-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବିଧାୟକ ଙ୍କ କେଲେଜ ପରିଦର୍ଶନ ଓ ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ।

28-Sep-2022



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ସ୍ଥିତ ଜଗନ୍ନାଥ ଡିଗ୍ରୀ କଲେଜ ଓ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କୁ ବୁଧବାର ବିଧାୟକ ଭୂପିନ୍ଦର ସିଂ ପରିଦର୍ଶନ କରିଥିଲେ।ଏହି ଅବସରରେ ପ୍ରଥମେ ଜଗନ୍ନାଥ ଡିଗ୍ରୀ କଲେଜ ର  ନବନିର୍ମିତ ସାଇକେଲ ଷ୍ଟାଣ୍ଡ କୁ ଉଦଘାଟନ କରିବା ସହ ପ୍ରଶାସନିକ ଭବନ ର ଶିଳାନ୍ୟାସ କରିଥିଲେ।ଏହା ପରେ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ନୂତନ ଅତିରିକ୍ତ ଶ୍ରେଣୀ ଗୃହ କୁ ଉଦଘାଟନ କରିଥିଲେ। ପରେ ପରେ  ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କଲେଜ ର ଅଧ୍ୟକ୍ଷ ପ୍ରଣୟ ଆନନ୍ଦ କୁମାର ତ୍ରିପାଠୀ ଙ୍କ ଅଧ୍ୟକ୍ଷତାରେ ଅୟୋଜିତ ଏକ ସଭା ରେ ମୁଖ୍ୟ ଅତିଥି ଭାବେ ବିଧାୟକ ଭୂପିନ୍ଦର ସିଂ, ସମ୍ମାନିତ ଅତିଥି ଭାବେ ବ୍ଲକ ଅଧକ୍ଷ୍ୟା କୁନି ସାହୁ,ଭାରପ୍ରାପ୍ତ ବିଡ଼ିଓ ଶିଧେଶ୍ୱର ମେହେର, ଜିଲ୍ଲା ପରିଷଦ ସଭ୍ୟ ମହେନ୍ଦ୍ର ରଣା, ରିଷିଡା ପଞ୍ଚାୟତ ସରପଞ୍ଚ ସେବତୀ ରଣା, ସମିତି ସଭ୍ୟ ନିମାଇଁ ଚରଣ  ବେହେରା, ପୌରକେଲା ସରପଞ୍ଚ ଯଶୋଶ୍ୱିନୀ ଧରୁଆ ପ୍ରମୁଖ ଯୋଗ ଦେଇ ଭଲ ପଢିବା ସହ  ଉତ୍ତମ ଛାତ୍ରୀ ଛାତ୍ର ହେବାକୁ ପରାମର୍ଶ ଦେଇଥିଲେ।

ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ସଫଳ ହୋଇଥିବା ଛାତ୍ରୀ ଛାତ୍ର ମାନଙ୍କୁ ପ୍ରମାଣ ପତ୍ର ଓ ଟ୍ରଫି ପ୍ରଦାନ କରାଯିବା ସହ ୨୦୨୦-୨୧ ବର୍ଷ କଲେଜ ଟପର          ରଶ୍ମୀ ରେଖା ସାହୁ ଓ ୨୦୨୧-୨୨ ବର୍ଷ ପାଇଁ କଲେଜ ଟପର ପୂଜା ଭୋଇ ଙ୍କୁ ସ୍ୱାମୀବିବେକାନନ୍ଦ ଆୱର୍ଡ  ଓ ନଗଦ ରାଶି ପ୍ରଦାନ କରାଯାଇଥିଲା।ସେହିପରି କଲେଜ ରେ ଆଦିବାସୀ ବର୍ଗ ର ଶ୍ରେଷ୍ଠ କୃତି ଛାତ୍ର ଥୋମାସ ପ୍ରଧାନୀ ଓ ପୂଜା ଭୋଇ ଙ୍କୁ ସ୍ବର୍ଗତ ଶତ୍ରୁଘନ କୁମରା ଆୱର୍ଡ ଦିଆଯାଇଥିଲା। ସଭା କାର୍ଯ୍ୟ ରେ ରାଜନୀତି ବିଜ୍ଞାନ ପ୍ରାଧ୍ୟାପକ ଦିଲ୍ଲୀପ କୁମାର ଦାସ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ଦେଇଥିବା ବେଳେ ଅଧ୍ୟାପକ ହେମନ୍ତ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପକ ଗିରିରାଜ ଗହୀର,ନିଳାମ୍ବର ପାତ୍ର, ବରିଷ୍ଠ କିରାଣୀ ଚନ୍ଦନ ରଣା, ଗ୍ରନ୍ଥପାଳ ଚିନ୍ମୟ ରଣା, ଡିଇଓ ସୌମ୍ୟ ରଞ୍ଜନ ତ୍ରିପାଠୀ, ଜଗଦୀଶ ଭୋଇ, ନାରାୟଣ ଗହୀର, ଯୋଗେନ୍ଦ୍ର ବେହେରା, ପାଣ୍ଡବ ହରିଜନ, ଜଗଦୀଶ ଭୋଇ, କଳ୍ପନା ରଣା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like