-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||     

HOME   ଜିଲ୍ଲା

ମହାନଦୀରେ ଛଡାଗଲା ୨ ଲକ୍ଷ ମାଛ ଜାଆଁଳା

29-Sep-2022



ବୀରମହାରାଜପୁର,( ବିନୋଦ ପାଣ୍ଡେ):  ସୁବର୍ଣ୍ଣପୁର ଜିଲ୍ଲାଦେଇ ପ୍ରଭାବିତ ହେଉଥିବା ମହାନଦୀରେ ବିଭିନ୍ନ ସମସ୍ୟାରୁ ମାଛ ବଂଶ କମିବାରେ ଲାଗିଥିବା ନେଇ ଅନେକ ସମୟରେ ଅଭିଯୋଗ ହୋଇଆସୁଥିଲା। ମହାନଦୀ ରେ ମାଛ ବଂଶ ବୃଦ୍ଧି ଓ ଅଧିକ ଉତ୍ପାଦନ  ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ବହୁ ପରିମାଣରେ ମାଛ ଜାଆଁଳା

ଛଡାଯାଇଛି।  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଉଫୁଲା ପଞ୍ଚାୟତ ଅନ୍ତର୍ଗତ ଖମ୍ବେଶ୍ୱରୀପାଲି ମହାନଦୀ ଘାଟ ଠାରେ ବିଭାଗ ପକ୍ଷରୁ ୨ଲକ୍ଷ ଉନ୍ନତ (ଇଣ୍ଡିଆ ମେଜର କାର୍ପ) ମାଛ ଜାଆଁଳା ଛଡାଯାଇଥିବା ଜଣାଯାଇଛି। ଏହି ଅବସରରେ ଖମ୍ବେଶ୍ୱରୀପାଲି ଠାରେ ସ୍ଥାନୀୟ ଲୋକମାନଙ୍କୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଉଫୁଲା ସରପଞ୍ଚ ଶ୍ରୀୟା କର୍ମୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ବିଭାଗ ପକ୍ଷରୁ ମାଛ ଚାଷକୁ ଉପଯୁକ୍ତ ତାଲିମ ପ୍ରଦାନ ସହ ସେମାନଙ୍କୁ ବିଭିନ୍ନ ସରକାରୀ ଯୋଜନାରେ ସାମିଲ କରାଯିବ, ବୀରମହାରାଜପୁର ବ୍ଲକ ପାଇଁ ସହକାରୀ ମତ୍ସ୍ୟ ଅଧିକାରୀ ନିଯୁକ୍ତି ସହ ମାଛ ଚାଷୀଙ୍କୁ ଚିହ୍ନଟ ଓ ସ୍ବୟଂ ସହାୟକ ଗୋଷ୍ଠୀକୁ ପ୍ରୋତ୍ସାହନ ଯୋଗେଇ ଦେବାକୁ ସରପଞ୍ଚ ଶ୍ରୀମତୀ କର୍ମୀ ଦାବି ଉପସ୍ଥାପନ କରିଥିଲେ। ସୁବର୍ଣ୍ଣପୁର ଜିଲ୍ଲା  ମତ୍ସ୍ୟ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ,‌ଭାରପ୍ରାପ୍ତ ସରକାରୀ ମତ୍ସ୍ୟ ଅଧିକାରୀ ପ୍ରତାପ

ମେହେର, କନିଷ୍ଠ ବୈଷୟିକ ମତ୍ସ୍ୟ ସହାୟକ ଶଶିକାନ୍ତ ଦାସ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହି ଅବସରରେ ଗ୍ରାମ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଗୈାରଚରଣ ସାହୁ,ଯୋଗାଣ ସହାୟକ ଦେବେନ୍ଦ୍ର ପଣ୍ଡା,  ୱାର୍ଡ଼ ସଭ୍ୟ ଧରୀତ୍ରୀ ବାଘ ପ୍ରମୁଖ ଉପସ୍ଥିତ ଥିଲେ। ଗ୍ରାମର ମତ୍ସ୍ୟଜୀବୀମାନେ ମହାନଦୀରେ ମାଛ ଜାଆଁଳା ଛାଡିବାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026

You Might Also Like