-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||     

HOME   ଜିଲ୍ଲା

ବିଧାୟକ ଙ୍କ କେଲେଜ ପରିଦର୍ଶନ ଓ ଅତିରିକ୍ତ ଶ୍ରେଣୀ

28-Sep-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ସ୍ଥିତ ଜଗନ୍ନାଥ ଡିଗ୍ରୀ କଲେଜ ଓ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୁ ବୁଧବାର ବିଧାୟକ ଭୂପିନ୍ଦର ସିଂ ପରିଦର୍ଶନ କରିଥିଲେ।ଏହି ଅବସରରେ ପ୍ରଥମେ ଜଗନ୍ନାଥ ଡିଗ୍ରୀ କଲେଜ ର  ନବନିର୍ମିତ ସାଇକେଲ ଷ୍ଟାଣ୍ଡ କୁ ଉଦଘାଟନ କରିବା ସହ ପ୍ରଶାସନିକ ଭବନ ର ଶିଳାନ୍ୟାସ କରିଥିଲେ।ଏହା ପରେ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ନୂତନ ଅତିରିକ୍ତ ଶ୍ରେଣୀ ଗୃହ କୁ ଉଦଘାଟନ କରିଥିଲେ। ପରେ ପରେ  ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କଲେଜ ର ଅଧ୍ୟକ୍ଷ ପ୍ରଣୟ ଆନନ୍ଦ କୁମାର ତ୍ରିପାଠୀ ଙ୍କ ଅଧ୍ୟକ୍ଷତାରେ ଅୟୋଜିତ ଏକ ସଭା ରେ ମୁଖ୍ୟ ଅତିଥି ଭାବେ ବିଧାୟକ ଭୂପିନ୍ଦର ସିଂ, ସମ୍ମାନିତ ଅତିଥି ଭାବେ ବ୍ଲକ ଅଧକ୍ଷ୍ୟା କୁନି ସାହୁ,ଭାରପ୍ରାପ୍ତ ବିଡ଼ିଓ ଶିଧେଶ୍ୱର ମେହେର, ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ରିଷିଡା ପଞ୍ଚାୟତ ସରପଞ୍ଚ ସେବତୀ ରଣା, ସମିତି ସଭ୍ୟ ନିମାଇଁ ଚରଣ  ବେହେରା, ପୌରକେଲା ସରପଞ୍ଚ ଯଶୋଶ୍ୱିନୀ ଧରୁଆ ପ୍ରମୁଖ ଯୋଗ ଦେଇ ଭଲ ପଢିବା ସହ  ଉତ୍ତମ ଛାତ୍ରୀ ଛାତ୍ର ହେବାକୁ ପରାମର୍ଶ ଦେଇଥିଲେ।

ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ସଫଳ ହୋଇଥିବା ଛାତ୍ରୀ ଛାତ୍ର ମାନଙ୍କୁ ପ୍ରମାଣ ପତ୍ର ଓ ଟ୍ରଫି ପ୍ରଦାନ କରାଯିବା ସହ ୨୦୨୦-୨୧ ବର୍ଷ କଲେଜ ଟପର   ରଶ୍ମୀ ରେଖା ସାହୁ ଓ ୨୦୨୧-୨୨ ବର୍ଷ ପାଇଁ କଲେଜ ଟପର ପୂଜା ଭୋଇ ଙ୍କୁ ସ୍ୱାମୀବିବେକାନନ୍ଦ ଆୱର୍ଡ  ଓ ନଗଦ ରାଶି ପ୍ରଦାନ କରାଯାଇଥିଲା।ସେହିପରି କଲେଜ ରେ ଆଦିବାସୀ ବର୍ଗ ର ଶ୍ରେଷ୍ଠ କୃତି ଛାତ୍ର ଥୋମାସ ପ୍ରଧାନୀ ଓ ପୂଜା ଭୋଇ ଙ୍କୁ ସ୍ବର୍ଗତ ଶତ୍ରୁଘନ କୁମରା ଆୱର୍ଡ ଦିଆଯାଇଥିଲା। ସଭା କାର୍ଯ୍ୟ ରେ ରାଜନୀତି ବିଜ୍ଞାନ ପ୍ରାଧ୍ୟାପକ ଦିଲ୍ଲୀପ କୁମାର ଦାସ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିବା ବେଳେ ଅଧ୍ୟାପକ ହେମନ୍ତ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପକ ଗିରିରାଜ ଗହୀର,ନିଳାମ୍ବର ପାତ୍ର, ବରିଷ୍ଠ କିରାଣୀ ଚନ୍ଦନ ରଣା, ଗ୍ରନ୍ଥପାଳ ଚିନ୍ମୟ ରଣା, ଡିଇଓ ସୌମ୍ୟ ରଞ୍ଜନ ତ୍ରିପାଠୀ, ଜଗଦୀଶ ଭୋଇ, ନାରାୟଣ ଗହୀର, ଯୋଗେନ୍ଦ୍ର ବେହେରା, ପାଣ୍ଡବ ହରିଜନ, ଜଗଦୀଶ ଭୋଇ, କଳ୍ପନା ରଣା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026

You Might Also Like