-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ବାରିକ ସମାଜ ତରଫରୁ ନୁଆଁଖାଇ ଭେଟଘାଟ

30-Sep-2022



ଲୋଇସିଂହା, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ଝାରମୁଣ୍ଡା ପଂଚାୟତର ରାଜୀବ ସେବା କେନ୍ଦ୍ର ଠାରେ ଲୋଇସିଂହା ବ୍ଲକ ବାରିକ ସମାଜ ତରଫରୁ ନୁଆଁଖାଇ ଭେଟଘାଟ ୨୦୨୨ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମଟି  ସଭାପତି ଜୟଦେବ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l ନୁଆଁଖଇର ମୁଖ୍ୟ ଉଦେଶ୍ୟ ଭାଇ ଭାଇ ମଧ୍ୟରେ ସ୍ନେହ ଶ୍ରଦ୍ଧା, ଭାଇଚାରା ମିଶି ଖାଇଲେ ନୁଆଁଖାଇ ଭଳି ଲାଗିବ, ଏହାସହ ବାରିକ ସମାଜର ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ଦ୍ୱାରା ଶିକ୍ଷିତ ହେବା ସହ ସମାଜକୁ ସଂଗଠିତ କରିବା, ବାରିକ ସମାଜ ପ୍ରତି ଅନ୍ୟ କେଉଁ ବ୍ୟକ୍ତି ବିଶେଷ ଆକ୍ଷେପ କରେ ତାହେଲେ ତାକୁ ଉଚିତ ଜବାବ ଦେବା, ପରସ୍ପର ପ୍ରତି ସାହାଯ୍ୟ ଓ ସହଯୋଗର ହାତ ବଢାଇବା ଭଳି ଅନେକ ଗୁଡିଏ ଅତିଥିବୃନ୍ଦ ବକ୍ତବ୍ୟ ରଖିଥିଲେ l  ମୁଖ୍ୟଅତିଥି ଭାବେ ଅନୁରାଧା ପ୍ରିୟଦର୍ଶିନୀ ବେହେରା ଯୋଗଦେଇ ବାରିକ ସମାଜକୁ ନୁଆଁଖଇର ଶୁଭେଚ୍ଛା ଜଣାଇବା ସହ ତାଙ୍କ ସ୍ୱାମୀ ଶ୍ରୀ ନିହାରରଞ୍ଜନ ବେହେରା ଏହି ସମାଜର ଗୋଟିଏ କାମଟି ଅଧା ବାଟରେ ଅଟକି ରହିଛି ତାକୁ ଆଗାମୀ ଦିନରେ ପୂର୍ଣ୍ଣ କରିବେ ବୋଲି ଆଶ୍ୱାସନା ଦେଲେ l ମୁଖ୍ୟବକ୍ତା ପଶ୍ଚିମ ଓଡିଶା ପୂର୍ବତନ ଏବଂ ବଲାଙ୍ଗୀର ଜିଲ୍ଲା ସଭାପତି କଙ୍ଗଲୁ ବାରିକ, ସ୍ଥାନୀୟ ସରପଞ୍ଚ ବନିତା ମେହେର, ପଶ୍ଚିମଓଡିଶା ପୂର୍ବତନ ସାଧାରଣ ସମ୍ପାଦକ ବୃନ୍ଦାବନ ବାରିକ, ଜିଲ୍ଲା ଉପ ସଭାପତି ନବୀନ ପଶାୟତ, ସେଲୁନ ସଂଘ ସଭାପତି ଶିଶିର ବାରିକ, ବ୍ଲକ ସଭାପତି କିଶୋର ବାରିକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ l ଏହାସହ

ସମାଜ ପାଇଁ ଉଲ୍ଲେଖନିୟ କାର୍ଯ୍ୟ କରିଥିବା ବରଗଡ଼ ଜିଲ୍ଲାର ଟ୍ୱିଟର ଗାର୍ଲ ଦିପା ବାରିକ, ଅନେକ ଥର ରକ୍ତ ଦେଇ ଚର୍ଚ୍ଚାରେ ଥିବା ରକ୍ତଦାତା ମିଳନ କୁମାର ବାରିକ, ହେମସାଗର ବାରିକ, ପଞ୍ଚାନନ ପଶାୟତ, ଅଧିକାରୀ ବାରିକ, ଗୌର ବାରିକ ସହିତ ସମାଜର 9 ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଦେଇ ସମ୍ମାନିତ କରାଯାଇଥିଲା l ଏହା ସହ ଲୋଇସିଂହାର ଦୁଇଜଣ ସାମ୍ବାଦିକ ଶ୍ୟାମସୁନ୍ଦର ମେହେର ଓ ସୁଶାନ୍ତ ବାରିକ ଦ୍ୱୟଙ୍କୁ କରୋନା ଯୋଦ୍ଧା ଭାବେ ସମ୍ବର୍ଦ୍ଧିତ କରାଗଲା l ବ୍ଲକ ସଭାପତି କିଶୋର ବାରିକ ଧନ୍ୟବାଦ ଅର୍ପଣ କରି ଥିବାବେଳେ ସତ୍ୟ ନାରାୟଣ ବାରିକ, ନାରାୟଣ ବାରିକ, ରୁଷଭ ବାରିକ, ଗୋବିନ୍ଦ ବାରିକ, ଜିତେନ୍ଦ୍ର ପଶାୟତ, ପଙ୍କ ପଶାୟତ, ବାଜପେୟୀ ପଶାୟତ ପ୍ରମୁଖ ଏହି କାର୍ଯ୍ୟକ୍ରମ ପରିଚାଳନାରେ ବିଶେଷ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026

You Might Also Like