-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||     

HOME   ଜିଲ୍ଲା

ବେଗୁନିଆପଡା ରେ ଅହିଂସା ରଥ କୁ ଭବ୍ୟ ସମ୍ବର୍ଦ୍ଧନା

28-Sep-2022



ଶାନ୍ତି, ମୈତ୍ରୀ ଓ ପ୍ରଗତିର ବାର୍ତ୍ତା ନେଇ ଆସିଥିବା ଅହିଂସା ରଥ କୁ ଗଞ୍ଜାମ ଜିଲ୍ଲା ର ବେଗୁନିଆପଡା ବ୍ଲକ ରେ  ଭବ୍ୟ ସମର୍ଦ୍ଧନା ଦିଆଯାଇଥିଲା l ମଙ୍ଗଳବାର ଅପରାହ୍ନ ସମୟରେ  ମଠସାରସିଂ ଛକରେ ରଥଟି ପହଞ୍ଚିବା ପରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ,  ଗୋଷ୍ଟି ଉନ୍ନୟନ ଅଧିକାରୀ ପ୍ରଜ୍ଞା ପ୍ରିୟଦର୍ଶିନୀ, କୋଦଳା ତହସିଲଦାର ସସ୍ମିତା ଶତପଥୀ, ଥାନା ଅଧିକାରୀ ଉମାକାନ୍ତ ସାହୁ ବ୍ଲକ ଅଧ୍ୟକ୍ଷା ରେଣୁ ଗୌଡ, ଉପାଧକ୍ଷ ସୁଧାକର ପ୍ରଧାନ,ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ମନୋଜ ପାଣ୍ଡି , ସମାଜସେବୀ ଚିତ୍ରସେନ ପରିଡା, ହୃଷିକେଶ ମେହେଣା ପ୍ରମୁଖ ସ୍ୱାଗତ କରିଥିଲେ ! ଏହାପରେ କୋଦଳା ବସ ଷ୍ଟାଣ୍ଡ ନିକଟ ଚାରିଛକ ଠାରେ କୋଦଳା ଏନ ଏ ସି ଅଧକ୍ଷ ସୂର୍ଯ୍ୟ ନାରାୟଣ ନାୟକ, ଉପାଧ୍ୟାକ୍ଷା ରଂଜିତା ସେଠି ଙ୍କସମେତ ଏନ ଏ ସି କର୍ମଚାରୀ ମାନେ ସ୍ୱାଗତ କରିଥିଲେ ! ଏଥିସହ କୋଦଳା ଗାନ୍ଧୀ ଛକ ନିକଟରେ ମଧ୍ୟ ସ୍ୱାଗତ କରିବା ସହ ଗାନ୍ଧୀ ମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା ! ଏହାପରେ ବେଗୁନିଆପଡା ମେଡିକାଲ ଛକ ରେ

ବେଗୁନିଆପଡା ସରପଞ୍ଚ ଓ ସମିତି ସଭ୍ୟ ଙ୍କ ସହ ଅନେକ ବ୍ୟକ୍ତି ସ୍ୱାଗତ କରିବା ପରେ ବ୍ଲକ ନିକଟସ୍ଥ ବାପୁଜୀ ଷ୍ଟାଡିୟମ ରେ ଏକ ସଭା କରାଯାଇ ଥିଲା !ଏଥିରେ ବିଭିନ୍ନ ପଞ୍ଚାୟତ ଜନପ୍ରତିନିଧି, ଛାତ୍ରଛାତ୍ରୀ, ସ୍ୱୟଂ ସହାୟିକା ଗୋଷ୍ଟି ସଦସ୍ୟା, ଅଙ୍ଗନବାଡି କର୍ମୀ, ସହାୟିକା ଉପସ୍ଥିତ ଥିଲେ l ସେଠାରେ ଉକ୍ତ  ଉତ୍ସବରେ ବିଡ଼ିଓ ଙ୍କ ସଂଯୋଜନା ରେ ଜିଲ୍ଲା ଲୋକ ସମ୍ପର୍କ ଅଧିକାର ଯୋଗ ଦେଇ ମହାତ୍ମା ଗାନ୍ଧୀ ଙ୍କ ନେତୃତ୍ୱରେ ସ୍ଵରାଜ ପାଇଁ ଅହିଂସା ଆନ୍ଦୋଳନ ସମ୍ପର୍କରେ ମତବ୍ୟକ୍ତ କରିଥିଲେ !

( ଉମା ମହାରଣା - କୋଦଳା )


News Comment




Photo in News

Advertisment
Lastest News
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026

You Might Also Like