଓ ଦାନ୍ତ ରୋଗ ବିଶେଷଜ୍ଞ) ସମେତ ଷ୍ଟାଫ ନର୍ସ ରାଧାକାନ୍ତ ନାଏକ, ସନ୍ତୋଷିନି କରନ, ଫାର୍ମାସିଷ୍ଟ ମୁକେଶ ରଣା, ଲେଵ ଟେକନିଶିଆନ ପ୍ରମୋଦ ଥନପତି, ଡାଟା ଆସିଷ୍ଟାଣ୍ଟ ସୁମନ ଭାଟି, ସଗୀର ମହମ୍ମଦ,ମାନସ ହୋତା , ଶ୍ୱର୍ଜିତ୍ ଶତପଥୀ ସହଯୋଗ କରିଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିର ର ଆୟୋଜନ ଓ ପରିଚାଳନା କାର୍ଯ୍ୟ ଜାଗ୍ରତ ପାଣିଗ୍ରାହୀ ବୁଝିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like