-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||     

HOME   ଜିଲ୍ଲା

ଗୋଆଧ।ରିତ ଜୀବିକା ଉପରେ ତାଲିମ ଶିବିର ଅନୁଷ୍ଠିତ ।

30-Sep-2022



ବୌଦ୍ଧ (-ହୃଦାନନ୍ଦ ମେହେର) ବୌଦ୍ଧ ଜିଲ୍ଲାପ୍ରଶାସନ ଓ ମିଶନ ଶକ୍ତି ବିଭାଗ ସହାୟତା ରେ, ମଥୁରା ପଞ୍ଚାୟତ ଦନ୍ତାପଳି ସ୍ଥିତ ମାହେଶ୍ୱରୀ ଗୋଶାଳା ଓ ଜରା ଆଶ୍ରମ ଆୟୋଜନ ରେ, ଗ୍ରାମ୍ୟ ବିକାଶ ପରିଷଦ, ଶ୍ରୀ ଗୋବିଜ୍ଞ ଫାଉଣ୍ଡେସନ, ଓଡ଼ିଶା ଗୋସେବା ସମିତି, ଭୂମିଶ୍ରି କୃଷକ ଉତ୍ପାଦକ କମ୍ପାନୀ, ସାଲୁଙ୍କି କୃଷକ ଉତ୍ପାଦକ କମ୍ପାନୀ, ବାଣୀଶ୍ରୀ କୃଷକ ଉତ୍ପାଦକ କମ୍ପାନୀ ଇତ୍ୟାଦି ଜିଲ୍ଲାର ସାମାଜିକ ଅନୁଷ୍ଠାନ ମିଳିତ ଉଦ୍ୟମରେ ଦେବ ଲକ୍ଷଣl ଦେଶୀ ଗୋମାତା ମାନଙ୍କୁ ସୁରକ୍ଷା ସହିତ ଗୋଆଧାରିତ ଜୀବିକା ଉପରେ ତାଲିମ ଶିବିର ବୌଦ୍ଧ ଏନ ଏ ସି ବନ୍ୟା ଆଶ୍ରୟ ସ୍ଥଳୀ ଠାରେ ଅନୁଷ୍ଠିତ ହୋଇ ଯାଇଛି l ଏଥିରେ ମିଶନ ଶକ୍ତି ଜିଲ୍ଲା ସଂଯୋଜକ ଦେବଦତ୍ତ ମିଶ୍ର ଯୋଗଦେଇ ପ୍ରଦୀପ ପ୍ରଜଲନ ପୂର୍ବକ ଉଦଘାଟନ କରି ଉପସ୍ଥିତ ତାଲିମ ନେତ୍ରୀ ମାନଙ୍କୁ ବହୁମୂଲ୍ୟ ଉପଦେଶ ପ୍ରଦାନ କରିବା ସହ ଗୋ ସୁରକ୍ଷା ଓ ଗୋ ଆଧାରିତ କୁଟୀର ଶିଳ୍ପ ମାଧ୍ୟମରେ ଅର୍ଥନୀତି ଅଭିବୃଦ୍ଧି ହୋଇ ସ୍ବାବଲମ୍ବୀ ହେଇ ପାରିବେ ବୋଲି କହିଥିଲେ l ଅନ୍ୟତମ ଅତିଥଭାବେ ଏନ୍ ଏ ସି ନିର୍ବାହୀ ଅଧିକାରୀ ଇ ମୋନରଞ୍ଜନ ପଣ୍ଡା, ମିଶନ ଶକ୍ତି ଅଧିକାରୀ ଓ କର୍ମଚାରୀ ଏସ ରହମାନ, ସୂପର୍ଣା ମହାନ୍ତି, ପବନ କୁମାର ପଳେଇ, ମନୋରଞ୍ଜନ ପାଲ୍ ଓ ପୁଷ୍ପାଞ୍ଜଳି ଦାସ ଉପସ୍ଥିତ ରହି ଅଂଶ ଗ୍ରହଣ କରିଥିବା ମହିଳା ସ୍ଵୟଂ ସହାୟକ ଗୋଷ୍ଟି ମହିଳା ମାନଙ୍କୁ ଉତ୍ସାହିତ କରିଥିଲେ l କମ୍ ଦିନ ମଧ୍ୟରେ ଏନ୍ ଏ ସି ଅଞ୍ଚଳରେ ମିଶନ ଶକ୍ତି ବଜାର ଖୋଲିବା ସହିତ ମହିଳା ମାନଙ୍କ ଉତ୍ପାଦିତ ଦ୍ରବ୍ୟକୁ ବିକ୍ରିବଟା କରିବାକୁ ଉପସ୍ଥିତ ଅଧିାରୀମାନେ ପ୍ରତିଶ୍ରୁତି ଦେଇଥିଲେ l ମୁଖ୍ୟ ପ୍ରସିଶିକ୍ଷା ଭାବେ ସୁନ୍ଦରଗଡ଼ ବିଶିଷ୍ଟ ଗୋ ସେବିକା ତାରାକାନ୍ତ ପଟେଲ ଯୋଗଦେଇ ଗୋବର ରୁ ଦୀପ, ଧୂପ ଫୁଲ କୁଣ୍ଡ, ଗୋମୁତ୍ରରୁ ନିମାଇଲ, ଅର୍କ, କୀଟନାଶକ ଇତ୍ୟାଦି ପ୍ରସ୍ତୁତ ପ୍ରଣାଳୀ ଉପରେ ତାଲିମ ପ୍ରଦାନ କରିଥିଲେ l ଉକ୍ତ ତାଲିମ ଶିବିରରେ ଜିଲ୍ଲାର ବିଭିନ୍ନ ସ୍ଥାନରୁ ୧୦ ଜନ ମହିଳା ଯୋଗ ଦେଇ ତାଲିମ ନେଇଥିଲେ l ଏଥିରେ ସୁଷମା କଲତା, ପ୍ରତିମା ଦନ୍ତା, ସୁଷମା ସେଠୀ, ସୀତା ସେଠୀ, ପଦ୍ମା ସେଠୀ, ଲିଲିରାନୀ ସେଠୀ, ମାନସୀ ଦଳବେହେରା, ରୀମା ସେଠୀ, ସୈରେନ୍ଦ୍ରି ଖପର ପ୍ରମୁଖ ତାଲିମ ଗ୍ରହଣ କରି ଆସନ୍ତା ଦିନରେ ଜିଲ୍ଲା ମଧ୍ୟରେ ଆଗ୍ରହୀ ମହିଳା ମାନଙ୍କୁ ତାଲିମ ପ୍ରଦାନ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି l ଉକ୍ତ କାର୍ଯୟକ୍ରମରେ ଗ୍ରାମ୍ୟ ବିକାଶ ପରିଷଦ ତଥା ମାହେଶ୍ୱରୀ ଗୋଶାଳା ଓ ଜରା ଆଶ୍ରମ ସମ୍ପାଦକ କୃତ୍ତିବାସ ପଲିଆ କାର୍ଯକ୍ରମ ପରିଚାଳନା କରିଥିବା ବେଳେ ମାହେଶ୍ୱରୀ ଗୋଶାଳା ଉପାଧକ୍ଷ କବିରାଜ ହୃଷୀକେଶ ଖେତୀ ଓ ମର୍ଜାକୁଦ ପୂର୍ବ କାଉନସିଲର ତରଣୀ ସେନ ମାଝି ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026

You Might Also Like