-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମନ୍ତ୍ରୀ ପ୍ରଦୀପ ଅମାତଙ୍କୁ ଭେଟିଲା ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ସଂଘର୍ଷସମିତି- ରେଳପଥର ନିର୍ମାଣରେ ପରିବେଶମଞ୍ଜୁରି ଓ ଜମିଅଧିଗ୍ରହଣ ନେଇ ଉଦବେଗ ଜଣାଇଲା  

27-Sep-2022



ବଲାଙ୍ଗୀର,(ପ୍ରେରଣା ଖବର) -ଆଜି ଓଡିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ,ପଞ୍ଚାୟତିରାଜ,ସୂଚନା ଓ ଲୋକସଂପର୍କ ବିଭାଗର ମନ୍ତ୍ରୀ ପ୍ରଦୀପ ଅମାତଙ୍କ ବଲାଙ୍ଗୀର ଗସ୍ତ ଅବସରରେ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ନିର୍ମାଣରେ ଜମିଅଧିଗ୍ରହଣ ଓ ପରିବେଶ ମଞ୍ଜୁରିରେ ହେଉଥିବା ବିଳମ୍ବକୁ ନେଇ ଉଦବେଗ ପ୍ରକାଶ ପାଇଛି । ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ ସଂଘର୍ଷସମିତିର ଏକ ପ୍ରତିନିଧିଦଳ ସ୍ଥାନୀୟ ସର୍କିଟ ହାଉସଠାରେ ଜଳସଂମ୍ପଦ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ,ବିଧାସଭାର ଉପମୁଖ୍ୟସଚେତକ ସରୋଜ ମେହେର ଓ ବଲାଙ୍ଗୀର ଜିଲ୍ଲାପରିଷଦର ଅଧ୍ୟକ୍ଷା ଦେବକୀ ସାହୁଙ୍କ ଉପସ୍ଥିତିରେ ପ୍ରକଲ୍ପର ସମସ୍ୟାନେଇ ଆଲୋଚନା କରିବା ସହିତ ମନ୍ତ୍ରୀଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ସଂଘର୍ଷ ସମିତିର ମୁଖ୍ୟସଂଯୋଜକ ଗୋପାଳଜୀ ପାଣିଗ୍ରାହୀ ଓ ବଲାଙ୍ଗୀର ଜିଲ୍ଲା ସଂଯୋଜକ ଭବାନୀଶଙ୍କର ଶତପଥିଙ୍କ ନେତୃତ୍ୱରେ ଯାଇଥିବା ଏହି କମିଟିରେ ଜିଲ୍ଲା ଓକିଲସଂଘର ସଭାପତି ଅମ୍ବରିଶ ତ୍ରୀପାଠୀ,ବଲାଙ୍ଗୀର ବରିଷ୍ଠ ନାଗରିକ ମଞ୍ଚର ସଭାପତି ପ୍ରଭାକର ମିଶ୍ର,ଏକ୍ସନକମିଟିର ଉପସଭାପତି ସୁଶାନ୍ତ ପଟ୍ଟନାୟକ(ମୁନା),ପ୍ରମୋଦ ସାହୁ , ରବି ଖମାରୀ, ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଓ

ଚିତ୍ତରଂଜନ ମିଶ୍ର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଖୋର୍ଦ୍ଧା-ବଲାଙ୍ଗୀର ରେଳପଥର ସମସ୍ୟା ବିଷୟରେ ଆଲୋଚନା କରିଥିଲେ । ଆଲୋଚନାରେ ମନ୍ତ୍ରୀ ଶ୍ରୀ ଅମାତ କହିଥିଲେ ଯେ,ରାଜ୍ୟସରକାର ଏହି ରେଳପଥ ନିର୍ମାଣ ନେଇ ସବୁବେଳେ ତତ୍ପରତା ଦେଖାଇ ଆସିଛନ୍ତି । ଏପର୍ଯ୍ୟନ୍ତ ରାଜ୍ୟସରକାର ରେଳପଥ ପାଇଁ ହୋଇଥିବା ଚୁକ୍ତି ମୁତାବକ ୫୦% ଖର୍ଚ୍ଚ ବହନ କରିସାରିଥିବା ସହିତ ୮କିମି ଟନେଲ ପାଇଁ ହେବାକୁ ଥିବା ଖର୍ଚ୍ଚର ମଧ୍ୟ ୫୦% ବହନ କରିବାକୁ ସମ୍ମତି ଦିଆଯାଇଛି ବୋଲି କହିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତାଙ୍କ ବିଭାଗ ପ୍ରକଲ୍ପରେ ଯାଉଥିବା ଜଙ୍ଗଲଜମିର ପରିବେଶ ମଞ୍ଜୁରି ନେଇ କେନ୍ଦ୍ରକୁ ପ୍ରସ୍ତାବ ପଠାଇଥିଲେ । କିନ୍ତୁ ଦଶପଲ୍ଲା ଅଞ୍ଚଳରେ ପଡୁଥିବା ବନ୍ୟଜନ୍ତୁ ସଂରକ୍ଷଣ ଅଞ୍ଚଳ ପାଇଁ କେନ୍ଦ୍ର ଅନୁମତି ଦେଉନାହିଁ । ଏହାର ତର୍ଜମା କରାଯିବ ଓ ଆଉ ଥରେ ଏନେଇ ପ୍ରସ୍ତାବ ପଠାଯିବ ବୋଲି କହିଥିଲେ । ଏହା ସହିତ ସୋନପୁର ଜିଲ୍ଲା ସହ ବୌଦ୍ଧ ଜିଲ୍ଲାର ଚାରିଛକ ପର୍ଯ୍ୟନ୍ତ ଜମିଅଧିଗ୍ରହଣ କରାଯାଇ ରେଳବିଭାଗକୁ ଦିଆଯାଇସାରିଛି । ତଥାପି ରେଳବିଭାଗ କାମ ଅଗ୍ରଗତି କରାଇ ପାରୁନି । ସମସ୍ତ ବ୍ରୀଜ ଓ ଚାରିଛକ ପର୍ଯ୍ୟନ୍ତ ରେଳପଥ ନିର୍ମାଣ ସହ ଜଙ୍ଗଲଜମିର ପରିବେଶ ମଞ୍ଜୁରି ନେଇ ତ୍ୱରିତ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ପ୍ରତିଶୃତି ଦେଇଥିଲେ । ଠିକ ସେହିପରି ମନ୍ତ୍ରୀ ଟୁକୁନୀ ସାହୁ କହିଥିଲେ ଯେ,ଦଶହରା ଛୁଟିପରେ ରେଳପଥର ରାଜ୍ୟ ସଂଯୋଜକ ଥିବା ଅତିରିକ୍ତ ଶାସନ ସଚିବ ଓ ରେଳବିଭାଗର ଜିଏମଙ୍କୁ ଡାକି ଭୁବନେଶ୍ୱରରେ ଆଲୋଚନା କରାଯିବ ବୋଲି କହିଥିଲେ । ସମସ୍ୟାଗୁଡିକ ବିଷୟରେ ଆଲୋଚନା ହେଲେ ତାହାର ନିଶ୍ଚୟ ନିସ୍କର୍ଷ ବାହାରିବ ବୋଲି ମନ୍ତ୍ରୀ ଶ୍ରୀମତୀ ସାହୁ କହିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like