-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||     

HOME   ଜିଲ୍ଲା

ବିଧାୟକ ପଦ୍ମନାଭଙ୍କ ଦ୍ଵାରା ଗ୍ରାମ୍ୟ ଉଦ୍ୟାନ ନିର୍ମାଣର ଶୁଭାରମ୍ଭ

27-Sep-2022



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ଳକ ଅନ୍ତର୍ଗତ ଚରଦା ପଞ୍ଚାୟତ କପିଳେଶ୍ୱର ମନ୍ଦିର ନିକଟରେ ମହାତ୍ମାଗାନ୍ଧୀ କର୍ମ ନିଯୁକ୍ତି ଯୋଜନା ତରଫରୁ ୧୦ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଯାଉଥିବା ଗ୍ରାମ୍ୟ ଉଦ୍ୟାନ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ।ଏହି ଅବସରରେ ସ୍ଥାନୀୟ ପଞ୍ଚାୟତ ସରପଞ୍ଚ ବୃନ୍ଦାବତୀ ନାୟକ ଓ ସମିତିସଭ୍ୟା ନଳିନୀ ସାହୁଙ୍କ ନେତୃତ୍ୱରେ କର୍ମୀମାନେ ଆଜି ମାନ୍ୟବର ବିଧାୟକଙ୍କୁ ଏକ ବିରାଟ ଶୋଭାଯାତ୍ରାରେ ଗ୍ରାମ ପରିକ୍ରମା କରି ଶୁଭାରମ୍ଭ ସ୍ଥାନକୁ ପାଛୋଟି ନିଆଯାଇଥିଲା ।ସେଠାରେ ବ୍ରାହ୍ମଣଙ୍କ ପୂଜାପାଠ ପରେ ଗ୍ରାମ୍ୟ ଉଦ୍ୟାନ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରାଯାଇଥିଲା ।ଅନୁଷ୍ଟିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅଶୋକ ନନ୍ଦ,ଚାଷୀ ନେତା ଭୀମସେନ ସାହୁ,ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ଅଶୋକ ପୃଷ୍ଟି,ବିନିକା ନଗରପାଳ

ସୁବାସ ଚନ୍ଦ୍ର ଭୋଇ,ସରପଞ୍ଚ ପ୍ରତିନିଧି ଧୀବର ବେରିହା,ବିନିକା ବ୍ଳକ ବିଜେଡ଼ି ସଭାପତି ଦ୍ବାରିକାନାଥ ସାହୁ,ନଗର ସଭାପତି ସୋମନାଥ ମିଶ୍ର,ଜୀବନବିନ୍ଦୁ ଜିଲ୍ଲା ସଂଯୋଜକ ରଞ୍ଜିତ ରଥ,ଜିଲ୍ଲା ପରିଷଦସଭ୍ୟ ଯଶକେତନ ବଘାର,ବଶିଷ୍ଠ ଭରାସାଗର,ସଭ୍ୟା ପ୍ରମିଳା କଲତା,ବିଜେଡ଼ି କର୍ମୀ ଧର୍ମେନ୍ଦ୍ର ଥନାପତି,ହୃଷୀକେଶ ପଣ୍ଡା,ରଙ୍କମାନି ସେବକ,ଧର୍ମରଜ ପଣ୍ଡା,ଜୟ ପ୍ରକାଶ ପ୍ରଧାନ,କେଦାରନାଥ ପଣ୍ଡା,କୃଷ୍ଣଚନ୍ଦ୍ର ପଣ୍ଡା,ସନ୍ତୋଷ ସାହୁ,ଆନନ୍ଦ ହୋତା ପ୍ରମୁଖଙ୍କ ସମେତ ପଞ୍ଚାୟତ ୱାର୍ଡ ସଭ୍ୟ ସଭ୍ୟା,ବିଜେଡ଼ି କର୍ମୀ ଓ ଅଞ୍ଚଳର ଜନସାଧାରଣ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026

You Might Also Like