-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||     

HOME   ଦେଶ ବିଦେଶ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସୁରକ୍ଷା ବ୍ୟବସ୍ଥାରେ ସାମିଲ ହେବ ଦେଶୀ ‘ଡ୍ରୋନ୍‌ କିଲର’, LOCରେ ହୋଇସାରିଛି ପରୀକ୍ଷଣ

29-Nov-2020



(ପ୍ରେରଣା ଖବର) କରୋନା ମହାମାରୀ ଓ ଲକ୍‌ଡାଉନ୍‌ ପରେ ଭାରତ ନିଜର ବିଭିନ୍ନ କ୍ଷେତ୍ରକୁ ମଜଭୁତ କରୁଛି। ବିଶେଷ କରି ପ୍ରତିରକ୍ଷା କ୍ଷେତ୍ରରେ ଭାରତ ଅଗ୍ରଗତି କରୁଥିବା ଦେଖିବାକୁ ମିଳିଛି। ଏହାରି ଭିତରେ ଡିଆରଡିଓ ଅତ୍ୟାବଶ୍ୟକ ଆଣ୍ଟି ଡ୍ରୋନ୍ସ ସିଷ୍ଟମର ବିକାଶ ଓ ଊତ୍ପାଦନ ପାଇଁ ଭାରତ ଇଲେକ୍‌ଟ୍ରୋନିକ୍ସକୁ ଦାୟୀତ୍ବ ଦେଇଛି। ହିନ୍ଦୁସ୍ତାନ ଟାଇମ୍ସର ରିପୋର୍ଟ ଅନୁସାରେ ଏହି ଆଣ୍ଟି ଡ୍ରୋନ୍‌ ସିଷ୍ଟମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷା ପାଇଁ ମଧ୍ୟ ନିୟୋଜିତ କରାଯିବ। ମୋଦିଙ୍କ କାଫିଲାରେ ‘ଡ୍ରୋନ୍‌ କିଲର’କୁ ସାମିଲ କରାଯିବା ଫଳର କୌଣସି ପ୍ରକାର ବିପଦକୁ ଏଡ଼ାଇ ଦିଆଯାଇପାରିବ!! ପାକିସ୍ତାନୀ ଆତଙ୍କବାଦୀ ନିୟନ୍ତ୍ରଣ ରେଖା ଓ ଅନ୍ତର୍ଜାତୀୟ ବର୍ଡର ପାର କରି ବିଭିନ୍ନ ପ୍ରକାର ଅସ୍ତ୍ର ଶସ୍ତ୍ର ଚୀନ ନିର୍ମିତ ଡ୍ରୋନ୍‌ ମାଧ୍ୟମରେ ଜାମ୍ମୁ କାଶ୍ମୀରକୁ ପଠାଉଛି। ଶତ୍ରୁ ପକ୍ଷର ଡ୍ରୋନ୍‌କୁ କିଛି ସେକେଣ୍ଡରେ ନିଷ୍କ୍ରିୟ କରିବା ସହ ଧ୍ବଂସ କରିବାକୁ ଡିଆରଡିଓ ଆଣ୍ଟି ଡ୍ରୋନ୍‌ ଟେକନୋଲୋଜିର ବିକଶିତ କରୁଛି!!*ରିପୋର୍ଟରୁ ଜଣାପଡ଼ିଛି ଡିଆରଡିଓ ମୁଖ୍ୟ ସତିଶ ରେଡ୍ଡି ଖୁବଶୀଘ୍ର ଦେଶୀ ଆଣ୍ଟି ଡ୍ରୋନ୍‌ ସିଷ୍ଟମ ଉତ୍ପାଦନ ସମ୍ପର୍କରେ ସେନାଙ୍କୁ ସୂଚନା ଦେବେ। ଆସନ୍ତାବର୍ଷ ସ୍ବାଧୀନତା ଓ ସ୍ବତନ୍ତ୍ରତା ଦିବସରେ ନିୟୋଜିତ ହେବାକୁ ଯାଉଥିବା ଏହି ଡ୍ରୋନ୍‌ର ରେଞ୍ଜ ୨-୩ କିମି ରହିବ। ଏହାର ରାଡାର ଡ୍ରୋନ୍‌କୁ ଖୋଜିବା ସହ ଫ୍ରିକ୍ୟୁଏନ୍ସି ସିଗନାଲ୍‌ ମାଧ୍ୟମରେ ୟୁଏବିକୁ ଜାମ କରିପାରିବ । ଡ୍ରୋନ୍‌ ଖୋଜିବା ପରେ ଲେଜର ବିମ୍‌ ସାହାଯ୍ୟରେ ନଷ୍ଟ କରିପାରିବ ଦେଶୀ ‘ଡ୍ରୋନ୍‌ କିଲର’। ତେବେ ଏହାର ପରୀକ୍ଷଣ ଏଲଓସିରେ ହୋଇଥିବା ନେଇ ସୂଚନା ମିଳିଛି!!


News Comment




Photo in News

Advertisment
Lastest News
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026

You Might Also Like