-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ର ଉଚ୍ଛାସ ପର୍ବ ପାଇଁ ବୌଦ୍ଧ ଜିଲ୍ଲା ର ପବିତ୍ର ମାଟି ଓ ଜଳ ସଂଗ୍ରହ ।

30-Sep-2022



ବୌଦ୍ଧ(ହୃଦାନନ୍ଦ ମେହେର) ଆଜାଦି କା ଅମୃତ ମହୋତ୍ସବ 75 ବର୍ଷ ପୂର୍ତ୍ତି ଏବଂ ପବିତ୍ର ଗାନ୍ଧୀ ଜୟନ୍ତୀ  ଅବସରରେ ଆଜି ଶୁକ୍ରବାର ଦିନ ସକାଳ 8 ଘଟିକା ସମୟରେ ଐତିହାସିକ ତଥା ଆଧ୍ୟାତ୍ମିକ ସ୍ଥାନ ଗନ୍ଧରାଡି ( ଚାରିଶମ୍ଭୁ )ପିଠରୁ ମୃର୍ତ୍ତିକା ଓ ଜଳ ସଂଗ୍ରହ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଉପଜିଲ୍ଲାପାଳ ସନତ କୁମାର ନାଏକ, ଉପାଧ୍ୟକ୍ଷା ବୌଦ୍ଧ ବ୍ଲକ ପାନେଶ୍ୱରୀ ଦେହୁରୀ, ସମିତି ସଭ୍ୟ ଲକ୍ଷ୍ମୀପ୍ରସାଦ ପିଣ୍ଟୁ ମିର୍ଦ୍ଧା, ସମିତି ସଭ୍ୟ ତେଲିବନ୍ଧ ସୁନୀଲ ସେଠି,  ଲକ୍ଷ୍ମୀପ୍ରସାଦ ଗ୍ରାମ ପଞ୍ଚାୟତ ର ସରପଞ୍ଚ ଭାରତୀ ପୁରୋହିତ, ପୂର୍ବତନ ଭାଇସ ଚେୟାରମେନ ମନୋରଞ୍ଜନ ପୁରୋହିତ, ସ୍ୱୟଂ ସହାୟକ ଗୋଷ୍ଟିର ସଭ୍ୟାବୃନ୍ଦ, କଲାକାର ବୃନ୍ଦ, ସାମ୍ବାଦିକ ବୃନ୍ଦ, ପୂଜକ ଶ୍ରୀ ସୁଶୀଲ କୁମାର ପାଣିଗ୍ରାହି, ଯୋଗାଣ ସହାୟକ ଚିତ୍ତରଞ୍ଜନ ସାହୁ, କାର୍ଯ୍ୟନିବାହୀ ଅଧିକାରୀ ଲକ୍ଷ୍ମୀପ୍ରସାଦ ପଙ୍କଜିନୀ ତାଣ୍ଡି,ଅଙ୍ଗନୱାଡି  କର୍ମୀ, ଲକ୍ଷ୍ମୀପ୍ରସାଦ ଗ୍ରାମ ପଞ୍ଚାୟତ  ର ସି. ଆର. ପି. ସଭ୍ୟାବୃନ୍ଦ, ଜନସାଧାରଣ ପ୍ରମୁଖ ଯୋଗଦେଇ ଶୋଭାଯାତ୍ରାରେ ଯୋଗ ଦେଇ ଏହି ପବିତ୍ର ପୀଠକୁ ପରିକ୍ରମା କରିଥିଲେ l ଶ୍ରୀ ଗୁଣ୍ଡିଚା କୀର୍ତ୍ତନ୍ୟ ମଣ୍ଡଳୀ, ଜଗତି, କୃଷ୍ଣଗୁରୁ କୀର୍ତ୍ତନ୍ୟ ମଣ୍ଡଳୀ ଓ ନମଗୁରୁଦଳ ଲକ୍ଷ୍ମୀପ୍ରସାଦ ବାଦ୍ୟ, ଘଣ୍ଟ ବଜାଇ ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ l ବିଡ଼ିଓ ବୌଦ୍ଧ ବ୍ଲକ ଶ୍ରୀ ଅବିନାଶ ପାଣ୍ଡିଆ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି  ବଳିୟାର ସିଂହ ଙ୍କୁ ଏହି ପବିତ୍ର ପୀଠ ର ମାଟି ଓ ପାଣି ହସ୍ତାନ୍ତର କରିଥିଲେ l ଏହି ଅବସରରେ ଗନ୍ଧରାଡି  ମନ୍ଦିର ପାଖରେ ଏକ ସଭା ଆୟୋଜନ କରାଯାଇଥିଲା l

ଏହି ସଭାରେ ମଞ୍ଚାସୀନ ସମସ୍ତ ଅତିଥି ବୃନ୍ଦ ଏହି କାର୍ଯ୍ୟକ୍ରମ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ l ବି. ଡି. ଓ ଅବିନାଶ ପାଣ୍ଡିଆ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି ସମସ୍ତ କାର୍ଯ୍ୟକ୍ରମ ରେ ବୌଦ୍ଧ ବ୍ଲକ ର କର୍ମଚାରୀ, ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ, ବୌଦ୍ଧ ର କର୍ମଚାରୀ ମଣ୍ଟୁ ପାଣ୍ଡେ, ଯୁଧିଷ୍ଠିର ପ୍ରଧାନୀ, ଅକ୍ଷୟ ମହାକୁଡ଼ ପ୍ରମୁଖ ସହଯୋଗ କରିଥିଲେ lଏହି ସମସ୍ତ କାର୍ଯ୍ୟକ୍ରମକୁ ଡି. ଆଇ. ପି. ଆର. ଓ. ସୁଶ୍ରୀ ସିଂହ ପରିଚାଳନା କରିବା ସହ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଏହି ପବିତ୍ର ପୀଠର ମାଟି ଓ ପାଣି ସ୍ୱତନ୍ତ୍ର ଯାନଯୋଗେ ଭୁବନେଶ୍ୱରକୁ ଅକ୍ଟୋବର ୨ (ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ) ଅବସରରେ ବୃକ୍ଷରୋପଣ ପାଇଁ ପଠା ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like