-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ବଡ଼ ପୋଡ଼ା ଗୁଡା ଠାରେ ନାଗରିକ ବିକାଶ ସଂଗଠନ ତରଫରୁ ମୋ ଚାଟଶାଳୀ ସେଛା ସେବୀ ମାନଙ୍କ ତାଲିମ ଶିବିର ଅନୁଷ୍ଠିତ

28-Sep-2022



କଳାହାଣ୍ଡି,କୋକସରା(ତ୍ରିନଥ ବେଶ୍ରା )
କରୋନା ସମୟରେ ମୋ ଚାଟଶାଳୀ ମାଧ୍ୟମରେ ପାଠ ପଢାଇ ଆସୁଥିବା 20 ରୁ 25 ଜଣ ସ୍ଵେଚ୍ଛାସେବୀ ମାନଙ୍କୁ ନେଇ ନାଗରିକ ବିକାଶ ସଂଗଠନ କୋକସରା ବ୍ଲକବଡ଼ପୋଡ଼ାଗୁଡ଼ା ଗ୍ରାମପଞ୍ଚାୟତର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ  ଦୁଇ ଦିନିଆ  ତାଲିମ୍ ଶିବିର ଅନୁଷ୍ଠିତ କରାଯାଇଛି।

ଏହି ଶିବିର ଆୟୋଜନ କରାଯିବାର ମୁଖ୍ୟ ବିଷୟ ହେଉଛି, ସ୍ଵେଚ୍ଛାସେବୀ ମାନଙ୍କୁ ସମ୍ବର୍ଦ୍ଧନା ଓ ଅଭିବାଦନ ଜଣାଇବା, OSM, MSMO ଓ ଆତ୍ମଶକ୍ତି ଟ୍ରଷ୍ଟର ଲୋକସେବୀ ମହତ୍ ଉଦ୍ଦେଶ୍ୟକୁ ଅବଗତ କରାଇବା ଏବଂ  ମୋ ଚାଟଶାଳୀର ଅଭିଜ୍ଞତା ଉଲ୍ଲେଖ କରିବା। ସ୍ଵେଚ୍ଛାସେବୀ ମାନେ ଆସନ୍ତା ସମୟରେ ଜଣେ ଜଣେ ସ୍ଵେଚ୍ଛାସେବୀ 12 ଜଣ ସାଥୀଙ୍କୁ ଯୋଡି ବ୍ୟକ୍ତି ନିର୍ମାଣ ଏବଂ ସମାଜ ନିର୍ମାଣ ରାସ୍ତାରେ ଅଗ୍ରସର ହେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଆତ୍ମଶକ୍ତି ଟ୍ରଷ୍ଟର ପ୍ରଶିକ୍ଷଣ କାର୍ଯ୍ୟକର୍ତ୍ତା ଶ୍ରୀଯୁକ୍ତ ବାଳକୃଷ୍ଣ ପଟ୍ଟନାୟକ ଉପସ୍ଥିତ ରହି ଉପରୋକ୍ତ କାର୍ଯ୍ୟକ୍ରମକୁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ବହୁତ ସୁନ୍ଦର ଭାବେ ପରିଚାଳନା କରିଥିଲେ। 
ଏଠାରେ ସମସ୍ତ ସ୍ଵେଚ୍ଛାସେବୀ ମାନଙ୍କୁ ପ୍ରସଂଶା ପତ୍ର ପ୍ରଦାନ କରାଯାଇଥିଲା। ଏହି ଶିବିରରେ ମୁଖ୍ଯ ଅତିଥି ଭାବେ ବଡ଼ପୋଡ଼ାଗୁଡ଼ା ଗ୍ରାମ ପଞ୍ଚାୟତ ର ବୟୋଜ୍ଯେଷ୍ଠ ୱାର୍ଡ଼ ମେମ୍ବର ସଭ୍ୟ ଶ୍ରୀଯୁକ୍ତ ନରହରି ସୁନା, ଜିଲ୍ଲା ଜନ ଓକିଲାତି କମିଟିର ସଦସ୍ୟା ଶ୍ରୀମତି ରଜତ କାନ୍ତି ଦୂର୍ଗା, ସ୍ଵେଚ୍ଛାସେବୀ ଉପଦେଷ୍ଟା କମିଟିର ସଭ୍ୟ ଅରବିନ୍ଦ ପଟ୍ଟନାଏକ ଏବଂ ଧବଳେଶ୍ଵର ଗହୀର  ପ୍ରମୁଖ ଉପସ୍ଥିତ ରହି ସ୍ଵେଚ୍ଛାସେବୀ ମାନଙ୍କୁ ଉତ୍ସାହିତ କରିବା ସହ ମୋ ଚାଟଶାଳୀର ଆବଶ୍ୟକତା ସମ୍ପର୍କରେ କହିଥିଲେ। ଏହି କାର୍ଯ୍ୟ କ୍ରମ ରେ ତ୍ରିନାଥ ବେଶ୍ରା ,ଆମପାଣି ସରପଞ୍ଚ ଓ ବଡ଼ପୋଡ଼ାଗୁଡ଼ା ଗ୍ରାମପଞ୍ଚାୟତର ସରପଞ୍ଚ, ସମାଜ ସେବୀ ନରେଶ ନାୟକ ଓ ହରିଚନ୍ଦ୍ର ନାୟକ, ଅଙ୍ଗନବାଡି କର୍ମୀ ମାନେ ଏବଂ ବିଭିନ୍ନ ବଦାନ୍ୟ ପୂର୍ଣ୍ଣ ବ୍ଯକ୍ତି ମାନଙ୍କର ଅନୁଦାନ ଓ ସାହାଯ୍ୟରେ ଶିବିର ସମାପନ ହୋଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରାଯାଇ ଥିଲା l
ଉକ୍ତ ଶିବିର କାର୍ଯ୍ୟକ୍ରମକୁ ଧର୍ମଗଡ ବ୍ଲକ୍ ସଂଯୋଜକ ଜଗନ୍ନାଥ ଶଗଡ଼ିଆ ଏବଂ କୋକସରା ବ୍ଲକ ସଂଯୋଜକ ଉପେନ୍ଦ୍ର ସୁନାନୀ ସମେତ ଜନସାଥୀ ତ୍ରିନାଥ ବେଶ୍ରା,ମୁକ୍ତା ଠାକୁର, ହେମାମାଳିନୀ ନାଏକ ଏବଂ ଗୋକୁଳ ଛତ୍ରିଆ , ଶେଚ୍ଛା ସେବୀବୀଣାପାଣି ଦୁର୍ଗା , ଭୂମି ସୂତା ବେଶ୍ରା ପୂର୍ଣ୍ଣ ସାହାଯ୍ୟ ସହୋଯାଗ କରିଥିଲେ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like