-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମହାଆଡମ୍ବରରେ ହେବ ଦଳେଇପଡା ରାବଣ ପୋଡି, ୫୦ ଫୁଟର ରାବଣ ସହ ଆତସବାଜି ହେବ ମୁଖ୍ୟ ଆକର୍ଷଣ I

28-Sep-2022



ସମ୍ବଲପୁର,(ସଂଜୀବ ପାଣିଗ୍ରାହୀ): କରୋନା ଯୋଗୁଁ ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ସମ୍ବଲପୁର ଦଳେଇପଡାର ରାବଣ ପୋଡି ଉତ୍ସବ ମହାଆଡମ୍ବର ତଥା ଧୁମଧାମରେ ପାଳିତ ହେବ I ବିଜୟା ଦଶମୀ ଦିନ ଅଧର୍ମ ଉପରେ ଧର୍ମର ବିଜୟ, ଅସତ୍ୟ ଉପରେ ସତ୍ୟର ବିଜୟ ସ୍ୱରୂପ ପାପ, ଅହଂକାର, ଅସତ୍ୟର ପ୍ରତିକ ଦୁଷ୍ଟଶକ୍ତି ଦଶାନନ ଦହନ ବା ରାବଣ ପୋଡି ଉତ୍ସବ ଅନୁଷ୍ଠିତ ହେବ I ରିଂ ରୋଡ଼ ମହାନଦୀ ଘାଟରେ ଅନୁଷ୍ଠିତ ହେବାକୁ ଥିବା ଏହି ରାବଣ ପୋଡି ଉତ୍ସବ ସମ୍ପର୍କରେ ଆଜି ସ୍ଥାନୀୟ ହୋଟେଲ ଡ଼ଲଫିନ୍ ଠାରେ ଏନେଇ ଦଳେଇପଡା ରାବଣପୋଡି ଉତ୍ସବ କମିଟି ପକ୍ଷରୁ ଏକ ସାମ୍ବାଦିକ ସମ୍ବିଳନୀରେ ସୂଚନା ଦିଆଯାଇଥିଲା I ଆଗାମୀ ୬ ତାରିଖ ପବିତ୍ର ବିଜୟା ଦଶମୀ ସନ୍ଧ୍ୟା ୬ ଘଣ୍ଟା ୩୦ ମି. ସମୟରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବ ସମ୍ପର୍କରେ କମିଟିର ସଭାପତି ସିଦ୍ଧାର୍ଥ ସାହା ଏବଂ ସମ୍ପାଦକ ଅନୁପ ତରିଆ ସୂଚନା ଦେଇଥିଲେ I ଚଳିତ ବର୍ଷ ରାବଣ ମୂର୍ତ୍ତି ପ୍ରାୟ ୫୦ ଫୁଟ ଉଚ୍ଚତାର ହେବ I ଏହା ସହିତ ବିଶେଷ ଆତସବଜି କାର୍ଯ୍ୟକ୍ରମ ରହିଛି I ରାବଣ ଦହନ ପୂର୍ବରୁ ଅପରାହ୍ନ ୪ ଟା ରେ ଏକ ଶୋଭାଯାତ୍ରା ବାହାରିବ I ଏହି ଶୋଭାଯାତ୍ରା ଦଳେଇପଡା ଦୁର୍ଗାମଣ୍ଡପ ରୁ ବାହାରି କୁଞ୍ଜେଲପଡା, ନନ୍ଦପଡା, ଝାଡୁଆପଡ଼ା ଦେଇ ରାବଣ ପୋଡି ସ୍ଥଳ ରିଂ ରୋଡ଼ ମହାନଦୀ ଘାଟ ପର୍ଯ୍ୟନ୍ତ ଯିବ I ଏହି ଶୋଭାଯାତ୍ରାରେ ରାମ, ଲକ୍ଷଣଙ୍କ ସହିତ ୩୦ ଜଣ ବାଳହନୁମାନ ବେଶଧାରୀ ଯୁବକ ରହିବେ I ରାଜ୍ୟର କଟକ, ଗଞ୍ଜାମ ଓ ସୁନ୍ଦରଗଡ଼ରୁ ସାଂସ୍କୃତିକ ଦଳ ଅଂଶ ଗ୍ରହଣ କରିବେ I ଜୈବ ବିବିଧତା କୁ ଦୃଷ୍ଟିରେ ରଖି ପରିବେଶକୁ ସୁହାଇଲା ପରି ସାମଗ୍ରୀରେ ନିର୍ମିତ ରାବଣ ଙ୍କ ପ୍ରତିମୂର୍ତ୍ତି ସ୍ଥାନୀୟ ଦଳେଇପଡାର ୮ ଜଣ କଳାକାର ଚୈତନ୍ୟ ଏବଂ ଗ୍ରୁପଙ୍କ ପକ୍ଷରୁ ତିଆରି ଚାଲିଛି I ଏହି ଉତ୍ସବ ପାଇଁ ୮ ରୁ ୧୦ ଲକ୍ଷ ଟଙ୍କା ବଜେଟ ରହିଛି ବୋଲି ଶ୍ରୀ ସାହା ପ୍ରକାଶ କରିଥିଲେ I ଏହି ସାମ୍ବାଦିକ ସମିଳନୀରେ ଦଳେଇପଡା ଦୁର୍ଗା ପୂଜା କମିଟି ସଭାପତି ପରମେଶ୍ୱର ରଣା, ରାବଣ ପୋଡି କମିଟିର ଉପ ସଭାପତି ଶିଶିର ପାଣ୍ଡେ, କୋଷାଧକ୍ଷ ରାହୁଲ ଠାକୁର, ସଦସ୍ୟ ଅଭିଷେକ କେଜ୍ରିୱାଲ ମଂଚାସୀନ ଥିଲେ I ଶାନ୍ତି, ଶୃଙ୍ଖଳାର ସହିତ ଲୋକ ମାନେ ଆସି ଏହି ଦଶାନନ ଦହନ ବା ରାବଣ ପୋଡି ଉତ୍ସବକୁ ଉପଭୋଗ କରିବାକୁ କମିଟି ପକ୍ଷରୁ ଅନୁରୋଧ କରାଯାଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like