-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ପୁଣି ତେଜିଲା ହାଇକୋର୍ଟ ବେଞ୍ଚ ପୁନଃସ୍ଥାପନ ଆନ୍ଦୋଳନ,   ବିଭିନ୍ନ ସଂଗଠନକୁ ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ମିଳିତ ବୈଠକ ପ୍ରତ୍ୟେକ ମାସ ତୃତୀୟ ଗୁରୁବାର ଜିଲ୍ଲାପାଳ ଅଫିସ ବନ୍ଦ କରାଯିବାକୁ ନିଷ୍ପତ୍ତି

28-Sep-2022



ଲାଙ୍ଗୀର, ବଲାଙ୍ଗୀରରେ ହାଇକୋର୍ଟ  ବେଞ୍ଚ ପୁନଃସ୍ଥାପନ ଦାବିରେ ପୁଣି ଆନ୍ଦୋଳନ ଦାନା ବାନ୍ଧିବାରେ ଲାଗିଛି । ଏହି କ୍ରମରେ ଆଜି ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ଜିଲ୍ଲାର ସମସ୍ତ ସାମାଜିକ ଓ ରାଜନୈତିକ ସଂଗଠନ ମାନଙ୍କୁ ନେଇ ଏକ ମିଳିତ ବୈଠକ ସ୍ଥାନୀୟ ସିଭିଲ କୋର୍ଟ ବାର୍ ହଲ ଠାରେ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗୀରବାସୀଙ୍କ ଏହି ନ୍ୟାର୍ଯ୍ୟ ଦାବି ପୂରଣ ନହେବା ଯାଏ ଏପରି ଆନ୍ଦୋଳନ ଚାଲୁ ରହିବ ବୋଲି ମତପ୍ରକାଶ ପାଇଥିଲା । ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠୀଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ମିଳିତ ବୈଠକରେ ଜିଲ୍ଲାର ବିଭିନ୍ନ ସଂଗଠନର କର୍ମକର୍ତ୍ତା ମାନେ ସାମିଲ ହୋଇ  ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଂଚର ଯଥାର୍ଥତା ସଂପର୍କରେ ମତ ରଖିଥିଲେ । ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ ମଧ୍ୟ ଏହି ସମାନ ଦାବିକୁ ନେଇ ଜିଲ୍ଲା ଓକିଲ ସଂଘ ପକ୍ଷରୁ ବିଭିନ୍ନ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯାଇଛି । ଆଜି ର ବୈଠକରେ ବଲାଙ୍ଗୀର ଏକ୍ସନ କମିଟିର ଆବାହକ ଗୋପାଳଜୀ ପାଣିଗ୍ରାହୀ ସଭାପତିତ୍ୱ କରିଥିଲେ । ହାଇକୋର୍ଟ ବେଂଚ ପୁନଃସ୍ଥାପନ ଦାବିକୁ ତୃଣମୂଳସ୍ତରରୁ ସୁଦୃଢ଼ କରାଯିବାକୁ ଶ୍ରୀ ପାଣିଗ୍ରାହୀ ଆହ୍ୱାନ ଦେଇଥିଲେ ।  ଅନ୍ୟ ମାନଙ୍କ ମଧ୍ୟରେ ବିଜେପି ନେତା ଶଶୀ ଭୂଷଣ ପୁରୋହିତ, ଜିଲ୍ଲା ଓକିଲ ସଂଘର ପୂର୍ବତନ ସଭାପତି ତଥା ବିଜେଡିର କାର୍ଯ୍ୟକାରୀ ସଭାପତି ଅଶୋକ ମହାନ୍ତି, ବରିଷ୍ଠ ଆଇନଜୀବୀ ଅମରେନ୍ଦ୍ର ମିଶ୍ର ପ୍ରମୁଖ ମଂଚାସୀନ ରହି ନିଜର ଅଭିଭାଷଣ ପ୍ରଦାନ କରିଥିଲେ ।  ଜିଲ୍ଲା ବଣିକ ସଂଘର ସଭାପତି ତ୍ରିପୁରାରୀ ପାଣିଗ୍ରାହୀ, ଆଦିବାସୀ ନେତ୍ରୀ ବନଲତା ମାଝୀ, ବରିଷ୍ଠ ନାଗରିକ କମିଟିର ପ୍ରଭାକର ମିଶ୍ର, ବିଜେପି ନେତ୍ରୀ ରଂଜିତା ପାଣିଗ୍ରାହୀ, ନାଗରିକ

କମିଟିର ସଭାପତି ବେଲାର ସିଂ ଭୋଇ, ଅବସରପ୍ରାପ୍ତ ସୈନିକ ସଂଘର ପ୍ରତାପ ରଥ, ଜିଲ୍ଲା କଂଗ୍ରେସ କମିଟି ସଭାପତି ଦିଲିପ ବେହେରା, କଂଗ୍ରେସ ନେତା ବିଧୂଭୂଷଣ ତ୍ରିପାଠୀ, ବଲାଙ୍ଗୀର ସିଭିଲ ସୋସାଇଟିର ନୀଳମଣି ମିଶ୍ର, ଟେକ୍ସ ବାର ଏସୋସିଏସନର ସଭାପତି ଚିତ୍ତରଂଜନ ଦାଶ, ସଂପାଦକ ମହେନ୍ଦ୍ର ଅଗ୍ରୱାଲ,  ଜିଲ୍ଲା ଓକିଲ ସଂଘର ପୂର୍ବତନ ସଂପାଦକ ଅମନ ନାଗ ପ୍ରମୁଖ ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ସପକ୍ଷରେ ନିଜ ମତ ଉପସ୍ଥାପନ କରିଥିଲେ । ଆନ୍ଦୋଳନକୁ ଆହୁରି ଶାଣିତ କରିବା ପାଇଁ ପ୍ରତ୍ୟେକ ମାସ ତୃତୀୟ ଗୁରୁବାର ଦିନ ଜିଲ୍ଲାପାଳ ଅଫିସ, କୋର୍ଟ କଚେରୀ, ବ୍ୟାଙ୍କ ବୀମା କାର୍ଯ୍ୟାଳୟ ଆଦି  ବନ୍ଦ କରାଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଛି । ଏହି ବୈଠକରେ ବିଭିନ୍ନ ସ୍ୱେଚ୍ଛାସେବୀ ଓ ରାଜନୈତିକ ସଂଗଠନର କର୍ମକର୍ତ୍ତାଙ୍କ ସମେତ ଜିଲ୍ଲା ଓକିଲ ସଂଘର ବହୁ ସଭ୍ୟ ଯୋଗ ଦେଇଥିଲେ । ଶେଷରେ ଜିଲ୍ଲା ଓକିଲ ସଂଘର ସଂପାଦକ ଅଧିକାରୀ ଦନ୍ତା ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like