-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||     

HOME   ଜିଲ୍ଲା

ନୂତନ ବିଡିଓ ଙ୍କୁ ସରପଞ୍ଚ ସଂଘ ପକ୍ଷରୁ ସମ୍ବର୍ଦ୍ଧନା

29-Sep-2022



ଲୋଇସିଂହା, (ବିନୋଦ କୁମାର ଦୀପ) କିଛିଦିନ ପୂର୍ବରୁ ଲୋଇସିଂହା ବ୍ଲକକୁ ନୂତନ ବିଡ଼ିଓ ଭାବେ ଶ୍ରୀ ଆକାଶ ରଞ୍ଜନ ସାହୁ ଯୋଗଦାନ କରିଛନ୍ତି l ଏହା ପୂର୍ବରୁ ଲୋଇସିଂହା ବିଡ଼ିଓ ଚାର୍ଜରେ ଥିଲେ ବିଜୟ ହୋତା, ଏହି ଅବସରରେ ଗତ କାଲି ନୂତନ ବିଡ଼ିଓଙ୍କୁ ଲୋଇସିଂହା ସରପଞ୍ଚ ସଂଘ ତରଫରୁ ସମ୍ବର୍ଦ୍ଧନା ଦିଆଗଲା l ଏହି ସମ୍ବର୍ଦ୍ଧନା ସଭାରେ ଉପସ୍ଥିତ ଥିଲେ ଲୋଇସିଂହା ସରପଞ୍ଚ ସଂଘ ସଭାପତି ସଞ୍ଜୟ ଗଡ଼ତ୍ୟା, ଉପ ସଭାପତି ସୁଦିପ ସା, ସମ୍ପାଦକ କସ୍ତୁବ ସାହୁ, କୋଷାଧକ୍ଷ ସରୋଜ ବେହେରା ସହ ଲୋଇସିଂହା ବ୍ଲକର ଅନ୍ୟାନ୍ୟ ସରପଞ୍ଚ ମାନ l ପାଖରେ ଥିଲେ ଲୋଇସିଂହା ଜିପିଇଓ କିଶୋର ଚନ୍ଦ୍ର ମାନସିଂହ l ଏହାପରେ ପଂଚାୟତର ପାଣି ବିଲକୁ ନେଇ ଚର୍ଚ୍ଚା ହୋଇଥିଲା, ସରପଞ୍ଚ ସଂଘ ନୂତନ ବିଡ଼ିଓ ଶ୍ରୀ ସାହୁଙ୍କୁ ଜଣାଇଲେ ଯେ ପୁରୁଣା ପାଣି ବିଲ ପୈଠ ନ କରି ନୂତନ ବିଲ ପୈଠ କରିବାକୁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026

You Might Also Like