-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||     

HOME   ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା କଳାହାଣ୍ଡିରେ ତିନିଟି ଶକ୍ତି ପ୍ରକଳ୍ପ ଲୋକାର୍ପିତ ଆଗାମୀ ଦିନରେ କଳାହାଣ୍ଡି ଜିଲ୍ଲା ବିକାଶର ନୂଆ ପରିଚୟ ସୃଷ୍ଟି କରିବ- ମୁଖ୍ୟମନ୍ତ୍ରୀ

02-Oct-2020




 
Bhubaneswar(Binodini Raula)-ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କଳାହାଣ୍ଡି ଜିଲ୍ଲାର ଜୟପାଟଣା ଅଞ୍ଚଳର ବାନେର୍‌ ଠାରେ ଏକ ୨୨୦/୧୩୨/୩୩ କେଭି ଗ୍ରୀଡ ସବ୍‌ଷ୍ଟେସନକୁ ଉଦ୍‌ଘାଟନ କରିଛନ୍ତି। ଏହାସହିତ ଗ୍ରୀଡରୁ ବାହାରିଥିବା ଦୁଇଟି ୩୩ କେଭି feeder line ମଧ୍ୟ ଲୋକାର୍ପିତ କରିଛନ୍ତି। 
    ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ୩ଟି ଶକ୍ତି ପ୍ରକଳ୍ପ ଦ୍ବାରା କଳାହାଣ୍ଡି ଜିଲ୍ଲାର ଜୟପାଟଣା, କୋକସରା ଓ କଲମପୁର ଅଞ୍ଚଳର ୩୦ ହଜାର ଲୋକ ଉପକୃତ ହେବେ। ଲୋକଙ୍କୁ ଉନ୍ନତ ମାନର ବିଶ୍ବସନୀୟ ଓ ନିରବଚ୍ଛିନ ବିଦ୍ୟୁତ ସେବା ମିଳିବ। Power cut ସମସ୍ୟା ଦୂର ହେବ ଏବଂ ଚାଷୀ, ମହିଳା ଓ ଛାତ୍ରଛାତ୍ରୀ ସମସ୍ତେ ଉପକୃତ ହେବେ ।  ଆଗାମୀ ଦିନରେ ଜିଲ୍ଲାର ଅନ୍ୟ ଅଞ୍ଚଳକୁ ବିଦ୍ୟୁତ ସେବାର ସଂପ୍ରସାରଣ କରାଯିବ ବୋଲି ସେ କହିଥିଲେ।
    ସୂଚନାଯୋଗ୍ୟ ଯେ ଏହି ୨୨୦ କେଭି ଜୟପାଟଣା ଗ୍ରୀଡ ପାଇଁ ୮୨ କୋଟି ଟଙ୍କା ବ୍ୟୟ କରାଯାଇଛି । ଏହି ଗ୍ରୀଡ ଦ୍ବାରା କଳାହାଣ୍ଡିର ଜନସାଧାରଣ ପ୍ରଥମ ଥର ପାଇଁ ଇନ୍ଦ୍ରାବତୀ ପ୍ରକଳ୍ପରୁ ସିଧାସଳଖ ବିଜୁଳି ଶକ୍ତି ପାଇପାରିବେ। ଆଗାମୀ ଦିନରେ ୪୭ କିଲୋମିଟର ଦୀର୍ଘ ଆଉ ଏକ ୧୩୨ କେଭି double circuit line ଜୁନାଗଡକୁ ସଂଯୁକ୍ତ କରାଯିବ।
    ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଦିନରେ କଳାହାଣ୍ଡି ଜିଲ୍ଲା ବିକାଶର ନୂଆ ପରିଚୟ ସୃଷ୍ଟି କରିବ । ବର୍ତ୍ତମାନ ଏହା ଏକ ତ୍ବରିତ ବିକାଶଶୀଳ ଜିଲ୍ଲା ଭାବରେ ପରିଚୟ ସୃଷ୍ଟି କରିପାରିଛି । କୃଷି କ୍ଷେତ୍ରରେ ଜିଲ୍ଲାର ଦ୍ରୁତ ଉନ୍ନତି ହୋଇଛି। ଜଳସେଚନର ସୁବିଧା ପାଇଁ ରେତ ଜଳସେଚନ ପ୍ରକଳ୍ପ ସହିତ ଆହୁରି ଅନେକ ମେଗା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି। ସରକାରୀ ମେଡିକାଲ କଲେଜର ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଚାଲିଛି । ଭବାନୀପାଟଣା ସ୍ବୟଂଶାସିତ ମହାବିଦ୍ୟାଳୟକୁ କଳାହାଣ୍ଡି ବିଶ୍ବ ବିଦ୍ୟାଳୟରେ ପରିଣତ କରାଯାଇଛି। ବିଜୁ ଏକ୍‌ସପ୍ରେସ ୱେ ପଶ୍ଚିମ ଓଡିଶାର ଅର୍ଥନୈତିକ ଜୀବନଧାରା ହେବାକୁ ଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଯେ କଳାହାଣ୍ଡି ଜିଲ୍ଲାର ଅର୍ଥନୈତିକ ବିକାଶକୁ ମଧ୍ୟ ଏହା ତ୍ବରାନ୍ବିତ କରିବ ।
    ବାନେର୍‌ ଠାରେ ଶକ୍ତି ମନ୍ତ୍ରୀ ଶ୍ରୀ ଦିବ୍ୟଶଂକର ମିଶ୍ର କହିଲେ ଯେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ କଳାହାଣ୍ଡିରେ କୃଷି, ଜଳସେଚନ, ସଡକ ପରିବହନ, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନତି ଆସିଛି । ବିଶେଷକରି ଉଚ୍ଚଶିକ୍ଷା କ୍ଷେତ୍ରରେ ବ୍ୟାପକ ବିକାଶ ହୋଇଛି । ବିଜୁ ଏକ୍‌ସପ୍ରେସ ୱେ ଦ୍ବାରା କଳାହାଣ୍ଡିରେ ଶିଳ୍ପ ବିକାଶ ହେବ ବୋଲି ସେ କହିଥିଲେ। ଆଜିର ବିଦ୍ୟୁତ ପ୍ରକଳ୍ପ ପାଇଁ ସେ କଳାହାଣ୍ଡି ଜିଲ୍ଲାବାସୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ପ୍ରକାଶ କରିଥିଲେ।
    ବିରୋଧୀ ଦଳର ନେତା ଶ୍ରୀ ପ୍ରଦୀପ୍ତ ନାଏକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କହିଲେ ଯେ ଇନ୍ଦ୍ରାବତୀ ପ୍ରକଳ୍ପ ପରେ କଳାହାଣ୍ଡିରେ ବିକାଶ ଆସିଛି।  ବାମ କେନାଲ ତିଆରି ହେବା ପରେ କଳାହାଣ୍ଡି ଜିଲ୍ଲା ଏବେ ଧାନ ଉତ୍ପାଦନରେ ସୁନାମ ଅର୍ଜନ କରିଛି । ଦକ୍ଷିଣ କେନାଲର ନିର୍ମାଣ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଆଜିର ବିଦ୍ୟୁତ ପ୍ରକଳ୍ପ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଥିଲେ।
    ଏହି ଅବସରରେ କଳାହାଣ୍ଡିର କେତେକ ଜନସାଧାରଣ କାର୍ଯ୍ୟକ୍ରମରେ ଭାଗ ନେଇ ବିଦ୍ୟୁତ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ। OPTCLର ଅଧ୍ୟକ୍ଷ ବିଦ୍ୟୁତ ଭିତ୍ତିଭୂମିର ବିକାଶ ଉପରେ ଆଲୋକପାତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026

You Might Also Like