-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

କୋଡିଏ ଘର ରଜକ ସମାଜ ର ଆଞ୍ଚଳିକ ବୈଠକ

29-Sep-2022



 ପଦ୍ମପୁର -  କୋଡିଏ ଘର ରଜକ ସମାଜ ର ଆଞ୍ଚଳିକ ବୈଠକ     ସ୍ଥାନୀୟ RMC ଗୋରୁ ବଜାର ପ୍ରାଙ୍ଗଣରେ ସମସ୍ତ ବ୍ଲକ ସଭାପତି ଏବଂ ସମ୍ପାଦକ ଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ସ୍ଥାନୀୟ ଆଞ୍ଚଳିକ କମିଟି ଉପ ସଭାପତି ଶ୍ରୀ ଯୁକ୍ତ ପାନଲାଲ ସେଠ ଙ୍କ ସଭାପତି ତ୍ବ ରେ ଆଯୋଜିତ ଉକ୍ତ ବୈଠକରେ ମୁଖ୍ୟ ଅତିଥିଭାବେ ଅଞ୍ଚଳ ସଭାପତି ଶ୍ରୀଯୁକ୍ତ ଭିକାରୀ ଚରଣ ସେଠ ଓ ବରିଷ୍ଠ ଜିଲ୍ଲା ଉପଦେଷ୍ଟା ସଦସ୍ୟ ଶ୍ରୀ ଯୁକ୍ତ ଧନବୀର ସେଠ ମୁଖ୍ୟ ବକ୍ତା ଭାବେ ଯୋଗ ଦାନ କରି ଥିଲେ ।ଅଞ୍ଚଳ ସମ୍ପାଦକ ଶ୍ରୀଯୁକ୍ତ ଅଚୁତାନନ୍ଦ ସେଠ ଏବଂ ଜିଲ୍ଲା ସମୀକ୍ଷକ ଶ୍ରୀଯୁକ୍ତ ବୈଶାଖୁ ସେଠ ସମ୍ମାନିତ ଅତିଥି ଭାବେ ମାର୍ଗ ଦର୍ଶନ କରି ଥିଲେ ।ଉକ୍ତ ବୈଠକରେ ରଜକ ସମାଜ ର ଏକତା ,ଅଖଣ୍ଡତା ତଥା ସୁଦୃଢୀ କରଣ ଉପରେ ଆଲୋଚନା କରାଯାଇଥିଲା ।ରଜକ ସମାଜ ର ଯୋଗ୍ୟ ହିତାଧିକାରୀ ଙ୍କ ପାଖକୁ ସରକାରୀ ଯୋଜନା ପହଞ୍ଚାଇବା ଉପରେ ସାମୁହିକ ଉଦ୍ୟମ ପାଇଁ ନିଷ୍ପତ୍ତି ହୋଇଥିଲା। ସମାଜ ର ନିସ୍ତର ରେ ଥିବା ବ୍ୟକ୍ତି ଙ୍କ ଅସୁବିଧା ସମାଜ ରେ ଅବଗତ ତଥା ପାରୁ ପର୍ଯନ୍ତ ସାହାଯ୍ୟ କରିବା ଉପରେ ଗୁରୁତ୍ଵ।ରୋପ କରାଯାଇଥିଲା ।ଉକ୍ତ ବୈଠକରେ ବରଗଡ଼ ଜିଲ୍ଲା ସହ ସମ୍ପାଦକ ଶ୍ରୀ ଶ୍ରବଣ ସେଠ,ଦହିତା ମଣ୍ଡଳ ସଭାପତି ଶ୍ରୀଯୁକ୍ତ ଶରତ ସେଠ,ସୋହେଲା ବ୍ଲକ ସଭାପତି ଶ୍ରୀଯୁକ୍ତ ଦୟା ସାଗର ସେଠ,ଲଖମରା ମଣ୍ଡଳ ଶ୍ରୀଯୁକ୍ତ ରୁଦ୍ର ମାଧବ ସେଠ ଉପସ୍ଥିତ ଥିଲେ । ପରି ଶେଷରେ ଅଞ୍ଚଳ ସମ୍ପାଦକ ଶ୍ରୀ ଯୁକ୍ତ   ଅଚୁତା ନନ୍ଦ ସେଠ ଧନ୍ୟବାଦ ଅର୍ପଣ କରିଥିଲେ।

ପଦ୍ମପୁରରୁ ନରହରି ବଗର୍ତ୍ତୀଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like